Daily Archives

ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ

● ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ● ପ୍ରାକୃତିକ ଗ୍ୟାସ, କୋଇଲା ଏବଂ ଶକ୍ତି ଉତ୍ପାଦନ ସହ ଜଡିତ ଏକାଧିକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ ମାଧ୍ୟମରେ
Read More...

ହମିରପୁର ଉନ୍ନୟନ ପରିଷଦ ତରଫରୁ ନୂତନ କମିଶନରଙ୍କୁ ସ୍ୱାଗତ ଓ ଦାବିପତ୍ର ପ୍ରଦାନ

ରାଉରକେଲା (ସସ୍ମିତା ପ୍ରଧାନ) : ୨୨ ହଜାର ଜନସଂଖ୍ୟା ବିଶେଷ କରି ଆଦିବାସୀ ସମ୍ପ୍ରଦାୟ ବିଶିଷ୍ଟ ହମିରପୁର ଗ୍ରାମ ସୁନ୍ଦରଗଡ଼ ଜିଲ୍ଲାର ସର୍ବ ପୁରାତନ ରାଜସ୍ୱ ଗ୍ରାମ । କିନ୍ତୁ ଏବେ ଏହା ଗ୍ରାମ ପଂଚାୟତ କିମ୍ବା ମ୍ୟୁନିସିପାଲ କର୍ପୋରେସନ ଅଧୀନରେ ନାହିଁ, କିମ୍ବା ରାଉରକେଲା ଇସ୍ପାତ
Read More...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ : ଅଭିଯୁକ୍ତ ଅଟକ, ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସର ତଦନ୍ତ…

ସଇଁତଲା, (ପ୍ରମୋଦ ସେଲମା) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ଅପରାହ୍ନରେ ନିଜ ବଡ଼ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟାକଲା ସାନ ଭାଇ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ମହଗାଁ ଗ୍ରାମରେ । ମୃତ ବ୍ୟକ୍ତିଙ୍କ ନାମ ବେଲାର ରଣା (୫୪) ବୋଲି
Read More...

ସରପଞ୍ଚମାନଙ୍କୁ ସଇଁତଲା ବିଡ଼ିଓଙ୍କ ଅଣଦେଖା ପ୍ରତିବାଦରେ ଦାବିପତ୍ର ପ୍ରଦାନ

ବିଶ୍ୱ ଓଡ଼ିଆ ଭାଷା ସମ୍ବିଳନୀ କାର୍ଯ୍ୟକ୍ରମକୁ ବର୍ଜନ କରିବ : ସରପଞ୍ଚ ସଂଘ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକସ୍ତରୀୟ ସରପଞ୍ଚମାନଙ୍କୁ ସ୍ଥାନୀୟ ବିଡ଼ିଓ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଗୁଡିକରେ ଅଣଦେଖା କରୁଥିବା ପ୍ରତିବାଦରେ ସରପଞ୍ଚ ସଂଘଙ୍କ ଏକ
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ଦ୍ଵାରା ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମର ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ
Read More...

ଗୋଁଣ୍ଡି ଭାଷା ଦିବସ ପାଳିତ

ଗୋଁଣ୍ଡି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ସାମିଲ ପାଇଁ ଦାବି ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାନ ଗୋଁଣ୍ଡି ଭାଷାବିତ, ଗବେଷକ, ଲେଖକ, ସମାଜ ସଂସ୍କାରକ ଆଚାର୍ଯ୍ୟ ଡ. ମୋତିରାବଣ କଙ୍ଗାଲିଙ୍କ ୭୬ତମ ଜୟନ୍ତୀ ସ୍ଥାନୀୟ ଗୋଁଣ୍ଡୱାନା ଭବନଠାରେ ଅଖିଳ ଭାରତୀୟ ଗୋଁଣ୍ଡୱାନା ଗୋଁଣ୍ଡ
Read More...

ଉଦନ୍ତୀ ମହୋତ୍ସବ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକର ଅନ୍ୟତମ ସାଂସ୍କୃତିକ ପରିଚୟ ମାଟିର କଳା, ସାହିତ୍ୟ ଓ ପରମ୍ପରାର ପର୍ବ ଉଦନ୍ତୀ ମହୋତ୍ସବ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ସିନାପାଲି ପଂଚାୟତ ସମିତି ପରିସରରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ନୀଳମଣି ମେହେରଙ୍କ
Read More...

ଗଜବନ୍ଧ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟରର ଶ୍ରୀଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଞ୍ଚାନନ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ସହଗୋଷ୍ଠୀ
Read More...

ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ଚଉବନୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣୀ ସଭାରେ ଗୋଷ୍ଠୀ ଶିକ୍ଷା
Read More...