ମୁରିବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବ ଉଦ୍ଘାଟିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ମୁରିବାହାଲ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବ ଗୁରୁବାର ସଂଧ୍ୟାରେ ଉଦ୍ଘାଟିତ ହୋଇଯାଇଛି । ମହୋତ୍ସବ କମିଟି ସଭାପତି ଜିତେନ୍ଦ୍ରିୟ ଭୋଇଙ୍କ ଅଧ୍ୟକ୍ଷତାରେ!-->…
Read More...
Read More...