Daily Archives

ଡେଲାଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାଷା ସାହିତ୍ୟ ସୃଜନଶୀଳତା କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଭୟ ଚରଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧନରେ ଓ ଅଧ୍ୟକ୍ଷତାରେ ଓଡ଼ିଆ ଭାଷା ସାହିତ୍ୟ ସୃଜନ ଶୀଳତା ଓ ପୁସ୍ତକ, ହସ୍ତଶିଳ୍ପ ପ୍ରଦର୍ଶନ, ଗଳ୍ପ କଥନ, କବିତା ପାଠ,
Read More...

ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ…

ପ୍ରାୟ ୨୮,୯୮୦ କୋଟି ଟଙ୍କାର ଏକାଧିକ ବିଦ୍ୟୁତ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ଏବଂ ଶିଳାନ୍ୟାସ କଲେପ୍ରାୟ ୨୧୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଜାତୀୟ ରାଜପଥର ତିନୋଟି ସଡ଼କ କ୍ଷେତ୍ର ପ୍ରକଳ୍ପ ଉଦ୍‌ଘାଟିତପ୍ରାୟ ୨୧୪୬ କୋଟି ଟଙ୍କାର ରେଳ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ
Read More...

ଖପ୍ରାଖୋଲରେ ଗାଁ ସାଥୀ ସଙ୍ଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବୀ ପତ୍ର ପ୍ରଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସାରା ରାଜ୍ୟରେ ବିଭିନ୍ନ ଦାବୀ ନେଇ ଗାଁ ସାଥୀ ସଂଘ ତରଫରୁ ଆନ୍ଦୋଳନ ଡାକରା ଦେଇଥିବା ବେଳେ ସଂଘର ଖପ୍ରାଖୋଲ ବ୍ଲକ ଶାଖା ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଶନିବାର ବିଡିଓ ବିଜୟ କୁମାର ହୋତାଙ୍କୁ ପ୍ରଦାନ କରିଛନ୍ତି । ଦାବୀଗୁଡ଼ିକ
Read More...

ଖପ୍ରାଖୋଲରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବ୍ଲକ୍‌ସ୍ତରୀୟ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ପରେ ବନ୍ଦେ ଉତ୍କଳଜନନୀ ଗାନ କରାଯାଇ
Read More...

ଆରମ୍ଭ ହେଲା ଓଡିଆ ଭାଷାର ଉଲ୍ଲାସର ପର୍ବ

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟିତପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମାନରେ ସମ୍ମାନିତପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର, ପ୍ରଫେସର ଆର୍ଲୋ ଗ୍ରୀଫିଥ୍ ସମ୍ବର୍ଦ୍ଧିତସାରା ଓଡିଶା ଆଜି ଓଡିଆ ଭାଷା ପାଇଁ ଏକାଠି ହୋଇଛିଭାଷା ଗୋଟିଏ ଜାତିର
Read More...

ଡେଲାଙ୍ଗ ବ୍ଲକସ୍ତରୀୟ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ କୁମାର ନାୟକଙ୍କ ତତ୍ୱାବଧାନରେ ଆୟୋଜିତ ଉତ୍ସବରେ
Read More...

କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ
Read More...

ବ୍ଲକସ୍ତରୀୟ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ସଭାଗୃହରେ ଶନିବାର ଦିନ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ରୂପେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ମୁଖ୍ୟବକ୍ତା ଭାବେ ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ
Read More...

କାର୍ଯ୍ୟରତ ଫରେଷ୍ଟ ରେଞ୍ଜର ଓ ଫରେଷ୍ଟରଙ୍କ ମଧ୍ୟରେ ହୋଇଥିବା ଟଣାଓଟରା ଘଟଣାକୁ ନେଇ ଏଲ୍‌ଡ଼ିଏ ପକ୍ଷରୁ ସାମ୍ବାଦିକ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ରେଞ୍ଜରେ ଗତ କିଛି ଦିନ ଭିତରେ କାର୍ଯ୍ୟରତ ଫରେଷ୍ଟ ରେଞ୍ଜର ଓ ଫରେଷ୍ଟରଙ୍କ ମଧ୍ୟରେ ହୋଇଥିବା ଟଣାଓଟରା ଘଟଣାକୁ ନେଇ ଆଜି ଏଲ୍‌ଡ଼ିଏ ପକ୍ଷରୁ ବଲାଙ୍ଗିର ସାମ୍ବାଦିକ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ
Read More...

ବ୍ରାହ୍ମଣଡିହିରେ ବାର୍ଷିକ ଉତ୍ସବ, ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ବ୍ରାହ୍ମଣଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ, ଭାଷା ସାହତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ମହାଦେବ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଛେତଗାଁ
Read More...