Daily Archives

ବଲାଙ୍ଗିରରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ମାସ (୩ ତାରିଖରୁ ୫ ତାରିଖ) ତିନି ଦିନ ପର୍ଯ୍ୟନ୍ତ ଭୁବନେଶ୍ଵର ସ୍ଥିତ ଜନତା ମଇଦାନଠାରେ ଆୟୋଜିତ ହେଉଅଛି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ । ଏହି ବିଶ୍ଵସ୍ତରୀୟ ସମ୍ମିଳନୀକୁ ଏକ ଐତିହାସିକ ଦିନ ଭାବେ ସ୍ମରଣୀୟ କରିବା ପାଇଁ ତା.୦୩.୦୨.୨୦୨୪ ରିଖ
Read More...

ଭାଲୁଲତାରେ ବାଉଁଶ ସାମଗ୍ରୀ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ରା ବ୍ଲକ ଅନ୍ତର୍ଗତ ଭାଲୁଲତାର ପଞ୍ଚାୟତ ଅଫିସଠାରେ ଆଦର୍ଶ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ୧୨ ଦିନିଆ ବାଉଁଶ ହସ୍ତକଳା ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ ଶିବିରରେ ୩୦ ଜଣ ପ୍ରଶିକ୍ଷାର୍ଥୀ ବିଭିନ୍ନ ସ୍ଵୟଂ ସହାୟକ ଗୋଷ୍ଠୀର
Read More...

ଗୋଇମୁଣ୍ଡ ବିଦ୍ୟାଳୟରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହକୁର) : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ମହକୁମାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ପଞ୍ଚୁ ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ବରଗଡ, (ନିରୋଜ କୁମାର ପାଣୀ) : ଚଳିତ ବର୍ଷ ୨୦୨୩-୨୪ ପାଇଁ ବରଗଡ଼ ବ୍ଲକ ତଥା ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । ଓଡିଶାର ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତାଲିକାରେ ଶ୍ରୀମତୀ ଭୋଇଙ୍କ ନାମ
Read More...

ବମକଠାରେ ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ବମକ ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ଯୁବ ନାଏବ ସରପଞ୍ଚ ରାଣୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ମ.ରାମପୁର ପଞ୍ଚାୟତ ସମିତିରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ଆଜି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେଉ ଥିବାବେଳେ ମ.ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ସମ୍ମିଳନୀକୁ ବିଡ଼ିଓ ସବ୍ୟସାଚୀ ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଜିପିଓ କୁଳମଣି ସିଂ ରାୟ ମଞ୍ଚ
Read More...

ନୂତନ ଭାବେ ସଇଁତଲା ସାମ୍ବାଦିକ ସଂଘ ଗଠିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ବରିଷ୍ଠ ସାମ୍ବାଦିକ ପ୍ରମୋଦ କୁମାର ସେଲମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏକ ବ୍ଲକସ୍ତରୀୟ ସାମ୍ବାଦିକ ସଂଘ ଗଠିତ ହୋଇଯାଇଛି । ଉକ୍ତ ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ତରୁଣ
Read More...

ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

ସମ୍ବଲପୁର, (କେପିଏନ୍‌ଏସ୍‌) : ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି
Read More...

‘ନୂଆ ଓ’ ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ ଓ’ ଯୋଜନା ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଓ ପ୍ରତିଯୋଗିତା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ବଳଭଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ
Read More...

କୋଇଲା ବୋଝେଇ ଟ୍ରେନରେ ନିଆଁ

ସୋର : ଭଦ୍ରକରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ସୂଚନା ମିଳିଛି । ସୋର ଷ୍ଟେସନ ନିକଟରେ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବାର ସ୍ଥାନୀୟ ଲୋକେ ଦେଖି ୧୧୨ ମାଧ୍ୟମରେ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ସୋର ଅଗ୍ନିଶମ ବିଭାଗର
Read More...