Daily Archives

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍‌ଯାପିତ ହୋଇଯାଇଛି । କଟାପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଧ୍ୟାପିକା ଡ଼. ଭଗବତୀ କର ପଶ୍ଚିମ ଓଡ଼ିଶା ପରିପ୍ରେକ୍ଷୀରେ କହିଲେ
Read More...

ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ଡକ୍ଟର ବାବାସାହେବ ଭୀମ ରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ

ଡକ୍ଟର ଆମ୍ବେଦକରଙ୍କ ଜୀବନ ଓ ଆଦର୍ଶକୁ ନେଇ କରାଯିବ ସ୍ଵତନ୍ତ୍ର ଗ୍ୟାଲେରୀ ଭୁବନେଶ୍ୱର : ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ସାରସ୍ୱତ ସାଧକ ସମ୍ମାନ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଆ ଭାଷା ଭାରତର ଏକ ପ୍ରାଚୀନ ଓ ସମୃଦ୍ଧ ଭାଷା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଓ ନିଷ୍ଠା ଯୋଗୁଁ ଓଡିଆ ଭାଷା ଭାରତର ଷଷ୍ଠ ଶାସ୍ତ୍ରୀୟ ଭାଷା ଭାବରେ ସ୍ୱିକୃତି ଲାଭ କରିଛି । ଓଡିଆ ଭାଷା ପ୍ରତିଷ୍ଠାନ ସ୍ଥାପନ କରାଯାଇଛି । ଓଡିଆ ଉତ୍କର୍ଷ
Read More...

ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳକୁ ନେଇ ବୈଠକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲିଗୁଡା ଏବଂ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କିଛି ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ନେଇ ଏକ ରାଜନୈତିକ ଦଳୀୟ ବୈଠକ ଅନୁଷ୍ଠିତ
Read More...

ସଇଁତଲାରେ ୯ କୁଣ୍ଡୀୟ ଗାୟତ୍ରୀ ଯଜ୍ଞ : ଦ୍ଵିତୀୟ ଦିନରେ ଗୋଟିଏ ଯୋଡି ବିବାହ, ୮ ଜଣ ମୁଣ୍ଡନ ଓ ୧୧ ଜଣ ଦୀକ୍ଷା ଗ୍ରହଣ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଅଖିଳ ବିଶ୍ୱ ଗାୟିତ୍ରୀ ପରିବାର ଆନୁକୂଲ୍ୟରେ ହାଟପଦାଠାରେ ନଅ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ ହୋଇଯାଇଛି । ଏଥିରେ ଗାୟିତ୍ରୀ ପରିବାର ପୂଜକ ସୁଶାନ୍ତ ମାଝୀଙ୍କ ତତ୍ତ୍ୱାବଧାନରେ ପୂଜାର୍ଚ୍ଚନା କାର୍ଯ୍ୟ ସମାପନ ହୋଇ ଥିବାବେଳେ
Read More...

ସଂକୀର୍ତ୍ତନ୍ୟ କଳା ସଂସ୍କୃତି ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଗଲପୁର କଲ୍ୟାଣ ମଣ୍ଡପଠାରେ ସଂକୀର୍ତ୍ତନ୍ୟ କଳା ସଂସ୍କୃତି ସଂଘର ସଭାପତି ଜିତେନ୍ଦ୍ର କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଗଲପୁର ବ୍ଲକର ସଂକୀର୍ତ୍ତନ୍ୟ କଳାକାରମାନଙ୍କୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲା ପରିଷଦ
Read More...

କଳାହାଣ୍ଡି ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆୟୋଜିତ

କଳାହାଣ୍ଡି, (ପି.କେ. ସାହୁ) : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ସମଗ୍ର ଶିକ୍ଷା, କଳାହାଣ୍ଡି ପକ୍ଷରୁ ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସ୍ଥାନୀୟ ବ୍ରଜମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ଉଦ୍‌ଘାଟନୀ ସମାରୋହରେ ଜିଲ୍ଲା
Read More...

ଜିଲ୍ଲା ଅଭିଭାବକ ସଂଘ ବଲାଙ୍ଗିର ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଅଭିଭାବକ ସଂଘ ବଲାଙ୍ଗିର ତରଫରୁ ବଲାଙ୍ଗିରର ନୂତନ ଜିଲ୍ଲାପାଳଙ୍କଠାରେ ଏକ ସୌଜନ୍ୟମୂଳକ ତଥା ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା । ଉକ୍ତ ବିଷୟବସ୍ତୁକୁ ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କଠାରେ ବିସ୍ତୃତ ଆଲୋଚନା ପାଇଁ ସଂଘକୁ
Read More...

ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୪ : ବଲାଙ୍ଗିର ଗ୍ରୀନ୍‌ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମଠାରେ ଓଡିଶା କ୍ରିକେଟ ଏସୋସିଏସନ୍‌ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆଜିର ଏହି ଉଦ୍‌ଘାଟନୀ ମ୍ୟାଚ୍‌ ବଲାଙ୍ଗିର ଗ୍ରୀନ୍‌ ଦଳ ଟସ୍‌ ଜିଣି ପ୍ରଥମେ ବଲାଙ୍ଗିର ବ୍ଲୁ
Read More...

ମହିମୁଣ୍ଡାରେ କିଶୋର ନ୍ୟାୟ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ମହିମୁଣ୍ଡାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କିଶୋର ନ୍ୟାୟ ଆଇନ ଉପରେ ଅଧ୍ୟକ୍ଷ ଦୁର୍ଯ୍ୟୋଧନ ପଧାନଙ୍କ ସଭାପତିତ୍ୱରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଅରୁଣ ଖୁଆସ
Read More...