Daily Archives

ବଲାଙ୍ଗିର ଫ୍ରେଣ୍ଡ୍‌ସ୍ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ସିଭିଲ୍‌ କୋର୍ଟ ନିକଟସ୍ଥ ଫ୍ରେଣ୍ଡ୍‌ସ୍‌ କ୍ଲବ ସଂଘ ପକ୍ଷରୁ ଚଳିତ ୬ ତାରିଖଠାରୁ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥିୀରାଜ ହାଇସ୍କୁଲ ପଡିଆଠାରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାର
Read More...

ଧାରଣାରେ ବସିଲେ ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ନେଇ ଆଜି ଏଲ୍‌ପିଜି ବୋଟଲିଂଗ ପ୍ଲାଣ୍ଟ ସମ୍ମୁଖରେ ଦାବୀ ପୁରଣ ପାଇଁ ଧାରଣାରେ ବସିଛନ୍ତି ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀ ସଂଘ । ସଂଘ ପକ୍ଷରୁ କୁହାଯାଇଛି ଯେ, କର୍ମଚାରୀଙ୍କ ବିଭିନ୍ନ ସମସ୍ୟାକୁ
Read More...

ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ ଓଡ଼ିଆ ଭାଷା
Read More...

ୟୁଜିଆଇଇର ଟେକ୍ନୋଫିନିଟି ୨୦୨୪ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରିଂ (ୟୁଜିଆଇଇ)ର ପ୍ରାକ୍ତନ ଛାତ୍ର ସଂଘଙ୍କ ବାର୍ଷିକୋତ୍ସବ ଟେକ୍ନୋଫିନିଟି ୨୦୨୪ ୟୁଜିଆଇଇ ପରିସରରେ ଅନୁଷ୍ଠିତ ହୋଇଯାଇଛି । ୟୁଜିଆଇଇ ପ୍ରାକ୍ତନ ଛାତ୍ର ସଂଘର ସଭାପତି ଆଦିତ୍ୟ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ
Read More...

ମଦନପୁର ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମଦନପୁର ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ କେତକୀ ଦାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ଜାତୀୟ କବାଡି ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଆକାଂକ୍ଷା ଭୋଇ କବାଡି ଖେଳରେ ଜାତୀୟ ସ୍ତରରେ ପ୍ରତିନିଧିତ୍ଵ କରି ଆଜି ପଦ୍ମପୁର ପହଞ୍ଚିବା ପରେ ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇ ଭେଉଁରିଆ ଛକଠାରେ ଫୁଲତୋଡା ଦେଇ ସ୍ଵାଗତ କରିବା ପରେ ତାଙ୍କୁ ସ୍କୁଲ
Read More...

ଛାତ୍ରୀ ଆତ୍ମରକ୍ଷା ଶିବିର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଉତ୍କଳ ଗୌରବ ମଧୁସୁଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀ ଆତ୍ମରକ୍ଷା ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଓ ରୀତା ଦାସଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ଜେଏସ୍‌ଏମ୍‌ କମର୍ସ ଏଣ୍ଡ ଆର୍ଟସ କଲେଜ୍‌ର ବାର୍ଷିକ ଉତ୍ସବ ପାଳନ ସହିତ ବିଦାୟ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ଗାର୍ଲ୍ସ ହାଇସ୍କୁଲ ପରିସରରେ ଜେଏସ୍‌ଏମ୍‌ କମର୍ସ ଏଣ୍ଡ ଆର୍ଟସ୍ କଲେଜ୍‌ର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ଵାରା ଗଣେଶଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ୱଳନ ସହ ପୁଷ୍ପ ମାଲ୍ୟାର୍ପଣ କରିଥିଲେ ।
Read More...

ସାହିତ୍ୟ ଓ ସମାଜ ପରସ୍ପର ନିର୍ଭରଶୀଳ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଜ ମନର ଭାବକୁ ପ୍ରକାଶ କରିବା ପାଇଁ ସୃଷ୍ଟି ହୋଇଥିଲା ଭାଷା । ଏହି ଭାଷା ହିଁ ଥିଲା ମାନବ ଜାତିର ବିକାଶର ମାଧ୍ୟମ । କାଳକ୍ରମେ ଭାଷାରେ ବିକାଶ ଘଟି ସୃଷ୍ଟି ହେଲା ସାହିତ୍ୟ ଆଉ ମାନବ ଜାତି ବିକାଶରେ ସୃଷ୍ଟି ହେଲା ସମାଜ । ସାହିତ୍ୟ ଓ ସମାଜ ପରିପୂରକ ଓ
Read More...

ଚାଷୀଙ୍କ ଋଣ ଛାଡ କରିବା ନେଇ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଆଜି ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ବଙ୍ଗୋମୁଣ୍ଡା ସରପଞ୍ଚ ତଥା ଯୁବନେତା ଅଜିତ କୁମାର ଯୋଶୀ
Read More...