୩ଟି ଟ୍ରକ ଓ ୪ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଲୁହାପଥର ବୋଝେଇ ଟ୍ରକ
କେନ୍ଦୁଝର : କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ସାମଲ ମୋଟର ସମ୍ମୁଖରେ ଆଜି ସକାଳେ ସିରିଜ୍ ଦୁର୍ଘଟଣା ଘଟିଛି । ଏକ ଲୁହାପଥର ବୋଝେଇ ଟ୍ରକ ଦ୍ରୁତଗତିରେ ଆସି ୩ଟି ଟ୍ରକ ଏବଂ ୪ଟି ବାଇକକୁ ଧକ୍କା ଦେଇଛି । ଦୁର୍ଘଟଣାରେ ୭ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ!-->…
Read More...
Read More...