Daily Archives

ପଞ୍ଚମ ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ନିଶାମଣି ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇଙ୍କ ସଭାପତିତ୍ୱରେ ପଞ୍ଚମ ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ରୋଜାଳିନ ମିଶ୍ର ଅତିଥି ପରିଚୟ ପ୍ରଦାନ
Read More...

ଜାତୀୟ କୃମିନାଶକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ପ୍ରମୋଦ ନାଥ, ଶ୍ରୀମତୀ ନନ୍ଦିନୀ ମିଶ୍ର ଓ ଲେଖ୍ରୃ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ଛାତ୍ରଛାତ୍ରୀଙ୍କୁ କୃମି ଔଷଧ
Read More...

ପଞ୍ଚମ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ସମସ୍ତ ୫-ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମୀକ୍ଷା ବୈଠକ ଲୋହାରପାଲି ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ମହାମାୟା ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ପ୍ରଥମରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ବିଜ୍ଞାନ ପ୍ରକଳ୍ପ ମାଧ୍ୟମରେ ବର୍ତ୍ତମାନର ପରିସ୍ଥିତିକୁ କିପରି ଭାବରେ
Read More...

ଝଲପ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କାର୍ଯ୍ୟନିର୍ବାହୀ ଅଧିକାରୀ ପୀତବାସ ଯାନୀଙ୍କ ସଭାପତିତ୍ୱରେ
Read More...

ଜରସିଂହା ବିଏନ୍‌ଏନ୍‌କୁ ହରାଇ ସମ୍ବଲପୁର ଭାରତ କ୍ଲବ ୨ୟ ସେମିଫାଇନାଲରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଶନିବାର ଆୟୋଜିତ ପ୍ରତିଯୋଗିତାର ପଞ୍ଚମ ଦିବସରେ କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ
Read More...

ବେନ୍ଦେର ଗ୍ରାମରେ ଲାଠୋର ପୋଲିସ ପକ୍ଷରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ବେନ୍ଦେର ହାଇସ୍କୁଲ ପଡିଆଠାରେ ପୋଲିସ ତରଫରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଉପାନ୍ତ ଅଞ୍ଚଳରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ କରିବା ପାଇଁ ଏହି ଜନ ସମ୍ପର୍କ ଶିବିର
Read More...

ଆତ୍ମସୁରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ୍‌ ଅନ୍ତର୍ଗତ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରାୟୋଜିତ କାର୍ଯ୍ୟକ୍ରମ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଦୀର୍ଘ ଆଠ ଦିନ ବ୍ୟାପୀ
Read More...

ଆଜି ବିଜେପି ପକ୍ଷରୁ ଗାଁକୁ ଚାଲ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଜୋନ୍ ନମ୍ଵର୍ ୨୩ର ଚାଣ୍ଟିମୁଣ୍ଡା ଗାଁଠାରେ ମଣ୍ଡଳ ସଭାପତି ପୁରୁଷୋତ୍ତମ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ଗୋପାଲଜୀ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

ଧାନ ତଳିରେ ନିଆରା କୃତି : ରାଷ୍ଟ୍ରପତିଙ୍କୁ ଚାଷୀଙ୍କ ସମ୍ମାନ

ଜୟପାଟଣା, (ଶେଷଦେବ ବେହେରା) : ଓଡ଼ିଆ ଭାଷା, ସଂସ୍କୃତି, ଐତିହ୍ୟ, ପରମ୍ପରାକୁ ଉଜ୍ଜୀବିତ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ସମଗ୍ର ଓଡ଼ିଶାରେ ପ୍ରତୀୟମାନ ହେଉଥିବା ବେଳେ ଜଣେ ସାଧାରଣ ଚାଷୀ ପ୍ରଥମ ଓଡ଼ିଆ ମହିଳା ରାଷ୍ଟ୍ରପତିଙ୍କ ସମ୍ମାନ ଉଦ୍ଦେଶ୍ୟରେ ଏକ ଅଭିନବ ଉଦ୍ୟମ ଦ୍ଵାରା ଚର୍ଚ୍ଚାର
Read More...