ବଲାଙ୍ଗିର ଜିଲ୍ଲାରେ ଉଦ୍ଘାଟନ ହେଲା ଫାଇଲେରିଆ ନିରାକରଣ ଅଭିଯାନ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାର ୧୧ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଆରମ୍ଭ ହୋଇଯାଇଛି ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ । ଆଜି ପୂର୍ବାହ୍ନରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଗୌରବ!-->…
Read More...
Read More...