Daily Archives

ମୁରିବାହାଲ ବ୍ଲକସ୍ତରୀୟ ତୈଲିକ ବୈଶ୍ୟ ସାହୁ ସମାଜର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତର ଚିତ୍ରାମୁଣ୍ଡା ଗ୍ରାମଠାରେ ମୁରିବାହାଲ ବ୍ଲକସ୍ତରୀୟ ତୈଲିକ ବୈଶ୍ୟ ସାହୁ ସମାଜର ସାଧାରଣ ସଭା ତଥା ସାଙ୍ଗଠନିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ବୈଧୃତ ଚରଣ ସାହୁଙ୍କ
Read More...

୨ୟ ସେମିଫାଇନାଲରେ କଣ୍ଟାବାଞ୍ଜି କୋଷ୍ଟାଲ ୧୧କୁ ହରାଇ ଫାଇନାଲରେ ସମ୍ବଲପୁର ଭାରତ କ୍ଲବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ବଲାଙ୍ଗିର ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ରବିବାର ୨ୟ ସେମିଫାଇନାଲରେ ପ୍ରତିଯୋଗିତାର ଷଷ୍ଠ ଦିବସରେ କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ
Read More...

ମୁଖିଗୁଡ଼ା ସ୍ଥିତ ଭେଙ୍କଟେଶ୍ୱର ସ୍କୁଲର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ମୁଖିଗୁଡ଼ାଠାରେ ଭେଙ୍କଟଶ୍ୱର ସ୍କୁଲର ପଞ୍ଚଦଶ ବାର୍ଷିକ ଉତ୍ସବ ବିଦ୍ୟାଳୟ ରଙ୍ଗମଞ୍ଚରେ ଉତ୍ସାହର ସହିତ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ କ୍ରୀଡା ଓ ଆଭ୍ୟନ୍ତରୀଣ ମେଧା
Read More...

ମଦନପୁରର ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ
Read More...

କନ୍ଦାଗାଡ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମ୍ମିଳନୀ ଆୟୋଜିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟରେ ବ୍ଲକର ସମସ୍ତ ହାଇସ୍କୁଲର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିସାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡ.
Read More...

ପୋଲାମ୍ମା ଠାକୁରାଣୀଙ୍କ ନୂତନ ପ୍ରାସାଦ ଓ ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଅବସରରେ କଳସ ଯାତ୍ରା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ନୂଆ ପୋଡମପେଟା(ସିଦ୍ଧାନ୍ତ ନଗର)ରେ ପୋଲାମ୍ମା ଠାକୁରାଣୀଙ୍କ ନୂତନ ପ୍ରାସାଦ, ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ସାଙ୍ଗକୁ ଚବିଶ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହେଉଛି । ଏହି ଅବସରରେ ଶୁକ୍ରବାର ଦିନ ଭୋର ସମୟରୁ ପୁଣ୍ୟତୋୟା
Read More...

ଗଞ୍ଜାମ ଏନ୍‌ଏସିଇଓଙ୍କ ଦ୍ୱାରା ଗଣମାଧ୍ୟମ ପ୍ରତିନିଧିଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କାର୍ଯ୍ୟରତ ସ୍ଥାନୀୟ ଗଣମାଧ୍ୟାମ ପ୍ରତିନିଧିମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ ଗଞ୍ଜାମ ପ୍ରେସ କ୍ଲବର ସମ୍ବାଦିକମାନଙ୍କୁ ଉପଢୌକନ ଓ
Read More...

ମାସିକ ରଚନା ସନ୍ଧ୍ୟା

ଯୁବସମାଜ ପାଇଁ ଉପଯୁକ୍ତ ମାର୍ଗଦର୍ଶନ ଆବଶ୍ୟକ ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୁବସମାଜ ସମ୍ମୁଖରେ ଆଗରୁ ବି ଆହ୍ୱାନ ଥିଲା, ଏବେ ବି ଅଛି ଓ ଆଗକୁ ବି ରହିବ । କେବଳ ସୁଦୃଢ ଆତ୍ମବିଶ୍ୱାସ ଓ କଠିନ ପରିଶ୍ରମ ବଳରେ ସେମାନେ ନିଜର ସୁନ୍ଦର ଭବିଷ୍ୟତ ଗଠନ କରିପାରିବେ । ଏଥି ପାଇଁ ଉପଯୁକ୍ତ
Read More...

ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷୟିତ୍ରୀମାନଙ୍କୁ ବିଦ୍ୟାଳୟରେ ସମ୍ବର୍ଦ୍ଧନା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ହୀରାପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ବିଦ୍ୟାଳୟର ତିନିଜଣ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏକ ଉପାନ୍ତ ଅଞ୍ଚଳରେ ଅବସ୍ଥିତ ବିଦ୍ୟାଳୟର
Read More...

ତୃତୀୟ ତୋଷାଳୀ ମହୋତ୍ସବ ଉପଲକ୍ଷେ ବହୁଭାଷୀ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୃତୀୟ ତୋଷାଳୀ ମହୋତ୍ସବ ଉପଲକ୍ଷେ ରବିବାର ଅପରାହ୍ନରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରାର ବୌଦ୍ଧିକ ମଣ୍ଡପଠାରେ ନିଷାନ୍ କୁଟୁମ୍ ଆନୁକୂଲ୍ୟରେ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ନିଷାନ୍‌ର ସଭାପତି ଶ୍ୟାମ ସୁନ୍ଦର
Read More...