Daily Archives

ପାଣିଛତ୍ର ଟଙ୍କା ହଡ଼ପ କରି ଅଭିଯୋଗକାରୀଙ୍କୁ ଧମକ ଦେଉଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗ୍ରୀଷ୍ମ ଋତୁରେ ଏପ୍ରିଲ ମାସରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଜଳଛତ୍ର ସ୍ଥାପନ କରାଯାଇ ସାଧାରଣ ଲୋକଙ୍କୁ ପାଣି ପିଇବାର ବ୍ୟବସ୍ଥା କରାଯାଇଥାଏ । ଏଥିପାଇଁ ସରକାରଙ୍କ ଠାରୁ ପ୍ରତି ଜଳଛତ୍ର
Read More...

ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ : ସମ୍ବଲପୁରକୁ ହରାଇ କଦଲିପାଲି…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ କ୍ଲବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ
Read More...

ବିଜେପିର ଗାଁକୁ ଚାଲ ଅଭିଯାନରେ ସାମିଲ ହେଲେ ଶତାଧିକ ଗ୍ରାମବାସୀ : ଅନ୍ୟ ଦଳର କର୍ମୀମାନେ ବିଜେପିରେ ହେଲେ ସାମିଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ବିଜେପିର ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ବିଧାନସଭା ନିର୍ବାଚନମଣ୍ଡଳୀର ଚୁଡାପାଲି ମଣ୍ଡଳ ଅଧୀନରେ ଥିବା ଝାଙ୍କର ପାଲି ଗାଁରେ ବିଜେପି ପକ୍ଷରୁ ଗାଁକୁ ଚାଲ (ବୁଥ୍‌କୁ ଚାଲ) ଅଭିଯାନ ପାଇଁଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରେ ଦଳ
Read More...

ବିବିନାରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ, ସାଂସ୍କୃତିକରେ ଦୁଲକିଲା ମଞ୍ଚ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବିବିନା ପଂଚାୟତର ପଡିଆଠାରେ ସୋମବାର ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଂଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ପୁରୁଷୋତ୍ତମ କଲତାଙ୍କ ତତ୍ୱାବଧାନରେ ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ରବଦନ
Read More...

ଭାରତର ବଡ଼ କୂଟନୈତିକ ବିଜୟ : ସ୍ୱଦେଶ ଫେରିଲେ କତରରେ ବନ୍ଦୀ ପୂର୍ବତନ ନୌସେନା କର୍ମଚାରୀ

ନୂଆଦିଲ୍ଲୀ, (ପିଆଇବି) : କତର ଜେଲ୍‌ରୁ ମୁକୁଳିବା ପରେ ପୂର୍ବତନ ଭାରତୀୟ ନୌସେନା କର୍ମଚାରୀମାନେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ । ପୂର୍ବରୁ ମୋଦୀ ସରକାରଙ୍କ କୂଟନୈତିକ ପ୍ରୟାସ କାରଣରୁ ପୂର୍ବତନ ନୌସୈନିକମାନଙ୍କ ମୃତ୍ୟୁ ଦଣ୍ଡାଦେଶକୁ
Read More...

ଲୌହମାନବୀ ସରଳା ଦେବୀଙ୍କ ସୃଷ୍ଟି ଓ ଜୀବନାଦର୍ଶ ସମ୍ପର୍କରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦ- ରାଉରକେଲା, ସରଳା ଦେବୀ-ଭାଗୀରଥି ମହାପାତ୍ର ଟ୍ରଷ୍ଟ- କଟକ ଓ ଓଡିଆ ବିଭାଗ, ରାଉରକେଲା ମହାବିଦ୍ୟାଳୟ-ରାଉରକେଲାର ମିଳିତ ଆନୁକୂଲ୍ୟରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଆଲୋଚନାଚକ୍ର 'ଲୌହମାନବୀ ସରଳା ଦେବୀଙ୍କ ସୃଷ୍ଟି ଓ
Read More...

ଠେମରା ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଠେମରା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଠେମରା ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗଙ୍କ ସଭାପତିତ୍ୱରେ
Read More...

ଗୁରୁଣ୍ଡା ଗାଁ ନିକଟରେ ଟ୍ରକ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷ ଟଙ୍କା ସହ ଦାମୀ ମୋବାଇଲ ଲୁଟ, ପୁଲିସର…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ରାୟପୁର- ଗୋପାଳପୁର ୫୯ ନମ୍ବର ଜାତୀୟ ରାଜପଥ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁରୁଣ୍ଡା ଗ୍ରାମ ନିକଟରେ ୪ଜଣ ବାଇକ୍ ଆରୋହୀ ମୁଖାପିନ୍ଧା ଦୁର୍ବୃତ୍ତ ଆତଙ୍କରାଜ ଖେଳାଇ ଜଣେ ଟ୍ରକ୍ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷ ଟଙ୍କା ସହ ଏକ
Read More...

ବେଲପଡା ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବେଲପଡା ବ୍ଲକ ମୁଖ୍ୟାଳୟଠାରେ ପୂର୍ବାହ୍ନରେ ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଉପ ଜିଲ୍ଲାପାଳ ଅମିତ
Read More...

ବଲାଙ୍ଗିରରେ ଲକ୍ଷ୍ମୀ ବସ ଯୋଜନା ଲୋକାର୍ପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ସଦରମହକୁମା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିକଟ ପଡିଆଠାରେ ଲକ୍ଷ୍ମୀ ବସ ସେବା ଯୋଜନା ଲୋକାର୍ପିତ ହୋଇଯାଇଛି । ଅଭାସି ମାଧ୍ୟମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରକମଳରେ ଲକ୍ଷ୍ମୀ ବସ ଯୋଜନା ଲୋକାର୍ପିତ କରିଛନ୍ତି । ଆଜି
Read More...