Daily Archives

ବିଦ୍ୟାଳୟରେ ଭ୍ରାମ୍ୟମାଣ ପାଠାଗାର

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମା' ଘଣ୍ଟାସୁନି ଟାଉନ ହାଇସ୍କୁଲର ସଭାଗୃହରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାରର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିରାଜିନୀ ବେହେରା ଅଧ୍ୟକ୍ଷତା
Read More...

ଡିଜିଟାଲ ଶିକ୍ଷା ପ୍ରଦାନ କ୍ଷେତ୍ରରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କଲା ଗଞ୍ଜାମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଡିଜିଟାଲ ଶିକ୍ଷା ପାଠ୍ୟକ୍ରମ ପ୍ରଦାନ କ୍ଷେତ୍ରରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ଅଧିନସ୍ଥ ଓକେସିଏଲ୍‌ ଓଡିଶାରେ ଏହାର ନେଟୱାର୍କ ସହଭାଗିତାରେ
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ଡୁଡୁକାରଞ୍ଜା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୂର୍ଯ୍ୟକାନ୍ତି
Read More...

ଭିନ୍ନକ୍ଷମମାନଙ୍କୁ ସାଇକେଲ ବଣ୍ଟନ କଲେ ବିକ୍ରମ ପଣ୍ଡା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଏସ. ରାଜେଶ୍ୱରୀ ଦୋରା, ସଦସ୍ୟ, ସଦସ୍ୟା, ବ୍ଲକ୍ ଅଧ୍ୟକ୍ଷା, ଉପାଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ସ୍ଥାନୀୟ ଜନପ୍ରତିନିଧି,
Read More...

ଦେଖ ଦେଖ ଛେକ ଛେକରେ ଚାଲିଛି ଡାକ୍ତରଖାନା : ଡାକ୍ତର ଏବଂ ନର୍ସ ପଦବୀ ପୂରଣ ହେବ କେବେ, ସାଧାରଣରେ ଅସନ୍ତୋଷ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଟି ଦେଖ ଦେଖ ଛେକ ଛେକରେ ଚାଲିଛି । ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ଏହି ସି.ଏଚ୍‌.ସିରେ ଡାକ୍ତର ଯଥା-ଭେଷଜ ବିଭାଗୀୟ ଡାକ୍ତର, ଶିଶୁରୋଗ ବିଶେଷଜ୍ଞ, ଦନ୍ତରୋଗ
Read More...

ପାଇକମାଲ ହାଇସ୍କୁଲକୁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇ ଥିବାରୁ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ କୁମାର ପୁରୋହିତ ସମ୍ବର୍ଦ୍ଧନା ଜଣାଇଥିଲେ । ସର୍ବଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଭାବେ
Read More...

ଖପ୍ରାଖୋଲ ପୋଲିସ ପକ୍ଷରୁ ଜନସମ୍ପର୍କ ଶିବିର : ପୋଲିସ ଓ ଜନତାଙ୍କ ମଧ୍ୟରେ ନୂଆ ସମ୍ପର୍କ ବାନ୍ଧିବା ପାଇଁ ଜିଲ୍ଲା…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ତେଲେନପାଲି ପଞ୍ଚାୟତ ଅନ୍ତର୍ଗତ ଜୁନାନୀବାହାଲ ଗ୍ରାମରେ ଏବଂ ମହରାପଦର ପଞ୍ଚାୟତ ଅନ୍ତର୍ଗତ ବାଗଝରଣ ଗ୍ରାମରେ ଜିଲ୍ଲା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ପୋଲିସ ଜନସମ୍ପର୍କ ଶିବିର । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ
Read More...

ବଲାଙ୍ଗିର ନୂତନ ସଦର ଏସ୍‌ଡ଼ିପିଓ ଭାବେ ଯୋଗ ଦେଲେ ପ୍ରଦୀପ ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ନୂତନ ସଦର ଏସ୍‌ଡ଼ିପିଓ ଭାବେ ଯୋଗ ଦେଇଛନ୍ତି ପ୍ରଦୀପ କୁମାର ସାହୁ । ଏସ୍‌ଡ଼ିପିଓ ଶ୍ରୀ ସାହୁ ପୂର୍ବରୁ ସମ୍ବଲପୁର ସଦର ଏସ୍‌ଡ଼ିପିଓ ଭାବେ କାର୍ଯ୍ୟରତ ଥିବା ବେଳେ ଏବେ ସେ ବଦଳି ହୋଇ ବଲାଙ୍ଗିର ସଦର ଏସ୍‌ଡ଼ିପିଓ ଭାବେ ଦାୟିତ୍ୱ ଗ୍ରହଣ
Read More...

ଜେଏସ୍‌ଏମ୍‌ ମହାବିଦ୍ୟାଳୟରେ ଭାଷା ହିଁ ମଣିଷର ପରିଚୟ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସ୍‌ଏମ୍‌ ବାଣିଜ୍ୟ ଓ କଳା ମହାବିଦ୍ୟାଳୟର ଭାଷା ସାହିତ୍ୟରେ ସୃଜନଶୀଳତା କାର୍ଯ୍ୟକ୍ରମରେ ଭାଷା ହିଁ ମଣିଷର ପରିଚୟ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନାଚକ୍ରରେ ମହାବିଦ୍ୟାଳୟର ଚେୟାରମେନ ସିଏ ଶ୍ରୀକାନ୍ତ ଶର୍ମା, ନିର୍ଦ୍ଦେଶିକା ଶ୍ରୀମତୀ
Read More...

୧୦ରୁ ଅଧିକ କେସ୍‌ରେ ସାମିଲ୍‌ ଥିବା ଅଭିଯୁକ୍ତଙ୍କୁ ଗିରଫ୍‌ କଲା ବଲାଙ୍ଗିର ଟାଉନ୍‌ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୦ରୁ ଅଧିକ କେସ୍‌ରେ ସାମିଲ୍‌ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ୍‌ କରି ଆଜି କୋର୍ଟ ଚାଲାଣ କରିଛି ବଲାଙ୍ଗିର ଟାଉନ୍‌ ପୋଲିସ । ଏ ସଂପର୍କରେ ସୂଚନା ଦେଇଛନ୍ତି ବଲାଙ୍ଗିର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ । ସୂଚନା ଅନୁସାରେ ଗତ ୧୦ ତାରିଖ ସଂଧ୍ୟାରେ ଜିଆର୍‌
Read More...