Daily Archives

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଡୋକରିପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରବିବାର ସନ୍ଧ୍ୟାରେ ଗୋଲାମୁଣ୍ଡା ଥାନା ଡୋକରି ପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ଧର୍ମଗଡ ଏବଂ ଜୁନାଗଡ଼ ହସ୍ପିଟାଲରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଜୁନାଗଡ଼ ବ୍ଲକ ମିଚାଗାଁର
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୯୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଓ ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ
Read More...

ଜାତୀୟ ଉତ୍ପାଦନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଫେବୃଆରୀ ୧୨ ଜାତୀୟ ଉତ୍ପାଦନ ଦିବସ । ଅର୍ଥନୀତିର ସମସ୍ତ କ୍ଷେତ୍ରରେ ଉତ୍ପାଦନ, ନବସୃଜନ ଏବଂ ଦକ୍ଷତାର ଗୁରୁତ୍ୱକୁ ପ୍ରୋତ୍ସାହିତ କରିବା ପାଇଁ "ଜାତୀୟ ଉତ୍ପାଦନ ଦିବସ" ହେଉଛି ଭାରତରେ ପାଳନ ହେଉଥିବା ଏକ ବାର୍ଷିକ ଉତ୍ସବ ।ଉତ୍ପାଦନର ମହତ୍ୱର
Read More...

ଶଙ୍ଖ ଜନସଂପର୍କ ପଦଯାତ୍ରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଜି 'ଶଙ୍ଖ ଜନସଂପର୍କ ପଦଯାତ୍ରା'ର ୧୭ତମ ଦିନରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ମାଝୀଙ୍କ ନେତୃତ୍ୱରେ 'ଘରେ ଘରେ ଶଙ୍ଖ'
Read More...

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ
Read More...

ବଲାଙ୍ଗିର ଯାଦବ ଭବନରେ ମାଗଣା କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନରେ ମାଗଣା କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି । ବଲାଙ୍ଗିର ପୌରାଂଚଳ ଯାଦବ ମହାସଭା ଓ ବୀରମହାରାଜପୁର ପଣ୍ଡାପାଲି ମହାନଦୀ ନେତ୍ର ଚିକିତ୍ସା ଆନୁକୂଲ୍ୟରେ ଆଜି ପୂର୍ବାହ୍ନରୁ ୯ଟାରୁ ଏହି ଶିବିର ଆରମ୍ଭ ହୋଇଥିବା
Read More...

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ୯୫ ବର୍ଷରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ରବିିବାର ଅପରାହ୍ନରେ ନବୀନ ଭବନ ପରିସରରେ ନବୀନ ପାଠାଗାର ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ନବୀନର ସମ୍ପାଦକ ତଥା ବରିଷ୍ଠ
Read More...

ନିଜ ଭାଇର ଠେଙ୍ଗା ମାଡ଼ରେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଜ ଭାଇର ଠେଙ୍ଗା ମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ ଓ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି । ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ଅନ୍ତର୍ଗତ ବେଲପଡ଼ା ନିବାସୀ ଲମ୍ବୋଦର ପୁଟେଲ୍‌(୪୫) ପ୍ରତ୍ୟହ ମଦ
Read More...

୫ ଜିଲ୍ଲାକୁ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର : ଲକ୍ଷ୍ମୀ ଯୋଜନାରେ ସୋମବାର ଦିନ ଆଉ ୫ଜିଲ୍ଲାକୁ ଗଡିବ ବସ୍‌ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ ମୟୁରଭଞ୍ଜ, ବଲାଙ୍ଗିର, ବରଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ସେବାର ଆରମ୍ଭ ହେବ । ମୋଟ ୪୨୫ଟି ବସ୍‌ର ଲୋକାର୍ପଣ
Read More...

୧୨ ଘଣ୍ଟିଆ ଝାରସୁଗୁଡା ବନ୍ଦ

ଝାରସୁଗୁଡା : ଛାତ୍ରମାନଙ୍କ ପକ୍ଷରୁ ୧୨ ଘଣ୍ଟିଆ ଝାରସୁଗୁଡା ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରା ଯୋଗୁଁ ଆଜି ଛାତ୍ର ସାମୁଖ୍ୟର କର୍ମକର୍ତ୍ତାମାନେ ପୁରୁଣା ବସଷ୍ଟାଣ୍ଡ ଛକରେ ପିକେଟିଂ କରୁଛନ୍ତି । ବନ୍ଦ ଡାକରା ଯୋଗୁଁ ସକାଳୁ ସକାଳୁ ସହରର ଦୋକାନ ବଜାର ବନ୍ଦ ରହିଥିଲା ବେଳେ ବାସ
Read More...