Daily Archives

ସୀମାନ୍ତ ଝାରବନ୍ଧ ବ୍ଲକରେ ‘ଚା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିକଶିତ ରାଷ୍ଟ୍ର ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ କଲ୍ୟାଣକାରୀ ଯୋଜନାକୁ ଜନସାଧାରଣଙ୍କ ମଧ୍ୟରେ ସଚେତନତା କରିବାର ଉଦ୍ଦେଶ୍ୟ ନେଇ ଭାରତୀୟ ଜନତା ପାର୍ଟି ତରଫରୁ ଆଜି ଝାରବନ୍ଧର ଚାନ୍ଦିନୀ ଚୌକଠାରେ "ଚା ପେ ଚର୍ଚ୍ଚା"
Read More...

ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ନେଇ ସ୍ମାରକପତ୍ର ପ୍ରଦାନ କଲା ପ୍ରାଥମିକ ଶିକ୍ଷକ ସଂଘ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ବିଭିନ୍ନ ସମସ୍ୟା ନେଇ ଉଠାଇଲା ଦାବି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ, ବିଡ଼ିଓ, ବିଇଓଙ୍କୁ ସଂଘ ଦେଇଛି ସ୍ମାରକପତ୍ର । ବିଇଓଙ୍କ ମାଧ୍ୟମରେ
Read More...

ମୁରିବାହାଲ ଷ୍ଟେସନପଡ଼ାରୁ ଚୋରି ବାଇକ ଟିଟିଲାଗଡରୁ ଉଦ୍ଧାର, ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ସଦର ମହକୁମା ଷ୍ଟେସନପଡ଼ାରୁ ଚୋରି ହୋଇଥିବା ଏକ ବାଇକକୁ ପୁଲିସ ଟିଟିଲାଗଡରୁ ଉଦ୍ଧାର କରିଥିବା ବେଳେ ଏହି ବାଇକ୍ ଚୋରିରେ ସଂପୃକ୍ତ ଟିଟିଲାଗଡ ସହର ଦେବନ୍ଧପଡ଼ାର ମନ ଆଡଯୁଆଡ(୩୭) ନାମକ ଜଣେ ଯୁବକଙ୍କୁ ଗିରଫ କରି
Read More...

ଜାଗର ଓ ମହାଶିବରାତ୍ରି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆସନ୍ତା ମାର୍ଚ୍ଚ ମାସରେ ପବିତ୍ର ଜାଗର ମେଳା ଅନୁଷ୍ଠିତ ହେବାକୁ ଯାଉଛି । ତେବେ ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିର ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ରିହାନ କ୍ଷେତ୍ରିଙ୍କ
Read More...

ଜାତୀୟ ସ୍ତରୀୟ ମ୍ୟାଜିକ୍‌ ଫେଷ୍ଟିଭାଲ୍‌ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ପୁରୀଠାରେ ପ୍ରଥମ ଥର ପାଇଁ ଜାତୀୟ ସ୍ତରୀୟ ପୁରୀ ମ୍ୟାଜିକ୍‌ ଫେଷ୍ଟିଭାଲ୍‌ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟ ପୁରୀର ଉପାଧ୍ୟକ୍ଷ ହରିହର ହୋତା ଯୋଗଦାନ
Read More...

ଆନ୍ତର୍ଜାତୀୟ ଆଥେଲେଟିକ୍‌ ସୂର୍ଣ୍ଣ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆନ୍ତର୍ଜାତୀୟ ମାଷ୍ଟର୍ସ୍ କ୍ରୀଡାବିତ୍ ତଥା ଚଳିତ ଖେଲୋ ଇଣ୍ଡିଆ ଜାତୀୟ ମାଷ୍ଟର୍ସ ଗେମ୍ ଦିଲ୍ଳୀଠାରେ ଆୟୋଜିତ ପ୍ରତିଯୋଗିତାର ହ୍ୟାଟ୍ରିକ୍ ସ୍ୱର୍ଣ୍ଣ ବିଜେତା (ଆଥେଲେଟିକ୍‌) ସନ୍ତୋଷ କୁମାର ପଧାନଙ୍କୁ ପାଇକମାଲ ସ୍ଥିତ ବିଜେପି କାର୍ଯ୍ୟାଳୟରେ ପଦ୍ମପୁର
Read More...

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପ : ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ…

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରି ଧାର୍ଯ୍ୟ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶସୋନପୁର-ପୁରୁଣାକଟକ ରେଳ ସେକ୍ସନ ଖୁବ ଶୀଘ୍ର ଶେଷ ହେବ ବୋଲି ଆଶା କରାଯାଉଛି ଭୁବନେଶ୍ୱର : ପୂର୍ବତଟ ରେଳପଥ (ଇକୋଆର୍‌)ର
Read More...

ମୁରିବାହାଲ ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ପ୍ରୟାସ ସ୍ୱରୂପ ମୁରିବାହାଲ ବ୍ଲକ ସଦର ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସ୍ଥାନୀୟ ଧନୁଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ସଦର
Read More...

ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା : ୫,୦୦୦ରୁ ୧୦,୦୦୦ ଟଙ୍କା ବଢିଲା

୨ଟି କିସ୍ତିରେ ୬,୦୦୦ ଏବଂ ୪,୦୦୦ ଟଙ୍କା ହିତାଧିକାରୀ ପାଇବେଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେବକେୟା ରାଶି ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ମିଳିବ ଭୁବନେଶ୍ୱର : ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ସମ୍ବଲପୁର ଦଳ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସିସିଏଫ୍‌ଏ ସଭାପତି ସୁରେନ୍ଦ୍ର ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଖେଳରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବଲାଙ୍ଗିର ସାଂସଦ
Read More...