Daily Archives

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି : ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗବ୍ୟବସାୟ ପାଇଁ ୧୮ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧ ଲକ୍ଷ ଯୁବକ
Read More...

ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌, ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌, ୧୬.୫୦ ଲକ୍ଷ ଲୋକ ଉପକୃତବରଗଡ଼ର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌, ୧୪
Read More...