Daily Archives

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ସରସ୍ୱତୀ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ

ଲୋଇସିଂହା, (କେପିଏନ୍‌ଏସ୍‌) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାଠାରେ ସରସ୍ୱତୀ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାରମ୍ଭ ସଂସ୍କାର ଯଜ୍ଞରେ ସ୍ଥାନୀୟ ଶିବ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶିଶୁବୋଧ ଶ୍ରେଣୀରେ ଅଧ୍ୟୟନରତ ଶିଶୁମାନେ ଏବଂ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର…

ଜଳସେଚନ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ ସେତୁ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି ଏବଂ ବିଦ୍ୟୁତ ଶକ୍ତି ଯୋଗାଣ କ୍ଷେତ୍ରରେ ୩୯୫୨ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନଗୋପାଳପୁରରେ ୨୭ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟରେ ବୃହତ୍‌
Read More...

ମହୁମାଛି ଆକ୍ରମଣରେ ଖପ୍ରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୁରୁତର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ମହୁମାଛି ଦଂଶନରେ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ସୂଚନା ଅନୁସାରେ
Read More...

ଟ୍ରେନରେ ଛାଡି ଦେଇଥିଲେ ୧୬ ଲକ୍ଷର ସୁନାଗହଣା : ଫେରାଇଲା ବଲାଙ୍ଗିର ଆର୍‌ପିଏଫ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁଲ ବଶତଃ ଟ୍ରେନରେ ଛାଡି ଦେଇଥିଲେ ସୁନା ଅଳଙ୍କାର । ସେହି ସୁନା ଅଳଙ୍କାରକୁ ଉଦ୍ଧାର କରି ରେଳ ଯାତ୍ରୀଙ୍କୁ ଫେରାଇଲା ରେଳବାଇ ପୁଲିସ । ହାୱଡାରୁ ରାଉରକେଲା ଅଭିମୁଖେ ଆସୁଥିବା ଦମ୍ପତି ଭୁଲରେ ଲକ୍ଷାଧିକ ଟଙ୍କାର ସୁନାଗହଣା ଟ୍ରେନରେ ଛାଡି ଦେଇଥିବାବେଳେ
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ଉର୍ଲାଦାନୀ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୁପ୍ରିୟା
Read More...

ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗ୍ରାମ ପଂଚାୟତଠାରେ ନୂଆ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଖଡିଆଳ, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗ୍ରାମ ପଂଚାୟତଠାରେ ନୂଆ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଚେତନତା ଶିବିର ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନା ଉପରେ ଜନସାଧାରଣଙ୍କୁ ଅବଗତ କରିବା ସହ ଯୋଜନାର
Read More...

ଗୋବିନ୍ଦପୁର ଗ୍ରାମରେ ହରଡମଣ୍ଡି ଉଦ୍‌ଘାଟିତ

ଗୋବିନ୍ଦପୁର, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକର ଗୋବିନ୍ଦପୁରଠାରେ ଏକ ହରଡମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଚଳିତ ବର୍ଷରେ ଖରିଫ ଋତୁରେ ବ୍ୟାପକ କୃଷି ଯୋଜନାରେ ବଲାଙ୍ଗିର ଜିଲ୍ଲାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇକାର୍ଡର ମିଳିତ ପ୍ରୟାସରେ ୫୬୩ ହେକ୍ଟରରେ ହରଡ ବିହନ ଉତ୍ପାଦନ
Read More...

ସିନାପାଲି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ ଉଦ୍‌ଘାଟିତ

ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇାଇଛି । ଆଜିଠାରୁ ତିନିଦିନ ଧରି ଅନୁଷ୍ଠିତ ହେଉଥିବା ଏହି ସମାରୋହର ପ୍ରଥମ ଦିବସରେ ସକାଳୁ ଛାତ୍ରଛାତ୍ରୀ, ଅଭିଭାବକ, ଗୁରୁଜୀ, ଗୁରୁମା, ପରିଚାଳନା
Read More...

ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲରେ ସରସ୍ଵତୀ ପୂଜା ସହ ମାତୃପିତୃ ପୂଜନ ଦିବସ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶିକ୍ଷାଦାତ୍ରି ମା' ସରସ୍ଵତୀଙ୍କ ଶ୍ରୀପଞ୍ଚମୀ ପୂଜା ସ୍ଥାନୀୟ ପ୍ରଭାବତୀ ପବ୍ଲିକ ସ୍କୁଲ ଜୁନିଅର ୱିଙ୍ଗଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ପୂଜକଙ୍କ ଦ୍ୱାରା ମା' ସରସ୍ଵତୀଙ୍କ ପୂଜାର୍ଚ୍ଚନା ହୋମଯଜ୍ଞ ହେବା ପରେ ନୂତନ ଭାବେ ପ୍ରଥମ କରି
Read More...

ଆଇଆଇଟି ଦିଲ୍ଲୀ- ଆବୁଧାବି କ୍ୟାମ୍ପସର ପ୍ରଥମ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଟି ଦିଲ୍ଲୀ-ଆବୁଧାବି କ୍ୟାମ୍ପସର ପ୍ରଥମ ବ୍ୟାଚ୍‌ର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଆଇଆଇଟି କେବଳ ଭାରତ ଏବଂ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗର ଏକ ନୂତନ ଅଧ୍ୟାୟର ଆରମ୍ଭ
Read More...