Daily Archives

ପୁଲୱାମାରେ ଶହୀଦ ଯବାନମାନଙ୍କ ସ୍ମୃତିରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୁଲୱାମାରେ ଶହୀଦ ହୋଇଥିବା ଯବାନମାନଙ୍କ ସ୍ମୃତିରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ଏକ ପଦଯାତ୍ରା ମାଧ୍ୟମରେ ମଶାଲ ଜାଳି ଶୋଭାଯାତ୍ରା କରାଯାଇ ଭାରତ ମାତା କି ଜୟ, ଜୟ ଯବାନର
Read More...

ଓଡ଼ିଶାରେ ୬,୬୦୦ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ନୀତିନ ଗଡକରୀ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶାର ସମୃଦ୍ଧି ପାଇଁ ଉନ୍ନତ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଆଜି ପୁରୀଠାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୬,୬୦୦ କୋଟି ଟଙ୍କା ବ୍ୟୟରେ ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ
Read More...

କତାରର ଅମିରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହାର ଅମିରି ପ୍ୟାଲେସରେ କତାରର ମହାମହିମ ଶେଖ୍ ତମିମ୍ ବିନ୍ ହମାଦ ଅଲ୍ ଥାନିଙ୍କୁ ଭେଟିଛନ୍ତି । ଅମିରି ପ୍ୟାଲେସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯାଇଥିଲା । ଏହାପରେ ଉଭୟ ପକ୍ଷ
Read More...

ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ କୃତି ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବାର୍ହା କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପଣ୍ଡକିଟାଲଠାରେ ଅନୁଷ୍ଠିତ ଗଣିତ ବିଷୟ ଅଭିବୃଦ୍ଧି ପ୍ରଶିକ୍ଷଣ ଶିବିରରେ କୃତି ଶିକ୍ଷକମାନଙ୍କୁ ଡୁଙ୍ଗୁରିପାଲି ସହଶିକ୍ଷା ଅଧିକାରୀ
Read More...

ଡଙ୍ଗରପଡ଼ା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ପ୍ରୟାସ ପକ୍ଷରୁ ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶାର ଆୟୋଜକ ତଥା
Read More...

ଆସନ୍ତାକାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତାକାଲି ଶୁକ୍ରବାର ଦିନ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଦାବି ଓ ଉତ୍କଟ ବେକାରୀ ସମସ୍ୟା ଏବଂ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୁଦ୍ଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦକୁ ଭାରତୀୟ ଜାତୀୟ କଂଗ୍ରେସ ଦଳ
Read More...

ରଙ୍ଗେଇଲୁଣ୍ଡା ଗ୍ରାମପଞ୍ଚାୟତଠାରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ରଙ୍ଗେଇଲୁଣ୍ଡା ଗ୍ରାମପଞ୍ଚାୟତଠାରେ "ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ" କାର୍ଯ୍ୟକ୍ରମ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ମାଣିକେରା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଫଗୁଣ ପାତ୍ରଙ୍କ
Read More...

ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମୁନିଦା ଗ୍ରାମପଂଚାୟତର ମୋହନପୁର ଗ୍ରାମର ଆରାଧ୍ୟ ଠାକୁରାଣୀ ମା' କ୍ଷେତ୍ରପାଳୀଙ୍କ ପୀଠସ୍ଥଳୀରେ ଅଷ୍ଟପ୍ରହରୀ ନମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । କଳସ ଯାତ୍ରା, ପଣ୍ଡିତ ପୁରୋହିତମାନଙ୍କ ଦ୍ଵାରା ମଙ୍ଗଳ ଆରତୀ, ସୂର୍ଯ୍ୟପୂଜା
Read More...

ମା’ ମଙ୍ଗଳାଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମପଂଚାୟତର ନୂଆଗଡ(ମୂଳାପଦା)ଗ୍ରାମର ଆରଧ୍ୟ ଦେବୀ ମା' ମଙ୍ଗଳାଙ୍କର ନବ ନିର୍ମାଣ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ ସମୟରେ ୨୬ଜଣ ବ୍ରତୀଧାରୀମାନେ ଲୁଣା ନଦୀରୁ କଳସ
Read More...