Daily Archives

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସିସିଏଫ୍‌ଏ ବଲାଙ୍ଗିରକୁ ହରାଇ ସମ୍ବଲପୁର ଫାଇନାଲରେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ସିସିଏଫ୍‌ଏ ସଭାପତି ସୁରେନ୍ଦ୍ର ନାଗଙ୍କ ତତ୍ତ୍ୱାବଧାନରେ
Read More...

ସିନାପାଲି ଶିଶୁ ମନ୍ଦିରର ରଜତ ଜୟନ୍ତୀ

ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ରଜତ ଜୟନ୍ତୀ ଉତ୍ସବର ଦ୍ୱିତୀୟ ସାଂସ୍କୃତିକ ସଭାରେ ପାଳନ କମିଟି ସଭାପତି ନନ୍ଦ କୁମାର ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ସୁଜିତ କୁମାର ଓ ମୁଖ୍ୟବକ୍ତା
Read More...

ବିଶ୍ୱ ହିପ୍ପୋ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଫେବୃଆରୀ ୧୫ ବିଶ୍ୱ ହିପ୍ପୋ ଦିବସ । ବିଶ୍ୱର ବୃହତ୍ତମ ସ୍ତନ୍ୟପାୟୀ ପ୍ରାଣୀମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ଜଳ ହସ୍ତୀ । ଏହି ଜୀବର ସମ୍ମାନାର୍ଥେ, ଫେବୃଆରୀ ୧୫କୁ ପ୍ରତିବର୍ଷ "ବିଶ୍ୱ ହିପ୍ପୋ ଦିବସ" ଭାବରେ ମନୋନୀତ କରାଯାଇଛି । ୩୦ରୁ ଅଧିକ
Read More...

‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଯୋଗାଯୋଗ ହେଉଛି ବିକାଶର ଆଧାର, ଆମ ଅର୍ଥନୀତିର ମୁଖ୍ୟ ଶକ୍ତି, ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବା ପାଇଁ ବ୍ୟାପକ ସଚେତନତା ଆବଶ୍ୟକ : ମୁଖ୍ୟମନ୍ତ୍ରୀସହରର ପରିଚୟ ସୃଷ୍ଟି କରିବାରେ ବସ୍‌ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ, ବସ୍‌ ଷ୍ଟାଣ୍ଡ ଗୁଡିକ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ସାମୂହିକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁ ଯୋଗଦେଇ ଶିଶୁ ଶିକ୍ଷାରେ ମା'ମାନଙ୍କ ଭୂମିକା ବିଷୟରେ ଆଲୋକପାତ
Read More...

ବଲାଙ୍ଗିର ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ

ପୃଷ୍ଠପୋଷକତା, ଆଶୀର୍ବାଦ, ଗ୍ରୀନ୍ ପେସେଜ, ସୁଦକ୍ଷା ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସଚେତନତା ଶିବିର ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ବ୍ଲକ ପ୍ରାଙ୍ଗଣଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ
Read More...

ଶୁକ୍ରବାରଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ଚାଲିବ ପରୀକ୍ଷା । ମୋଟ୍ ୧୯ଟି ସିଟିଂରେ ପରୀକ୍ଷା ହେବ ।
Read More...

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆର୍‌ଟିଓ । ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆର୍‌ଟିଓ ବସନ୍ତ
Read More...

ଭାରସାମ୍ୟ ହରାଇ ଓଲଟିଲା କାର୍

କଟକ : କଟକ ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାର୍ । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ସୂଚନାଯୋଗ୍ୟ ଯେ, କଟକ ତେଲେଙ୍ଗାପେଣ୍ଠ ନିକଟରେ ଓଲଟିପଡିଛି କାର୍ । ଦୁର୍ଘଟଣା ପରେ କାର୍‌ଟି ଜାତୀୟ ରାଜପଥ କଡ଼କୁ ଓଲଟି ପଡ଼ିଥିବା ସୂଚନା ମିଳିଛି । କାର୍
Read More...

ରାଜ ବୋରାସମ୍ବର ବ୍ଲକ ସ୍ତରୀୟ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମାର୍ଦ୍ଧରେ ଚାରିଗୋଟି ଜୋନର ବାଳିକାମାନଙ୍କ ମଧ୍ୟରେ ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ଫୁଟବଲ ମ୍ୟାଚ୍‌ ଅନୁଷ୍ଠିତ
Read More...