Daily Archives

‘ଆମ ହସ୍ପିଟାଲ’ ଲୋକାର୍ପିତ : ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

ଲୋକମତକୁ ମିଳିଛି ସମ୍ମାନ, ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ ହୋଇଛିସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ, ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ
Read More...

ତେନ୍ତୁଳିଖୁଣ୍ଟିର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡବାହାଲ ପଞ୍ଚାୟତ ତେନ୍ତୁଳିଖୁଣ୍ଟି ଗ୍ରାମର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ବଡ଼ ପୁଅ ବାସୁଦେବ, ତିନି ଝିଅ, ଜ୍ୱାଇଁ, ନାତି ନାତୁଣୀ, ଜ୍ଞାତିପରିଜନ
Read More...

ଅମଠି ଗ୍ରାମ ପଞ୍ଚାୟତରେ ସଚେତନତା କାର୍ଯ୍ୟକ୍ରମ : ବରଗଡ଼ ଜିଲ୍ଲା ଚମ୍ପିୟାନ ମହିଳା କ୍ରିକେଟ ଦଳକୁ ସମ୍ବର୍ଦ୍ଧିତ କଲେ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଅମଠି ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅମଠି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗ
Read More...

ବାନ୍ଦୁପଳା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ପ୍ରୟାସ ପକ୍ଷରୁ ମୁରିବାହାଲ ବ୍ଲକ ବାନ୍ଦୁପଳା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶାର ଆୟୋଜକ ତଥା
Read More...

ବାଙ୍କେଲ ଗ୍ରାମରେ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବାଙ୍କେଲ ଗ୍ରାମଠାରେ ବାଙ୍କେଲ ପଞ୍ଚାୟତ ଓ ପତ୍ରାପାଲି (ଖ) ପଞ୍ଚାୟତକୁ ନେଇ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ
Read More...

ତୁରେକେଲା ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ତୁରେକେଲା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ
Read More...

କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବଉପକୃତ ହେବେ ୧୩,୬୦୦ କୃଷକ ସାଥି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଜଗା ଏକାଡେମୀକୁ ହରାଇ ଝାରସୁଗୁଡା ବିଜୟୀ

ବଲାଙ୍ଗଶର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ପଂଚମ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ସିସିଏଫ୍‌ଏ ସଭାପତି ସୁରେନ୍ଦ୍ର ନାଗ (ସୋନୁ)ଙ୍କ ତତ୍ତ୍ୱାବଧାନରେ
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : କଟକ ରୋଭର୍ସକୁ ହରାଇ ଏଲ୍‌ଏସ୍‌ ସୁନ୍ଦରଗଡ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ସିସିଏଫ୍‌ଏ ସଭାପତି ସୁରେନ୍ଦ୍ର ନାଗଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ
Read More...

ସାମ୍ବାଦିକ ମାନଙ୍କ ଚକ୍ଷୁ ପରୀକ୍ଷଣ ଓ ଚଷମା ବଣ୍ଟନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ସୁନେତ୍ର ଯୋଜନାରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଆୟୋଜନରେ ବଲାଙ୍ଗିର ସାମ୍ବାଦିକମାନଙ୍କର ଏକ ଚକ୍ଷୁ ପରୀକ୍ଷଣ ତଥା ଚଷମା ପ୍ରଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଚକ୍ଷୁ ବିଶେଷଜ୍ଞ
Read More...