Daily Archives

ଦେଢ଼ ଲକ୍ଷ ଟଙ୍କାର ଗଂଜେଇ ଜବତ୍‌ କଲା ବଲାଙ୍ଗିର ଟାଉନ୍‌ ପୋଲିସ, ୪ ଗିରଫ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଢ଼ ଲକ୍ଷ ଟଙ୍କାର ଗଂଜେଇ ଜବତ୍‌ କରିବା ସହ ୪ ଜଣଙ୍କୁ ଗିରଫ୍‌ କରିଛି ବଲାଙ୍ଗିର ଟାଉନ୍‌ ପୋଲିସ । ଏ ସଂକ୍ରାନ୍ତରେ ସୂଚନା ପ୍ରଦାନ କରିଛନ୍ତି ବଲାଙ୍ଗିର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ । ସୂଚନା ଅନୁସାରେ ଗତକାଲି ସଂଧ୍ୟାରେ କନ୍ଧମାଳ ଜିଲ୍ଲା
Read More...

ଭୀମଭୋଇ ମେଡିକାଲ କଲେଜ୍‌ ଓ ହସ୍‌ପିଟାଲରେ ଘଟୁଛି ବିଚିତ୍ର ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : କେତେ ବେଳେ ଛୁଆ ଚୋରି ତ କେତେ ବେଳେ ବାଇକ୍‌ ଚୋରି । ବଡ ବିଚିତ୍ର ଖବର ଆସୁଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ୍‌ ଓ ହସ୍‌ପିଟାଲରୁ । ଆଜି ସନ୍ଧ୍ୟା ସାଢେ ୬ଟାରେ ନିଜ ବାପାଙ୍କୁ ମେଡିସିନ୍‌ ୱାର୍ଡରେ ଭର୍ତ୍ତି କରିଥିବା ଖପ୍ରାଖୋଲ ବ୍ଲକ ଅଧିନସ୍ଥ
Read More...

ଚୁଡାପାଲି ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଚୁଡ଼ାପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମାତୃ ସମ୍ମିଳନୀରେ ମୁଖ୍ୟ ଅତିଥୀ ଭାବେ ରୋତ୍ ମହାବିଦ୍ୟାଳୟର ଅବସର ପ୍ରାପ୍ତ ଓଡ଼ିଆ ପ୍ରଧ୍ୟାପକ ତଥା ଚୁଡ଼ାପାଲି ମାଟିର ସୁଯୋଗ୍ୟ ସନ୍ତାନ ଡ. ଅରୁଣ କୁମାର ନାଏକ
Read More...

ଜନଜାତି ଛାତ୍ରୀ ନିବାସ ମାଟ୍ରନ ମାନଙ୍କ ପାରିଶ୍ରମିକ ୧୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା

କାର୍ଯ୍ୟରତ ସମୟରେ ମୃତ୍ୟୁ କ୍ଷେତ୍ରରେ ଦୁଇ ଲକ୍ଷ ଅନୁକମ୍ପା ମୂଳକ ସହାୟତାକାର୍ଯ୍ୟ ନିବୃତ୍ତ ହେବା ସମୟରେ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ
Read More...

ହରଭଙ୍ଗା ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର(ଡୁଡକା) ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି
Read More...

ଭୁସଲାଡ଼ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁସଲାଡ଼ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ
Read More...

ଗାନ୍ଧୀ ଷ୍ଟାଡିୟମରେ ସି.କେ. ନାୟଡୁ ଟ୍ରଫି ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ୍‌ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିରର ମିଳିତ ଆନୁକୁଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ କର୍ଣ୍ଣେଲ ସି.କେ. ନାୟଡୁ ଟ୍ରଫି (୨୩ ବର୍ଷ ବର୍ଗ) କ୍ରିକେଟ ମ୍ୟାଚ୍‌ ଉଦ୍‌ଘାଟିତ ହୋଇଯାଇଛି । ତା.୧୮ରୁ ୨୧ ପର୍ଯ୍ୟନ୍ତ ହେବାକୁ
Read More...

ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ଓଡିଶା କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି ମହାସଂଘ ବଲାଙ୍ଗିର ସର୍କଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ସମ୍ବାଦିକ ଭବନଠାରେ ଆୟୋଜିତ ଓଡିଶା କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି ମହାସଂଘ ଓଡିଶା ସରକାରଙ୍କଠାରୁ ବହୁ ଦିନ ଧରି ତାର ନ୍ୟାର୍ଯ୍ୟଦାବି ଉପସ୍ଥାପନ କରି ଆସୁଛି । ବିଭିନ୍ନ ସମୟରେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଭେଟି ଆଲୋଚନା କରିଛି ।
Read More...

ଉଦୟନାଥ ଦର୍ଜୀଙ୍କ ବିୟୋଗରେ ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଓ ଶିଶୁ ବିକାଶ କେନ୍ଦ୍ର ତରଫରୁ ପଶ୍ଚିମ ଓଡିଶାର ଜଣାଶୁଣା ଗୀତିକାର ଉଦୟନାଥ ଦର୍ଜୀଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରାଯାଇଛି । ଏ ଅବସରରେ ଟିକ୍ରାପଡା ସ୍ଥିତ ଦଧିବାମନ ମନ୍ଦିର
Read More...

କିଶାନ ବ୍ରଦର୍ସ ଫୁଟବଲ କପ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ପଞ୍ଚାୟତର ସାରସପିଟା ଗ୍ରାମରେ ଏକ ପାଂଚ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୨ ଗୋଟି ଦଳ ଯଥା- ବାରପୁଡୁଗିଆ, ବାନ୍ଧନଘୋର, ଗେର୍ଡି, ଭାଲୁପିଟା, ଫୌଜି କ୍ଲବ,
Read More...