Daily Archives

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଭୋଜନ ବେଳେ ଛୁଆଁ ଅଛୁଆଁ ଭେଦଭାବ ପ୍ରଦର୍ଶନ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଭୋଜନ ବେଳେ ଛୁଆଁ ଅଛୁଆଁ ଭେଦଭାବ ପ୍ରଦର୍ଶନ କରାଯାଇଥିବା ଭଳି ଏକ ଅଭାବନୀୟ ଘଟଣାକୁ ନେଇ ବଲାଙ୍ଗିର ସାମ୍ବାଦିକ ଭବନରେ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରାଯାଇଛି । ବଲାଙ୍ଗିର ଜିଲ୍ଲା
Read More...

ନିଷ୍ଠା ଓ ଭକ୍ତିର ସହ ପାଳିତ ହେଲା ଭଉଁରିଆ ମାତାଙ୍କ ଝାମୁ ଯାତ୍ରା

ଜୟପାଟଣା, (ଶେଷଦେବ ବେହେରା) : ଯୁଗ ଯୁଗ ଧରି ପ୍ରକୃତିକୁ ବିବିଧ ରୂପରେ ଉପାସନା କରି ଆସୁଥିବା ଆଦିବାସୀ, ନିଜର ସେହି ଦୃଢ଼ତା ବଳରେ ତେଜୀୟାନ ନିଆ ଉପରେ ଚାଲି ହଜାର ହଜାର ଶ୍ରଦ୍ଧାଳୁଙ୍କ ଧର୍ମୀୟ ବିଶ୍ୱାସ ସାଙ୍ଗକୁ ଦୃଢ଼ତା ବଜାୟ ରଖିବାରେ ସଫଳ ହୋଇଛନ୍ତି । ଆଜିର ବିଜ୍ଞାନ ଯୁଗର
Read More...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆଧାରରେ ବସ୍ତିବାସିନ୍ଦାଙ୍କ ବିକାଶ କାର୍ଯ୍ୟକ୍ରମ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର କଲେଜଛକ କଲ୍ୟାଣ ମଣ୍ଡପଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆଧାରରେ ବସ୍ତିବାସିନ୍ଦାଙ୍କ ବିକାଶ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବଲାଙ୍ଗିର ପୌର ପରିଷଦ ୱାର୍ଡ ନଂ.୨ର କାଉନ୍‌ସିଲର୍ ସୁଶ୍ରୀ ସରିତା ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ଡେଲାଙ୍ଗ ବ୍ଲକର ସଫଳତା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡିଶା ସରକାରଙ୍କ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ଶିକ୍ଷାର୍ଥୀ, ଶିକ୍ଷକ, ବିଦ୍ୟାଳୟ ପରିଚାଳନା ପରିଷଦ ଓ ପୁରାତନ ଛାତ୍ର ସଂସଦମାନଙ୍କୁ ଶ୍ରେଷ୍ଠତା ଭିତ୍ତିରେ ପୁରସ୍କାର ଓ ଆର୍ଥିକ
Read More...

ମାନସିକ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ : ୬ମାସର ଗର୍ଭବତୀ, ୨ ଅଭିଯୁକ୍ତଙ୍କୁ ଗିରଫ କରି ପୁଲିସର ପୋକସୋ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଚଣାବାହାଲ ପଞ୍ଚାୟତ କୁର୍ଲୁବାହାଲ ଗ୍ରାମର ଜଣେ ମାନସିକ ଭିନ୍ନକ୍ଷମ ନାବାଳିକା(୧୬)ଙ୍କୁ ଦୁଷ୍କର୍ମ କରି ୬ମାସର ଗର୍ଭବତୀ କରିବା ଅଭିଯୋଗରେ ପୁଲିସ ଗ୍ରାମର ଦୁଇଜଣ ଅଭିଯୁକ୍ତ ବେଣୁଧର ଧରୁଆ(୪୮) ଓ ମଦନ
Read More...

ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି । ଆଜି ସୁନ୍ଦରଗଡ଼ ଜିଲ୍ଲାର ଚେଙ୍ଗିଝରଣ ଓ ବିରିଙ୍ଗଝର ଗ୍ରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଇଥିଲା । ଗାଁରେ ସଚେତନତା ବାହନ
Read More...

ତୁରେକେଲା ବ୍ଲକ ଅନ୍ତର୍ଗତ ଗ୍ରାମ୍ୟ ବ୍ୟାଙ୍କ ସମ୍ମୁଖରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗ୍ରାମ୍ୟ ବ୍ୟାଙ୍କ ସମ୍ମୁଖରେ ଆମ ଓଡିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର୍ଷଣ ବେହେରା ଯୋଗଦେଇ ସଚେତନ ସଭାରେ
Read More...

ଜଙ୍ଗଲ ନିଆଁ ନିରାକରଣ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ବନଖଣ୍ଡ ପଦ୍ମପୁର ବନାଞ୍ଚଳ ତରଫରୁ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ଜମରତଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବନାଞ୍ଚଳ ଅଧିକାରୀ ସୁଦାମ ଜଗଦଲ୍ଲାଙ୍କ
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସଦର ସିନାପାଲି ରତାଖଣି ଖେଳପଡିଆଠାରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସିନାପାଲି ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସୁନୀତା ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ନେଇ ଡେଲାଙ୍ଗ ବିକାଶ ପରିଷଦର ପ୍ରେସ୍‌ମିଟ୍‌

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଡେଲାଙ୍ଗର ସ୍ୱାଭିମାନ ସୁରକ୍ଷା ନେଇ ରବିବାର ଅପରାହ୍ନରେ ଡେଲାଙ୍ଗ ବିକାଶ ପରିଷଦ କାର୍ଯ୍ୟାଳୟ ଠାରେ ସମାଜସେବୀ ଶ୍ରୀମତୀ କୁନ୍ତଳା କୁମାରୀ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଏକ
Read More...