Daily Archives

ଖେଲାଉର ପଞ୍ଚାୟତର ନୂତନ ଗୃହ ଉଦ୍‌ଘାଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ଖେଲାଉର ଗ୍ରାମ ପଂଚାୟତର ନୂତନ ଗୃହକୁ ମଙ୍ଗଳବାର ଅପରାହ୍ନରେ ଯୁବ ବିଧାୟକ ରୁଦ୍ର ପ୍ରତାପ ମାହାରଥୀ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ବିଧାୟକ ମହାରଥିଙ୍କ ସହିତ ବ୍ଲକ ଅଧକ୍ଷା ବାସନ୍ତୀ ସାହୁ,
Read More...

ସିକିମ ରୟତମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନର ଶୁଭାରମ୍ଭ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ ରେକର୍ଡ ହୋଇଥିବା ଜମିର ଦଖଲକାରୀଙ୍କୁ ସେହି ଜମି ଉପରେ ସ୍ଥିତିବାନ ସ୍ୱତ୍ୱର ପଟ୍ଟା ପ୍ରଦାନ ଏକ ଲୋକାଭିମୁଖୀ ପଦକ୍ଷେପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଭାସୀ ଜରିଆରେ ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ
Read More...

ମା’ ପାଟଣେଶ୍ୱରୀ ମନ୍ଦିର ଉନ୍ନତିକରଣ ପାଇଁ ସମ୍ପୂର୍ଣ୍ଣ ନକ୍ସା ପରିବର୍ତ୍ତନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରପାଟଣା ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରର ଉନ୍ନତିକରଣ ପାଇଁ ଗତ ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଶିଳାନ୍ୟାସ ହୋଇଥିବା ବେଳେ ଫେବୃୟାରୀ ମାସ ୯ ତାରିଖରେ ଦେବୋତ୍ତର ବିଭାଗ ଓ ପୁର୍ତ୍ତ ବିଭାଗ ପୂଜାର୍ଚ୍ଚନା କରି ମା’ଙ୍କ ଆଜ୍ଞାମାଳ ଆଣି
Read More...

ଛତ୍ରପୁର ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ସଫେଇ କର୍ମଚାରୀଙ୍କ ଚିକିତ୍ସା ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସହରାଞ୍ଚଳରେ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଓଡ଼ିଶା ସରକାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଜରିଆରେ ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରାଯାଉଛି । ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ
Read More...

ରଙ୍ଗେଇଲୁଣ୍ଡା ବ୍ଲକର ଭାବିନୀପୁର ଗ୍ରାମପଞ୍ଚାୟତରେ ‘ଗ୍ରାମାଞ୍ଚଳ ବିକାଶ ଓ ରୂପାନ୍ତରିକରଣ’…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଭାବିନୀପୁର ଗ୍ରାମପଞ୍ଚାୟତ ଠାରେ "ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତରିକରଣ" କାର୍ଯ୍ୟକ୍ରମ ନିମନ୍ତେ ଆୟୋଜିତ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଓ ଶୋଭାଯାତ୍ରାରେ
Read More...

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ ଚମ୍ପିୟାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖେଳରେ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ ବନାମ ସମ୍ବଲପୁର ଏଫ୍‌ସି ନିର୍ଦ୍ଧାରିତ ସମୟ ମଧ୍ୟରେ ୨-୨ ଗୋଲରେ
Read More...

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫେବୃଆରୀ ୨୦, ୨୦୨୪ରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୧୨୯ କୋଟି ଟଙ୍କାର ପ୍ରଶାସନିକ ଭବନ ସମେତ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସୁନାବେଡ଼ାସ୍ଥିତ କ୍ୟାମ୍ପସରେ
Read More...

ଜମ୍ମୁ-କାଶ୍ମୀରରେ ୩୨,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ବିକାଶ ମୂଳକ ପ୍ରକଳ୍ପର ଉଦ୍‌ଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ…

ଆଇଆଇଟି ଭିଲାଇ, ଆଇଆଇଟି ତିରୁପତି, ଆଇଆଇଆଇଟିଡିଏମ୍ କୁର୍ଣ୍ଣୁଲ, ଆଇଆଇଏମ୍ ବୋଧଗୟା, ଆଇଆଇଏମ୍ ଜମ୍ମୁ, ଆଇଆଇଏମ୍ ବିଶାଖାପାଟଣା ଏବଂ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ (ଆଇଆଇଏସ୍) କାନପୁର ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଶିକ୍ଷାନୁଷ୍ଠାନର କ୍ୟାମ୍ପସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଜରାସିଂହାରେ ଆଠଦିନ ବ୍ୟାପି ଚାଲିଥିବା ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ
Read More...