Daily Archives

ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସଦର ଛତ୍ରପୁରସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ବିଦ୍ୟାଳୟର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର
Read More...

ଜନଜାତି ଭାଇଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ
Read More...

ବଲାଙ୍ଗିର ୱାର୍ଡ ନଂ.୨ରେ ପିଡ଼ିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତାର ଶୁଭାରମ୍ଭ କଲେ ପୌର ଅଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅହେତୁକ ଦରଦାମ୍‌ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଡ଼ିଏସ୍‌ ହିତାଧିକାରୀମାନଙ୍କୁ ହଜାରେ ଟଙ୍କା ଲେଖାଏଁ ସହଯୋଗ ରାଶି ପ୍ରଦାନ କରିବାକୁ ଘୋଷଣା କରିଥିବା ବେଳେ ଏହି କ୍ରମରେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ୨୧ଟି ୱାର୍ଡ ପାଇଁ
Read More...

ବଲାଙ୍ଗିର ଡିଆଇସି ପକ୍ଷରୁ ପିଏମ୍‌ଏଫ୍‌ଏମ୍‌ଇ ଯୋଜନାକୁ ନେଇ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଡିଆଇସି ପକ୍ଷରୁ କେନ୍ଦ୍ର ସରକାରଙ୍କ ପିଏମ୍‌ଏଫ୍‌ଏମ୍‌ଇ ଯୋଜନାକୁ ନେଇ ବଲାଙ୍ଗିର ସାମ୍ବାଦିକ ଭବନରେ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ନୂତନ ହିତାଧିକାରୀମାନେ କିଭଳି ଏହି ଯୋଜନାରୁ ଲାଭ ଉଠାଇ ପାରିବେ, ସେ ସଂପର୍କରେ ସଚେତନ କରାଯିବାକୁ ଏହି
Read More...

ଭାଉଜଙ୍କୁ ଧରି ଫେରାର୍‌ ମାରିଲା ଦିଅର

ବଲାଙ୍ଗିର, (କେପିଏନ୍‌ଏସ୍‌) : କାଳେ କାଳେ ପ୍ରେମ ଅନ୍ଧ । ପ୍ରେମ ମାନେନା ବୟସ, ଜାତି, ଗୋତ୍ର, ସ୍ଥାନ, କାଳ, ପାତ୍ର । ଏମିତି ବି ହୁଏ ପ୍ରେମ । ୫୦ ବର୍ଷୀୟା ଭାଉଜଙ୍କୁ ନେଇ ଚମ୍ପଟ୍ ମାରିଛି ଦିଅର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ତବଲ୍‌ବାଞ୍ଜି
Read More...

ଦନ୍ତା ହାତୀର ମୃତଦେହ ଠାବ

କୁଚିଣ୍ଡା : ଦନ୍ତା ହାତୀର ମୃତଦେହ ଠାବ ହୋଇଥିବା ଖବର ମିଳିଉି । ସମ୍ବଲପୁର ଜିଲ୍ଲା ବାମରା ବନଖଣ୍ଡ ଜମନକିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ସରଡ଼ା ରାସ୍ତା ବାଲିଆମ ପର୍ବତ ପାଦଦେଶରେ ଏଭଳି ଘଟଣା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ବାମରା ବନଖଣ୍ଡ ଜମନକିରା ଫରେଷ୍ଟ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗ୍ରାମରେ ଥିବା ପ୍ରସନ୍ନ ପାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚାଲିଥିବା ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିର ଦୀର୍ଘ ୮ ଦିନ ଧରି ଚାଲିଥିଲା । ଏଥିରେ ବିଦ୍ୟାଳୟର
Read More...

ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ କ୍ରୟ କରିବା ନିମନ୍ତେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଜ୍ୟର ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ପରିବାର
Read More...

ମା’ ଦକ୍ଷିଣ ଦଣ୍ଡ କାଳୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା, ଚବିଶି ପ୍ରହର ନାମଯଜ୍ଞ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଦାମୋଦରପୁର କଲେଜ ରୋଡରେ ଅବସ୍ଥିତ ଶ୍ରୀ ଶ୍ରୀ ମା' ଦକ୍ଷିଣ ଦଣ୍ଡ କାଳୀଙ୍କ ନୂତନ ମନ୍ଦିର, ନୂତନ ବିଗ୍ରହ ପ୍ରତିଷ୍ଠା, ଘୃତଯଜ୍ଞ, ନାମ ଯଜ୍ଞ, ଅନ୍ନ ଯଜ୍ଞ ପ୍ରଭୃତି କାର୍ଯ୍ୟକର୍ମ ଅନୁଷ୍ଠିତ ହେଉଛି । ଏହି
Read More...

ଗଞ୍ଜାମ ବ୍ଲକରେ ଜନଶୁଣାଣି ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ସଭାଗୃହରେ ମଙ୍ଗଳବାର ବ୍ଲକସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଯୋଜନା ୨୦୨୩ କାର୍ଯ୍ୟକ୍ରମର ସାମାଜିକ ସୁରକ୍ଷା ସମ୍ପର୍କରେ ଆଲୋଚନା
Read More...