Daily Archives

ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ : ଆନ୍ଧ୍ରପ୍ରଦେଶରେ ବନ୍ଧା ପଡ଼ିଛନ୍ତି ୧୬ ଶ୍ରମିକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ । ଆନ୍ଧ୍ରପ୍ରଦେଶରେ ବନ୍ଧା ପଡ଼ିଛନ୍ତି ୧୬ ଶ୍ରମିକ । ବନ୍ଧା ପଡ଼ିଥିବା ୧୬ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ବଲାଙ୍ଗିର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୁରିବାହାଲ ଥାନା ଅନ୍ତର୍ଗତ କତର୍‌ଲଗା ଗାଁର ସୀତାକାନ୍ତ ବାଗ ଓ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃଭାଷା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବାଳିକା ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ସାହିତ୍ୟ ଶିକ୍ଷକ ବୃନ୍ଦାବନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ମାତୃଭାଷା ଦିବସ
Read More...

ଜନ ଭାରତ ରଙ୍ଗ ଅବସରରେ ସଚେତନ ହେମାର ନାଟକ ପରିବେଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଭାରତୀୟ ନାଟ୍ୟ ବିଦ୍ୟାଳୟ ନୂଆଦିଲ୍ଲୀ ତଥା ସଂସ୍କୃତି ମନ୍ତ୍ରାଳୟ ଭାରତ ସରକାରଙ୍କ ଆନୁକୂଲ୍ୟରେ ସଚେତନ ହେମା ଅନୁଷ୍ଠାନ ଦ୍ୱାରା ପଞ୍ଚପ୍ରାଣ ଉପରେ ଆଧାରିତ ନାଟକ 'ନିଅ ଫେରିଆସେ ସୁନାର ଚଡେଇ' ପ୍ରଦର୍ଶିତ ହୋଇଛି ।
Read More...

ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ : ସମ୍ବଲପୁରୀ ଗୀତନାଚରେ ଦୁଲ୍‌କିଲା ମଞ୍ଚ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସଇଁତଲା ପଞ୍ଚାୟତ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଡିଆଠାରେ ଗୁରୁବାର ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ସଇଁତଲା ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ
Read More...

ଆଶୀର୍ବାଦ, ବିଜୁ କନ୍ୟାରତ୍ନ ଯୋଜନା ଏବଂ ଅନ୍ୟାନ୍ୟ ଯୋଜନା ସହ ନୂତନ ବର୍ଦ୍ଧିତ ଭତ୍ତା ବଣ୍ଟନ କଲେ ମନ୍ତ୍ରୀ ଟୁକୁନି…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପରିବାର ପିଛା ୧୦୦୦ ଟଙ୍କା ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ସହ ବିଜୁ କନ୍ୟାରତ୍ନ, ଆଶୀର୍ବାଦ ଯୋଜନା, ନୂତନ ବର୍ଦ୍ଧିତ ଭତ୍ତା
Read More...

ନିଯୁକ୍ତି ପର୍ବ : ୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକ ନିଯୁକ୍ତ

ଶିକ୍ଷା ହିଁ ଗୋଟିଏ ଜାତିର ଚେତନାରେ ପରିବର୍ତ୍ତନ ଆଣିଥାଏ୫-ଟି ସ୍କୁଲ ରୂପାନ୍ତର ଯୋଗୁ ଶିକ୍ଷାର ଗୁଣାତ୍ମକ ମାନରେ ଉନ୍ନତି ଆସିଛିନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ୱାରା ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରନ୍ତୁ : ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ୱର : ଆଜି ରାଜ୍ୟର
Read More...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏଥିରେ ସ୍କୁଲ ପରିଚାଳନା କମିଟି ସଭାପତି ଶବର କୁମାର ତରାଇ ସଭାପତିତ୍ୱ କରିବା ସହ ସ୍କୁଲର ବାଉଣ୍ଡ୍ରିୱାଲ ଏବଂ ଜଣେ
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ ହୋଇଯାଇଛି । ସଭାରେ ପ୍ରଥମେ ସ୍କାଉଟ୍‌ ଓ ଗାଇଡ୍‌ସ୍‌ର ପ୍ରତିଷ୍ଠାତା ଲର୍ଡ ବେଦେନ୍ ପାୱେଲ ଓ ଲେଡୀ ବାଦେନ୍ ପାୱେଲଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି
Read More...

ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଭରସୁଜା ରାସ୍ତାର କନ୍ଦାଜୁରି ଛକ ବୁଲାଣି ନିକଟରେ ଗୁରୁବାର ସକାଳ ସାଢେ଼ ୧୦ଟାରେ ଏକ ବାଇକ୍ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ବାଇକ୍ ଆରୋହୀ ଗୁରୁତର ଅବସ୍ଥାରେ ଲୋଇସିଂହା ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ମୃତକ ଜଣକ ହେଲେ
Read More...

ନୃସିଂହନାଥରେ ବିଜେଡି ଦଳ ବିଦ୍ରୋହୀ କର୍ମୀଙ୍କ ସମ୍ମିଳନୀ

ପାଇକମାଲ, (କେପିଏନ୍‌ଏସ୍‌) : ନୃସିଂହନାଥ ଆୟୋସିଏଲ ଅତିଥି ଭବନଠାରେ ପଦ୍ମପୁର ନିର୍ବାଚନ ମଣ୍ତଳୀ ବିଜୁ ଜନତା ଦଳର ବିଦ୍ରୋହୀ ବରିଷ୍ଠ କର୍ମୀମାନଙ୍କୁ ନେଇ ଏକ କର୍ମୀ ସମ୍ମିଳନୀ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବିଜେଡିର ବରିଷ୍ଠ ସଦସ୍ୟ ଧବଳେଶ୍ଵର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...