Daily Archives

ଟିଟିଲାଗଡ଼ ଓମ ଭ୍ୟାଲି ସ୍କୁଲରେ ‘ଜାତୀୟ ଶିକ୍ଷାନୀତି ୨୦୨୦’ ଆଧାରିତ ପ୍ରଶିକ୍ଷଣ ଶିବିର ଆୟୋଜିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶିକ୍ଷା, ଶିକ୍ଷାର୍ଥୀ, ଶିକ୍ଷକ, ସଂସ୍କୃତି ତଥା ସମାଜର ବୃହତ୍ତର ସ୍ଵାର୍ଥ ଦୃଷ୍ଟିରୁ ଭାରତ ସରକାରଙ୍କ ଶିକ୍ଷା ବିଭାଗ ଅଭିନବ ଶିକ୍ଷା ପଦ୍ଧତି ପ୍ରଚଳନ କରିଛନ୍ତି । “ଜାତୀୟ ଶିକ୍ଷାନୀତି ୨୦୨୦” ନାମରେ ନୂତନ ଶିକ୍ଷା ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି
Read More...

ଗତିରାଉତପାଟଣାରେ ବୁଲୁଛି ବାଘ

କଟକ : କଟକ ଗତିରାଉତ ପାଟଣା ଗେଲ୍ ଇଣ୍ଡିଆ ଗ୍ୟାସ ପାଇପ୍ ପାଖ ଅଞ୍ଚଳରେ ଏକ ବାଘ ବୁଲୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି । ପ୍ରକୃତରେ ଏହା ଏକ ଜଙ୍ଗଲ କ୍ୟାଟ ବା ବଣ ଭୂଆ ବୋଲି କହିଛନ୍ତି ବନ ଅଧିକାରୀ । ଅନ୍ୟପଟେ ବାଘ ବୁଲୁଥିବା ଖବର ଗତ କାଲିଠାରୁ ପ୍ରଚାରିତ ହେବା ପର ଠାରୁ ସ୍ଥାନୀୟ
Read More...

ଡାକ୍ତରଙ୍କ କାର୍ ଓ ବାଇକ୍ ପୋଡ଼ି ଅଭିଯୁକ୍ତ ପୂର୍ବତନ ଡ୍ରାଇଭର ଥାନାରେ ଅଟକ

ଭୁବନେଶ୍ୱର : ଡାକ୍ତରଙ୍କ କାର୍ ଓ ବାଇକ୍ ପୋଡ଼ିଦେଲେ ଦୁର୍ବୃତ୍ତ । ଭୁବନେଶ୍ୱର ଜାଗମରା ସ୍ଥିତ କ୍ରିଷ୍ଣା ଗାର୍ଡେନ୍‌ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସିସିଟିଭି ଫୁଟେଜ୍ ଆଧାରରେ ଧରାପଡିଲା ଅଭିଯୁକ୍ତ । ସୂଚନାଯୋଗ୍ୟ ଯେ, ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଜାଗମରା ସ୍ଥିତ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଂଚାୟତ ସମିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଛାତ୍ରୀମାନଙ୍କ ନିମନ୍ତେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଗରୁଡଧ୍ୱଜ ବେହେରା ସଭାପତିତ୍ୱ କରି ଛାତ୍ରୀମାନଙ୍କ
Read More...

ବିଶ୍ୱ ଚିନ୍ତନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଫେବୃଆରୀ ୨୨ ବିଶ୍ୱ ଚିନ୍ତନ ଦିବସ । ବିଶ୍ୱ ଚିନ୍ତନ ଦିବସ ସମଗ୍ର ବିଶ୍ୱରେ ଯୁବତୀଙ୍କ ସଶକ୍ତି କରଣ ପାଇଁ ଉଦ୍ଦିଷ୍ଟ । ଏହି ଦିନ ସାରା ବିଶ୍ୱରେ ୧୦ ନିୟୁତ ଗାର୍ଲ ଗାଇଡ୍ ଏବଂ ଗାର୍ଲ ସ୍କାଉଟ୍ସର ବିକାଶ ପାଇଁ ପାଣ୍ଠି ସଂଗ୍ରହ କରାଯାଇଥାଏ ।୨୦୨୪
Read More...

ଗଞ୍ଜାମ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍ : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲାର ସମସ୍ତ ଗ୍ରାମାଞ୍ଚଳରୁ ସହରକୁ ଯାତାୟତ କରିବା ନିମନ୍ତେ ଗମନାଗମନ ପଥ ସୁଗମ ହେଲା ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରତି ପଞ୍ଚାୟତରୁ ନିଜ ନିଜ ବ୍ଲକ୍ ଆସିବାକୁ ଆଉ ଅସୁବିଧା ହେବନାହିଁ । ଗ୍ରାମାଞ୍ଚଳ ଲୋକମାନଙ୍କୁ ଉତ୍ତମ ପରିବହନ ସେବା ଲକ୍ଷ୍ମୀ ବସ୍
Read More...

ନୂତନ ପ୍ରାର୍ଥୀଙ୍କୁ ବିରୋଧ : ଲମ୍ବୋଦର ନିଆଲଙ୍କୁ ବିଜେଡି ବିଧାୟକ ପ୍ରାର୍ଥୀ କରିବାକୁ ଦାବି

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ନିର୍ବାଚନ ମଣ୍ଡଳିରେ ବିଜେଡିରୁ ଲମ୍ବୋଦର ନିଆଲଙ୍କୁ ପ୍ରାର୍ଥୀ କରି ଟିକେଟ ଦେବା ନେଇ ସିନାପାଲି ବ୍ଲକ ବିଜେଡି କର୍ମୀ ତରଫରୁ ବ୍ଲକ ବିଜେଡି ସଭାପତି ଗରୁଡ଼ଧ୍ଵଜ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
Read More...

ଗଙ୍ଗାଧର ସାରସ୍ୱତ ସମିତିର ବିଶ୍ୱ ମାତୄଭାଷା ଦିବସ

ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲିର ଗଙ୍ଗାଧର ସାରସ୍ୱତ ସମିତି ତରଫରୁ ବୁଧବାର ବିଶ୍ୱ ମାତୄଭାଷା ଦିବସ ପାଳନ କରାଯାଇଛି । ଏନେଇ ସ୍ଥାନୀୟ ସ୍ୱରସଙ୍ଗମ କଳା ପରିଷଦଠାରେ ସମିତିର ସଭାପତି ବୈଷ୍ଣବ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମାତୄଭାଷାର ମିଠାପଣ ସହିତ
Read More...

ଜଙ୍ଗଲ ଜମିର ହକ୍‌ ପାଇଁ ତାତିଲେ ବନବାସୀ : ଖଡିଆଳ ତହସିଲଦାରଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଦେଲେ ଦାବିପତ୍ର

ଖଡିଆଳ, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡିଆଳ ଜଙ୍ଗଲ ଜମି ମଧ୍ୟରେ ପୁରୁଷାନୁକ୍ରମେ ବସବାସ କରିବା ସହିତ ଜଙ୍ଗଲ ଜମିକୁ ଦଖଲ କରୁଥିବା ପାରମ୍ପରିକ ବନବାସୀ ମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ମୋ ଜଙ୍ଗଲ ଜମି ଯୋଜନା କାର୍ଯ୍ୟକାରୀ କରିଛନ୍ତି । ହେଲେ ନୂଆପଡ଼ା ଜିଲ୍ଲାରେ
Read More...

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ୬ ଘଣ୍ଟା ଭିତରେ ସେ ୩ଟି ଜିଲ୍ଲାରେ ହେବାକୁ ଥିବା ବଡ଼ ସଭାରେ ଯୋଗଦେବେ ବୋଲି ବିଜେପି ସୂତ୍ରରୁ ସୂଚନା ମିଳିଛି । ରାଜନାଥ ପ୍ରଥମେ ନବରଙ୍ଗପୁର ଆସିବେ । ଦିନ ୧୦ଟା ୫୦ରେ ଛତିଶଗଡ଼ ବସ୍ତର
Read More...