Daily Archives

ଶୈବପୀଠରେ ଅଧିଆ ପଡିଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ସାତୁଳି ଗ୍ରାମ ନିକଟସ୍ଥ ମକରେଶ୍ଵର ମନ୍ଦିରରେ ଅଧିଆ ପଡିଥିବା ବ୍ୟକ୍ତି ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଲକ୍ଷ କରାଯାଇଛି । ଆଜି ବଢ଼ି ଭୋର ସମୟରେ ଶ୍ରଦ୍ଧାଳୁମାନେ ଠାକୁର ଦର୍ଶନ କରିବା ପାଇଁ
Read More...

ଡଙ୍ଗରପଡ଼ା ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

ବ୍ଲକ ନିକଟରେ ଥାଇ ଗାଁକୁ ନାହିଁ ସବୁଦିନିଆ ରାସ୍ତାମନ୍ତ୍ରୀ ଓ ପ୍ରଶାସନକୁ ଦାବିପତ୍ର ପ୍ରଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଡଙ୍ଗରପଡ଼ା ଗାଆଁଟି ବ୍ଲକ ସଦର ମହକୁମାଠାରୁ ନିକଟରେ ଥିଲେ ମଧ୍ୟ ଗାଁକୁ ଏକ ସବୁଦିନିଆ ରାସ୍ତା ନ
Read More...

ବିଜେଡ଼ିର ମିଶ୍ରଣ ପର୍ବ : ସାମିଲ୍ ହେଲେ ୧୦୦ରୁ ଉର୍ଦ୍ଧ୍ଵ ମହିଳା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଅଜୟ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ
Read More...

ବାଲିଗୁଡ଼ା ଏନ୍ଏସିରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାଦେଶ ବଣ୍ଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି ଓଡ଼ିଶା ପକ୍ଷରୁ ଲାଗୁ ହେବା ପରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହ ଠାରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାାଦେଶ ବଣ୍ଟନ କରାଯାଇଛି । ଏହି ଅବସରରେ ଉପଜିଲ୍ଲାପାଳ
Read More...

୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଜଳେଶପଟ୍ଟା ସ୍ଥିତ ପ୍ରସିଦ୍ଧ ଜଳେଶ୍ଵର ଶୈବପୀଠ ଶଙ୍କରଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିସରରେ ୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଓ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଏହା ମାଘ ଶୁକ୍ଳ
Read More...

ପାଇକବାହାଲ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଲୋକେ ସରକାରୀ ଯୋଜନାର ଲାଭ ପାଉଛନ୍ତି, ସ୍ୱାସ୍ଥ୍ୟକ୍ଷେତ୍ରରେ ସୋନପୁର ଜିଲ୍ଲା ଆଗୁଆ ତରଭା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ପାଇକବାହାଲ ପଞ୍ଚାୟତରେ ଆଜି ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି
Read More...

ମଧୁବାବୁ ପେନ୍‌ସନ୍‌ ଯୋଜନାରେ ୫୯୪ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କଲେ ବିଧାୟକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ୫୯୪ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରିଛନ୍ତି । ଏହି ଉପଲକ୍ଷେ ଆୟୋଜିତ ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ
Read More...

ଓଡିଶାରୁ ରୋଗୀ ନେଇ ଛତିଶଗଡରେ ବିଏସ୍‌କେୱାଇ କାର୍ଡରୁ ଟଙ୍କା ଠକିବା ଘଟଣାରେ ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା…

ପାଟଣାଗଡ଼, (ଅଶୋକ କୁମାର ବାଗ) : ପାଟଣାଗଡ଼ ଅଞ୍ଚଳରୁ ଛତିଶଗଡ଼ର ବିଭିନ୍ନ ଡାକ୍ତରଖାନାକୁ ନେଇ ଅନେକ ସମୟରେ ରୋଗୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା କହି ବିଏସ୍‌କେୱାଇ କାର୍ଡରୁ ଟଙ୍କା ଲୁଟୁଥିବା ଅଭିଯୋଗ ବାରମ୍ବାର ହୋଇ ଆସୁଥିବାବେଳେ ପୋଲିସ ଘଟଣା ଉପରେ ତୀକ୍ଷ୍ଣନଜର ରଖିଥିଲା ।
Read More...

କେସେର୍‌କେଲା ଗାଁ ମୁଣ୍ଡ ପଡ଼ିଆ ଭିତରୁ ମହିଳାଙ୍କ ଶବ ଉଦ୍ଧାର ଘଟଣାକୁ ନେଇ ଖୁଲାସା କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ଥାନା କେସେର୍‌କେଲା ଗାଁ ମୁଣ୍ଡ ପଡ଼ିଆ ଭିତରୁ ମହିଳାଙ୍କ ଶବ ଉଦ୍ଧାର ଘଟଣାକୁ ନେଇ ଆଜି ଖୁଲାସା କରିଛି ବଲାଙ୍ଗିର ପୋଲିସ । ବଲାଙ୍ଗିର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ ଏକ ସାମ୍ବାଦିକ ସମ୍ମିଳନୀ ଆହ୍ୱାନ କରି ଏହି ହତ୍ୟା ଘଟଣାର ସଂପୂର୍ଣ୍ଣ
Read More...

ଲୋଇସିଂହା ଓ ବେଲପଡାକୁ ଏନ୍‌ଏସି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଦୁଇଟି ବଡ ଗ୍ରାମପଞ୍ଚାୟତ ଲୋଇସିଂହା ଓ ବେଲପଡାକୁ ବିଜ୍ଞାପିତ ଅଞ୍ଚଳ ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ସାଂସଦ ତଥା ରାଜ୍ୟ ହାଉସିଂବୋର୍ଡ ଅଧ୍ୟକ୍ଷ କଳିକେଶନାରାୟଣ ସିଂହଦେଓ ଚିଠି ଲେଖି ଦାବି କରିଥିବା
Read More...