Daily Archives

ମୁରିବାହାଲ ପଞ୍ଚାୟତ ଚମ୍ପିୟାନ ଟ୍ରଫି କ୍ରିକେଟ

ମୁରିବାହାଲକୁ ହରାଇ ଗମ୍ଭାରିଖୋଲା ଚମ୍ପିୟାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ବରାଯୁରା କ୍ରିକେଟ କ୍ଲବ ପକ୍ଷରୁ ଡୁମେରପଡ଼ା ଖେଳ ପଡିଆରେ ଚାଲିଥିବା ଦ୍ଵିତୀୟ ମୁରିବାହାଲ ପଞ୍ଚାୟତ ଚମ୍ପିୟାନ ଟ୍ରଫି କ୍ରିକେଟ ପ୍ରତିଯୋଗିତାରେ
Read More...

ଡଙ୍ଗାଘାଟ ଗ୍ରାମ ପଞ୍ଚାୟତରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ଗ୍ରାମ ପଞ୍ଚାୟତର ପଥୁରି ଗ୍ରାମରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡଙ୍ଗାଘାଟ ସରପଞ୍ଚ ଶଙ୍କର୍ଷଣ ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ସମ୍ପାଦକ ପ୍ରକୃତି
Read More...

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ସୋହେଲାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କୁ ଜିଲ୍ଲା ଶିକ୍ଷା
Read More...

ମା’ ଭଗବତୀ ମହିଳା ସ୍ୱାବଲମ୍ବନ ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ସ୍ଥିତ ମା' ଭଗବତୀ ମହିଳା ସ୍ୱାବଲମ୍ବନ ଆଶ୍ରମର ଚତୁର୍ଥ ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଅବସରରେ ଆଶ୍ରମ ପରିସରରେ ନବକୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହେବା ସହ ଦୀକ୍ଷା ସଂସ୍କାର,
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି
Read More...

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ଚାଲିଥିବା କୋଶଲି ନାଟବାଦୀ-ନାଟଯାତ୍ରାର ଦ୍ୱିତୀୟ ଦିବସରେ ବଲାଙ୍ଗିର ନଟରାଜ କଳା ପରିଷଦ ତରଫରୁ ପ୍ରଶାନ୍ତ ଖମାରୀଙ୍କ ନିର୍ଦ୍ଦେଶିତ କୋଶଲି ପୌରାଣିକ ନାଟକ “ରାବଣ” ମଂଚସ୍ଥ ହୋଇଥିଲା । ଦଶାନନ ରାବଣ କିପରି ଭାବରେ
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ରାଜ୍ୟ ସମ୍ମିଳନୀ ପାଇଁ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଖଣ୍ଡାୟତ କ୍ଷତ୍ରିୟ ମହାସଭାର ଆଗାମୀ ରାଜ୍ୟ ସମ୍ମିଳନୀ ରାଉରକେଲା ଠାରେ ଅନୁଷ୍ଠିତ ହେଉଥିବାରୁ ଖଣ୍ଡାୟତ କ୍ଷତ୍ରିୟ ଭାଇମାନଙ୍କର ଏକ ସ୍ୱତନ୍ତ୍ର କାର୍ଯ୍ୟକାରିଣୀ ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ଉପସଭାପତି
Read More...

‘ଆମ ହସ୍ପିଟାଲ’ ଲୋକାର୍ପିତ

ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’ଦ୍ୱିତୀୟ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୬୭ଟି ଆମ ହସ୍ପିଟାଲ,ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର,ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡା ବିଏମ୍‌ଆର୍‌ସି କାର୍ଡିଆକ୍ କେୟାର ହସ୍ପିଟାଲ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସ୍ୱାସ୍ଥ୍ୟ ସେବା ଆୟୋଜନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶା ବରିଷ୍ଠ ନାଗରିକ ସେବା ସଂସଦର ନିଷ୍ପତ୍ତି କ୍ରମେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ତରଫରୁ ବଲାଙ୍ଗିର ବ୍ଲକ ଅଧିନସ୍ଥ ସିନଖମନ ମହନ୍ତ ଗିରିଧାରୀ ହାଇସ୍କୁଲ ପ୍ରାଙ୍ଗଣରେ ଜିଲ୍ଲା ଚିକିତ୍ସାଧାରୀଙ୍କ ନେତୃତ୍ୱରେ ଚୁଡାପାଲି
Read More...

ପ୍ରାୟ ୪୧,୦୦୦ କୋଟି ଟଙ୍କାର ୨୦୦୦ରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ରାଷ୍ଟ୍ର…

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୯ ହଜାର କୋଟି ଟଙ୍କା ବ୍ୟୟରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସପୁନଃବିକଶିତ ଗୋମତୀ ନଗର ରେଳ ଷ୍ଟେସନର ଉଦ୍‌ଘାଟିତପାଖାପାଖି ୨୧,୫୨୦ କୋଟି ଟଙ୍କା ବ୍ୟୟରେ ସମଗ୍ର ଦେଶରେ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍‌ର ଶିଳାନ୍ୟାସ, ଉଦ୍‌ଘାଟନ ଓ
Read More...