Daily Archives

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ଚାଲିଥିବା କୋଶଲି ନାଟବାଦୀ-ନାଟଯାତ୍ରାର ଚତୁର୍ଥ ରଜନୀରେ ମଂଚସ୍ଥ ହୋଇଛି ଡ. ତୁଷାରକାନ୍ତ ସାହୁଙ୍କ ନିର୍ଦ୍ଦେଶିତ କୋଶଲି ନାଟକ “ଡାହି” । ବିଜ୍ଞାନ ବଳରେ ମଣିଷ ଚନ୍ଦ୍ରଲୋକରେ ପଦାର୍ପଣ କରିସାରିଥିବା ବେଳେ ମଧ୍ୟ ଆଜି
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶିବପ୍ରସାଦ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁମା ମନୀଷା ମହାକୁର ଉଦ୍ଦେଶ୍ୟ କଥନ କରିଥିବା ବେଳେ ମମତା ଦାଶ
Read More...

ଟୁପାଉଡ଼ାର, ଲେବଡା ଓ ଗଁରେଇ ପଞ୍ଚାୟତରେ ବିଜେଡ଼ି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଶୁକ୍ରବାର ଦିନ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଅଧିନସ୍ଥ ଟୁପାଉଡାର, ଲେବଡା ଓ ଗଁରେଇ ପଞ୍ଚାୟତର ସମସ୍ତ ଗ୍ରାମ ଗୁଡିକରେ ଘରେ ଘରେ ଶଙ୍ଖ ଓ ମୁଖ୍ୟମନ୍ତ୍ରୀଙ୍କ ଜନ ହିତକର ଯୋଜନାର ସଚେତନତା କାର୍ଯ୍ୟକ୍ରମ
Read More...

ବାଙ୍କେଲ ଗ୍ରାମରେ କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ଵାରା ବୀର ସୁରେନ୍ଦ୍ର ସାଏଙ୍କ ନୂତନ ପ୍ରତିମୂର୍ତ୍ତି ଉନ୍ମୋଚିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ପଞ୍ଚାୟତ ସଦର ଗ୍ରାମରେ ବୀର ସୁରେନ୍ଦ୍ର ସାଏ କ୍ଲବ ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟତିଥି ଉପଲକ୍ଷେ ବୀର ସୁରେନ୍ଦ୍ର ସାଏଙ୍କ ନୂତନ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ବନାଞ୍ଚଳସ୍ତରୀୟ ବନାଗ୍ନି ନିବାରଣ ସଚେତନତା ସଭା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବୁଧବାର ବଲାଙ୍ଗିର ବନଖଣ୍ଡ ଅନ୍ତର୍ଗତ କଣ୍ଟାବାଞ୍ଜି ବନାଞ୍ଚଳ ଆନୁକୂଲ୍ୟରେ ତୁରେକେଲା ବନପାଳ କାର୍ଯ୍ୟାଳୟ ପରିସରରେ ବନାଞ୍ଚଳସ୍ତରୀୟ ବନାଗ୍ନି ନିବାରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । କଣ୍ଟାବାଞ୍ଜି ରେଞ୍ଜର ସିଦ୍ଧାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ
Read More...

ଲୋଇସିଂହାକୁ ଏନ୍ଏସି ଘୋଷଣା ନେଇ ରାଜଧାନୀରେ ବିଜେଡି ନେତା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ରାଜ୍ୟ ସରକାରଙ୍କ ଘୋଷିତ ୩୪ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ତାଲିକାରେ ଲୋଇସିଂହା ତଥା ବୀରମହାରାଜପୁର ସ୍ଥାନ ପାଇ ନଥିଲା । ପରବର୍ତ୍ତୀ ସମୟରେ ବୀରମହାରାଜପୁରକୁ ସରକାର ଏନ୍‌ଏସି ମାନ୍ୟତା ଦେଇଥିଲେ ହେଁ ଲୋଇସିଂହାକୁ ବାଦ୍ ଦେଇଥିଲେ । ଏହାକୁ ନେଇ
Read More...

ଜାତୀୟ ବିଜ୍ଞାନ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ର ଓ ମାଲପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଉଦ୍ୟମରେ ସଭାପତି ମଦନ ମୋହନ ରଥଙ୍କ ପରିଚାଳନାରେ ଓ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜିକା ରଶ୍ମିତା ମହାନ୍ତିଙ୍କ ତତ୍ତ୍ୱାବଧାନରେ ଜାତୀୟ
Read More...

ବ୍ଲକସ୍ତରୀୟ ବ୍ୟାଙ୍କ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ପରିସରଠାରେ ବ୍ଲକସ୍ତରୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟାଙ୍କ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଓ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଟେମରୀ ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଦୈତାରୀ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ବିଜ୍ଞାନ ଦିବସ ବିଷୟରେ
Read More...

ମଦନପୁର-ରାମପୁରକୁ ରାଜସ୍ୱ ଉପଖଣ୍ଡ ଓ ବିଜ୍ଞାପିତ ପରିଷଦ ଘୋଷଣା ଦାବି ପ୍ରସଙ୍ଗ : ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର…

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବିରେ ବ୍ୟବସାୟୀ ସଂଘ ତରଫରୁ ଗତକାଲି ମ.ରାମପୁର ବନ୍ଦ୍ କରାଯାଇ ଥିବାବେଳେ ଆଜି ଭବାନୀପାଟଣାରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କୁ ସାକ୍ଷାତ କରି ଆଲୋଚନା କରିବା ସହ
Read More...