Daily Archives

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମେଳନ ପ୍ରକୋଷ୍ଠଠାରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ କ୍ୟାରିୟର କାଉନସେଲିଂ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ ଓଡ଼ିଆ ବିଭାଗର ମୁଖ୍ୟ ଡ଼.
Read More...

ଜମରତଲାରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ସଭାପତିତ୍ୱରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ଦିବସ ପାଳନର ଉଦ୍ଦେଶ୍ୟ ଓ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ ବିଜ୍ଞାନ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ପାଇକମାଲ ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇଥିଲେ । ଉକ୍ତ ଦିବସ ଅବସରରେ ପ୍ରଧାନ ଶିକ୍ଷକ ସୁଶାନ୍ତ
Read More...

ମିଶନ ଶକ୍ତି ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମ : ୧୬୬୫ ସ୍ୱୟଂ ସହାୟକ ଗୋଷ୍ଠୀ ହେବେ ଉପକୃତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ମହିଳାଙ୍କ ନିମନ୍ତେ ଭର୍ଚୁଆଲ ମାଧ୍ୟମରେ ଋଣ ଛାଡ଼ ଓ ଋଣ ବୃଦ୍ଧିର ଶୁଭାରମ୍ଭ କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ
Read More...

ଗଞ୍ଜାମ ଏନ୍‌ଏସିରେ ଦୋଳଯାତ୍ରା ପ୍ରସ୍ତୁତି ଶାନ୍ତି କମିଟି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଆସନ୍ତା ମାସ ୨୧ତାରିଖରୁ ଆରମ୍ଭ ହେବାକୁ ଯାଉଛି ପବିତ୍ର ଐତିହାସିକ ଦୋଳପୂର୍ଣ୍ଣମା ଯାତ୍ରା । ଏଥି ପାଇଁ ଏକ ପାକ ପ୍ରସ୍ତୁତି ବୈଠକ ଗଞ୍ଜାମ ଏନ୍‌ଏସି କନଫରେନ୍ସ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏନ୍‌ଏସି ଅଧକ୍ଷା ଶ୍ରୀମତୀ
Read More...

ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ମୌନାବତି ଜାଲଙ୍କ ଅଧ୍ୟକ୍ଷତାରେ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।
Read More...

ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବୃୟାରୀ ୨୮ରୁ ମାର୍ଚ୍ଚ ୨, ୨୦୨୪ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ । ଫେବ୍ରୁଆରି ୨୮ତାରିଖରେ ରାଷ୍ଟ୍ରପତି ରାଞ୍ଚିଠାରେ ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।
Read More...

‘ମେରା ପହେଲା ଭୋଟ ଦେଶ୍‌କେ ଲିୟେ’ ଅଭିଯାନରେ ସାମିଲ ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଦ୍ୱାରା ଏହି ଅଭିଯାନର ସଙ୍ଗୀତ ଉନ୍ମୋଚିତ ନୂଆଦିଲ୍ଲୀ, (ପିଆଇବି) : ଦେଶର ନିର୍ବାଚନ ପ୍ରକ୍ରିୟାକୁ ଅଧିକ ସମାବେଶୀ କରିବା ସହ ଏଥିରେ ଅଧିକରୁ ଅଧିକ ଲୋକଙ୍କୁ ସମ୍ପୃକ୍ତ କରାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି
Read More...

କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

୨୬.୯୬ କିଲୋମିଟର ରାଜପଥ ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପାଇଁ ପାଇଁ ୭୧୮.୨୬ କୋଟି ଟଙ୍କା ମଞ୍ଜୁର କଲେ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱର, (ପିଆଇବି) : ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନର
Read More...

ଫିକ୍କିର ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର

ଭାରତରେ ପୁଞ୍ଜି ନିବେଶ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କ ସହ ଶିଳ୍ପପତିମାନେ ଭାଗିଦାରୀ ସ୍ଥାପନ କରିବା ଆବଶ୍ୟକ : ଶ୍ରୀ ଠାକୁରବିଶ୍ୱର ୪୬% ଡିଜିଟାଲ ଦେଣନେଣ ଭାରତରେ ହୋଇଥାଏ : ଶ୍ରୀ ଠାକୁର ଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି
Read More...