ଅଞ୍ଚଳ ମହାବିଦ୍ୟାଳୟରେ ‘ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା’ର ଉଦ୍ଯାପନୀ ଉତ୍ସବ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍ଯାପନୀ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନିଜ ଅଭିଭାଷଣରେ ଶ୍ରୀ ପଣ୍ଡା ଜିଲ୍ଲାସ୍ତରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ!-->…
Read More...
Read More...