Monthly Archives

February 2024

ପାଇକମାଲ ନାଗରିକ କମିଟି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ପାଇକମାଲ ନାଗରିକ କମିଟି ତରଫରୁ ଏକ ବୈଠକ କମିଟିର ସଭାପତି ମନୋଜ କୁମାର ତ୍ରୀବେଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରଥମେ ରାଜ୍ୟ ସରକାର ପାଇକମାଲକୁ ଏନ୍‌ଏସ୍‌ସି ଘୋଷଣ କରିଥିବାରୁ
Read More...

ମୋ ହସ୍ପିଟାଲ ରୂପାନ୍ତିକରଣ ଅଭିଯାନରେ ଟିଲାଗଡ଼ ଉପଖଣ୍ଡ ଚିକିତ୍ସାଳୟ ଉଦ୍‌ଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସୋମବାର ଦିନ ଆଭାଷୀ ମାଧ୍ୟମରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମ ଅଧୀନରେ ଥିବା ମୋ ହସ୍ପିଟାଲ ରୂପାନ୍ତରିକରଣ ଅଭିଯାନରେ ଅନ୍ତର୍ଭୁକ୍ତ ହୋଇଥିବା ଉପଖଣ୍ଡ ଚିକିତ୍ସାଳୟ, ଟିଟିଲାଗଡ଼ ଉଦ୍‌ଘାଟନ
Read More...

ଧଳା ଭାଲୁ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଫେବୃଆରୀ ୨୭ ଆନ୍ତର୍ଜାତୀୟ ମେରୁ ଅଞ୍ଚଳର ଧଳା ଭାଲୁ ଦିବସ । ପୋଲାର ଭାଲୁ ବା ମେରୁ ଅଞ୍ଚଳର ଧଳା ଭାଲୁ ଗୁଡ଼ିକ ଲୋମଶ ଏବଂ ଗରିମା ସମ୍ପନ୍ନ ପଶୁ ଅଟନ୍ତି ଯାହା ଅତ୍ୟଧିକ ଶୀତଳ ଆର୍କଟିକ୍ ବା ଉତ୍ତର ମେରୁ ଅଞ୍ଚଳର ବରଫରେ ଚଲାବୁଲା କରନ୍ତି । ଗତ କିଛି
Read More...

ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଛୁଆଲିଉଦର କ୍ଲଷ୍ଟର ଅଧୀନରେ ଥିବା ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବ୍ଲକସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଛି । ପ୍ରକାଶ ଥାଉକି ବଲାଙ୍ଗିର ସ୍ଥିତ ପି.ଆର୍‌. ଉଚ୍ଚ ବିଦ୍ୟାଳୟର ଷ୍ଟାଡିୟମରେ ଅନୁଷ୍ଠିତ
Read More...

ମୁରିବାହାଲ ପଞ୍ଚାୟତ ଚମ୍ପିୟାନ ଟ୍ରଫି କ୍ରିକେଟ

ମୁରିବାହାଲକୁ ହରାଇ ଗମ୍ଭାରିଖୋଲା ଚମ୍ପିୟାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ବରାଯୁରା କ୍ରିକେଟ କ୍ଲବ ପକ୍ଷରୁ ଡୁମେରପଡ଼ା ଖେଳ ପଡିଆରେ ଚାଲିଥିବା ଦ୍ଵିତୀୟ ମୁରିବାହାଲ ପଞ୍ଚାୟତ ଚମ୍ପିୟାନ ଟ୍ରଫି କ୍ରିକେଟ ପ୍ରତିଯୋଗିତାରେ
Read More...

ଡଙ୍ଗାଘାଟ ଗ୍ରାମ ପଞ୍ଚାୟତରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ଗ୍ରାମ ପଞ୍ଚାୟତର ପଥୁରି ଗ୍ରାମରେ ଶିଶୁଟିଏ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡଙ୍ଗାଘାଟ ସରପଞ୍ଚ ଶଙ୍କର୍ଷଣ ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ସମ୍ପାଦକ ପ୍ରକୃତି
Read More...

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ସୋହେଲାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କୁ ଜିଲ୍ଲା ଶିକ୍ଷା
Read More...

ମା’ ଭଗବତୀ ମହିଳା ସ୍ୱାବଲମ୍ବନ ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ସ୍ଥିତ ମା' ଭଗବତୀ ମହିଳା ସ୍ୱାବଲମ୍ବନ ଆଶ୍ରମର ଚତୁର୍ଥ ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଅବସରରେ ଆଶ୍ରମ ପରିସରରେ ନବକୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହେବା ସହ ଦୀକ୍ଷା ସଂସ୍କାର,
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି
Read More...

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ଚାଲିଥିବା କୋଶଲି ନାଟବାଦୀ-ନାଟଯାତ୍ରାର ଦ୍ୱିତୀୟ ଦିବସରେ ବଲାଙ୍ଗିର ନଟରାଜ କଳା ପରିଷଦ ତରଫରୁ ପ୍ରଶାନ୍ତ ଖମାରୀଙ୍କ ନିର୍ଦ୍ଦେଶିତ କୋଶଲି ପୌରାଣିକ ନାଟକ “ରାବଣ” ମଂଚସ୍ଥ ହୋଇଥିଲା । ଦଶାନନ ରାବଣ କିପରି ଭାବରେ
Read More...