ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ସାଧପାଲି ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ସୁଶ୍ରୀ ତପସ୍ଵିନୀ ଦାଶ ୫-ଟି ରୂପାନ୍ତରୀକରଣର ଜିଲ୍ଲାସ୍ତରୀୟ ଭବ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଛନ୍ତି ।!-->…
Read More...
Read More...