Monthly Archives

February 2024

ମନ୍ତ୍ରୀ ଟୁକୁନୀ ସାହୁଙ୍କ ଦ୍ୱାରା ବ୍ରାହ୍ମଣ ସମାଜ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ରାହ୍ମଣ ସମାଜର ଭବନ ନିର୍ମାଣ ପାଇଁ ସ୍ଥାନୀୟ ମାଉସୀ ମା' ମନ୍ଦିର ନିକଟରେ ଓଡିଶା ସରକାରଙ୍କ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁଙ୍କ ଦ୍ୱାରା ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି । ବ୍ରାହ୍ମଣମାନଙ୍କ ଦ୍ୱାରା
Read More...

ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରରେ ଅଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସିକିମ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜମ ଜିଲ୍ଲା ସଦର ମହକୁମା ଛତ୍ରପୁର ଷ୍ଟାଡିୟମରେ ଅଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସିକିମ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହେଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମ ଇଣ୍ଟରନେଟ୍ ମାଧ୍ୟମରେ ସିଧା ପ୍ରସାରଣ ହୋଇଥିବାବେଳେ
Read More...

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା, ଏକାଧିକ ଯାତ୍ରୀ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟିକାୟାତପାଲି ଥାନା ଯାତ୍ରାଖମଣ ନିକଟରେ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଅନୁପମା ନାମକ ଏକ ବସ୍‌ଟି ୩୦ରୁ ଅଧିକ
Read More...

୩୭ତମ ପୂର୍ବାଞ୍ଚଳ ଆନ୍ତଃ-ବିଶ୍ୱବିଦ୍ୟାଳୟ ଯୁବ-ମହୋତ୍ସବ ‘ଉମଙ୍ଗ-୨୦୨୪’ ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପକ୍ଷରୁ ଆୟୋଜିତ ହୋଇଆସିଥିବା ୩୭ତମ ପୂର୍ବାଞ୍ଚଳ ଆନ୍ତଃ-ବିଶ୍ଵବିଦ୍ୟାଳୟ ୫ ଦିନିଆ ଯୁବ-ମହୋତ୍ସବ ‘ଉମଙ୍ଗ ୨୦୨୪’ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ବିଶ୍ଵବିଦ୍ୟାଳୟର କ୍ରୀଡା ପ୍ରାଙ୍ଗଣରେ ଆୟୋଜିତ ଏହି ଉଦ୍‌ଯାପନୀ
Read More...

ଖେଲାଉର ପଞ୍ଚାୟତର ନୂତନ ଗୃହ ଉଦ୍‌ଘାଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ଖେଲାଉର ଗ୍ରାମ ପଂଚାୟତର ନୂତନ ଗୃହକୁ ମଙ୍ଗଳବାର ଅପରାହ୍ନରେ ଯୁବ ବିଧାୟକ ରୁଦ୍ର ପ୍ରତାପ ମାହାରଥୀ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ବିଧାୟକ ମହାରଥିଙ୍କ ସହିତ ବ୍ଲକ ଅଧକ୍ଷା ବାସନ୍ତୀ ସାହୁ,
Read More...

ସିକିମ ରୟତମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନର ଶୁଭାରମ୍ଭ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ ରେକର୍ଡ ହୋଇଥିବା ଜମିର ଦଖଲକାରୀଙ୍କୁ ସେହି ଜମି ଉପରେ ସ୍ଥିତିବାନ ସ୍ୱତ୍ୱର ପଟ୍ଟା ପ୍ରଦାନ ଏକ ଲୋକାଭିମୁଖୀ ପଦକ୍ଷେପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଭାସୀ ଜରିଆରେ ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ
Read More...

ମା’ ପାଟଣେଶ୍ୱରୀ ମନ୍ଦିର ଉନ୍ନତିକରଣ ପାଇଁ ସମ୍ପୂର୍ଣ୍ଣ ନକ୍ସା ପରିବର୍ତ୍ତନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରପାଟଣା ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରର ଉନ୍ନତିକରଣ ପାଇଁ ଗତ ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଶିଳାନ୍ୟାସ ହୋଇଥିବା ବେଳେ ଫେବୃୟାରୀ ମାସ ୯ ତାରିଖରେ ଦେବୋତ୍ତର ବିଭାଗ ଓ ପୁର୍ତ୍ତ ବିଭାଗ ପୂଜାର୍ଚ୍ଚନା କରି ମା’ଙ୍କ ଆଜ୍ଞାମାଳ ଆଣି
Read More...

ଛତ୍ରପୁର ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ସଫେଇ କର୍ମଚାରୀଙ୍କ ଚିକିତ୍ସା ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସହରାଞ୍ଚଳରେ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଓଡ଼ିଶା ସରକାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଜରିଆରେ ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରାଯାଉଛି । ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ
Read More...

ରଙ୍ଗେଇଲୁଣ୍ଡା ବ୍ଲକର ଭାବିନୀପୁର ଗ୍ରାମପଞ୍ଚାୟତରେ ‘ଗ୍ରାମାଞ୍ଚଳ ବିକାଶ ଓ ରୂପାନ୍ତରିକରଣ’…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଭାବିନୀପୁର ଗ୍ରାମପଞ୍ଚାୟତ ଠାରେ "ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତରିକରଣ" କାର୍ଯ୍ୟକ୍ରମ ନିମନ୍ତେ ଆୟୋଜିତ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଓ ଶୋଭାଯାତ୍ରାରେ
Read More...

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା
Read More...