Monthly Archives

February 2024

ଦାଦନ ଶ୍ରମିକ ଉଦ୍ଧାର କଲେ ନୂତନ ଥାନାଧିକାରୀ ରାକେଶ ବେହେରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ସଦର ଲାଠୋର ବସଷ୍ଟାଣ୍ଡ ନିକଟରୁ ପେଟ୍ରୋଲିଂ ବେଳେ ପୋଲିସ ୨ ଶିଶୁ ସମେତ ୯ ଜଣ ଦାଦନ ଶ୍ରମିକଙ୍କୁ ଶନିବାର ସନ୍ଧ୍ୟା ସମୟରେ ଉଦ୍ଧାର କରିଥିବା ଜଣାଯାଇଛି । ସୂଚନା ଅନୁସାରେ ଲାଠୋର ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ
Read More...

ସୋହେଲାର କରଣ୍ଡୋଲା ଗ୍ରାମଠାରେ ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ

ବରଗଡ଼, (ହେମନ୍ତ ସାହୁ) : ସଂପ୍ରତି ବରଗଡ଼ ଜିଲ୍ଲାର ସୋହେଲା ବ୍ଲକର କରଣ୍ଡୋଲାଠାରେ ଶ୍ରୀ ଶ୍ରୀ ବିଶ୍ୱଶାନ୍ତି ହରି ମହାଯଜ୍ଞ ସମାରୋହ ଅବସରରେ ଇତି ମଧ୍ୟରେ ଚଳିତ ବର୍ଷ ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି । ଆତ୍ମା ବରଗଡ଼, ଓଡିଶା ମିଲେଟ୍ସ୍ ମିଶନ ଓ ୱାସନ୍‌ର ମିଳିତ ସହାୟତା ତଥା
Read More...

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେଳୁଆପଲ୍ଲୀରେ ବିଧାୟକଙ୍କ ଦ୍ଵାର ‘ଆମ ହସ୍ପିଟାଲ’ ଲୋକାର୍ପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୫-ଟି ଉପକ୍ରମରେ 'ଆମ ହସ୍ପିଟାଲ' ଯୋଜନାରେ ୧୫ଟି ଜିଲ୍ଲାରେ ୭୩ଟି ସରକାରୀ ହସ୍ପିଟାଲକୁ ରୂପାନ୍ତରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଏବଂ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ
Read More...

୫-ଟି ଉପକ୍ରମରେ ‘ଆମ ହସ୍ପିଟାଲ’ ଯୋଜନାରେ ଛତ୍ରପୁରର ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୫-ଟି ଉପକ୍ରମରେ "ଆମ ହସ୍ପିଟାଲ" ଯୋଜନାରେ ୧୫ଟି ଜିଲ୍ଲାରେ ୭୩ଟି ସରକାରୀ ହସ୍ପିଟାଲକୁ ରୂପାନ୍ତରଣ କରାଯାଇଛି । ୫-ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଆୟୋଜିତ ଯୁବ ମହୋତ୍ସବ ‘ଉମଙ୍ଗ’ର ଦ୍ଵିତୀୟ ଦିବସରେ ବିଶ୍ଵବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୂର୍ବାଞ୍ଚଳ ଅନ୍ତଃ ବିଶ୍ୱବିଦ୍ୟାଳୟ ଯୁବ ମହୋତ୍ସବ ‘ଉମଙ୍ଗ’ ୨୦୨୪ର ଦ୍ୱିତୀୟ ଦିବସରେ ପ୍ରାୟ ୧୦ଟି କ୍ୟାଟେଗୋରିରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଏବଂ ବିଶ୍ଵବିଦ୍ୟାଳୟ ମାନଙ୍କ ଦ୍ଵାରା
Read More...

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ନୁଆପଡା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ମଙ୍ଗଳ ଅଧିକାରୀ କାର୍ଯ୍ୟାଳୟ ତରଫରୁ କୁକ୍ କମ୍ ଆଟେଣ୍ଡେଣ୍ଟ(ସିସିଏ) ମାଧବ ଶବରଙ୍କୁ ବିନା କାରଣରେ ଚାକିରୀରୁ ବାହାର କରିଥିବା ଅଭିଯୋଗ କରିଛନ୍ତି । ଏହାର ପ୍ରତିବାଦରେ ଯୁବକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କରିଥିଲେ ।
Read More...

‘ଆମ ହସ୍ପିଟାଲ’ ଲୋକାର୍ପିତ : ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

ଲୋକମତକୁ ମିଳିଛି ସମ୍ମାନ, ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ ହୋଇଛିସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ, ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ
Read More...

ତେନ୍ତୁଳିଖୁଣ୍ଟିର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡବାହାଲ ପଞ୍ଚାୟତ ତେନ୍ତୁଳିଖୁଣ୍ଟି ଗ୍ରାମର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ବଡ଼ ପୁଅ ବାସୁଦେବ, ତିନି ଝିଅ, ଜ୍ୱାଇଁ, ନାତି ନାତୁଣୀ, ଜ୍ଞାତିପରିଜନ
Read More...

ଅମଠି ଗ୍ରାମ ପଞ୍ଚାୟତରେ ସଚେତନତା କାର୍ଯ୍ୟକ୍ରମ : ବରଗଡ଼ ଜିଲ୍ଲା ଚମ୍ପିୟାନ ମହିଳା କ୍ରିକେଟ ଦଳକୁ ସମ୍ବର୍ଦ୍ଧିତ କଲେ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଅମଠି ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅମଠି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗ
Read More...

ବାନ୍ଦୁପଳା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ପ୍ରୟାସ ପକ୍ଷରୁ ମୁରିବାହାଲ ବ୍ଲକ ବାନ୍ଦୁପଳା ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶାର ଆୟୋଜକ ତଥା
Read More...