ବାଙ୍କେଲ ଗ୍ରାମରେ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବାଙ୍କେଲ ଗ୍ରାମଠାରେ ବାଙ୍କେଲ ପଞ୍ଚାୟତ ଓ ପତ୍ରାପାଲି (ଖ) ପଞ୍ଚାୟତକୁ ନେଇ କଂଗ୍ରେସର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ!-->…
Read More...
Read More...