Monthly Archives

February 2024

ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ବଲାଙ୍ଗିର ବନ୍ଦ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅନ୍ନଦାତା କୃଷକମାନଙ୍କର ବନ୍ଦ ଡାକରାକୁ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ ପକ୍ଷରୁ ସମର୍ଥନ କରାଯାଇଛି । ସକାଳୁ ସ୍ଥାନୀୟ ରାମ ମନ୍ଦିରଠାରୁ ବଲାଙ୍ଗିର ଜିଲ୍ଲା କିଷାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ରଙ୍କ ନେତୃତ୍ୱରେ ଏକ ବାଇକ ରାଲି ବାହାରି
Read More...

ଅଗ୍ନିବୀର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ ନାମ ପଞ୍ଜିକରଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ରାଲି ଅଗ୍ନିପଥ ଯୋଜନାରେ ୨୦୨୪ ବର୍ଷ ଚୟନ ପ୍ରକ୍ରିୟା ନିମନ୍ତେ ଅନଲାଇନ ନାମ ପଞ୍ଜିକରଣ ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ସୁବର୍ଣ୍ଣପୁର ଜିଲ୍ଲାର ଇଚ୍ଛୁକ ଯୋଗ୍ୟ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଶିବତଲା ସ୍ଥିତ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସପ୍ତାହବ୍ୟାପୀ ଚାଲିଥିବା ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ କୃପାସିନ୍ଧୁ ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ଅଧ୍ୟାପକ ବିରେନ୍ଦ୍ର
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟ୍‌ବଲ୍‌

କଟକ ରୋଭର୍ସକୁ ହରାଇ ଏଲ୍‌ଏସ୍‌ ସୁନ୍ଦରଗଡ ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ସିସିଏଫ୍‌ଏ
Read More...

କର୍ଲାମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୧୮ତମ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସଭାପତି ସୁଦର୍ଶନ ସାହୁ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ଛତ୍ରପୁର ଏନ୍‌ଏସି ପକ୍ଷରୁ ‘ନବୀନ ଓଡିଶା’ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୁଲ୍ୟରେ ଗୁରୁବାର ଟାଉନ୍ ହଲ୍‌ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ରିକାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମୁଖ୍ୟ ସଡ଼କପଥରେ ଅବସ୍ଥାପିତ ରିକାପଲ୍ଲୀ ଉଚ୍ଚ-ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସାଂସ୍କୃତିକ ସମ୍ଭାର ମଧ୍ୟରେ ଶୁକ୍ରବାର ପାଳିତ ହୋଇଯାଇଛି । ଏହି ଆନୁଷ୍ଠାନିକ ସମାରୋହରେ ଛତ୍ରପୁର ଗୋଷ୍ଠୀ
Read More...

ସିରୋଲ ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଗ୍ରାମ ପଂଚାୟତ ସଦରମହକୁମାଠାରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ପାଳିତ "ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ପଂଚାୟତସ୍ତରୀୟ ସଚେତନତା ସଭା" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଘୁଷୁରାମୁଣ୍ଡା ଗ୍ରାମରେ ୨ୟ ବାର୍ଷିକ ଗୋପାଳ କାଣ୍ଡ ସ୍ମାରକୀ ଫୂଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଉଦ୍‌ଘାଟନୀରେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମ ପଂଚାୟତର ଘୁଷୁରାମୁଣ୍ଡା ଗ୍ରାମର ଖେଳ ପଡିଆରେ ଶୁକ୍ରବାର ଦିନ ୨ୟ ବାର୍ଷିକ ଗୋପାଳ କାଣ୍ଡ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ଦେବଙ୍ଗ ଦଳ ବିଜୟୀ
Read More...

ଜଙ୍ଗଲ ଜମି ଯୋଜନାକୁ ସଠିକ ଭାବେ କାର୍ଯ୍ୟକାରୀ କରିବା ଦାବିରେ ମୁରିବାହାଲ ବ୍ଲକ ଅଫିସ ସମ୍ମୁଖରେ ଜିନ୍ଦାବାଦ ସଙ୍ଗଠନର…

ମୌଳିକ ସୁବିଧାରୁ ବଞ୍ଚିତ ୯ଟି ଅଣରାଜସ୍ଵ ଗ୍ରାମଦାବୀପୂରଣ ନ ହେଲେ ଭୋଟ ବର୍ଜନ ଚେତାବନୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ, ହଳଦୀ ଓ ମାଳିଶିରା ପଞ୍ଚାୟତର ଜଙ୍ଗଲ ଅଞ୍ଚଳରେ ରହୁଥିବା ପେରୁଆମାଲ, ସୁକୁନିପଦର, ବେହେରାଖାଇ, କକଡାପଦର,
Read More...