Monthly Archives

February 2024

ଆସନ୍ତାକାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତାକାଲି ଶୁକ୍ରବାର ଦିନ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଦାବି ଓ ଉତ୍କଟ ବେକାରୀ ସମସ୍ୟା ଏବଂ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୁଦ୍ଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦକୁ ଭାରତୀୟ ଜାତୀୟ କଂଗ୍ରେସ ଦଳ
Read More...

ରଙ୍ଗେଇଲୁଣ୍ଡା ଗ୍ରାମପଞ୍ଚାୟତଠାରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ରଙ୍ଗେଇଲୁଣ୍ଡା ଗ୍ରାମପଞ୍ଚାୟତଠାରେ "ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ" କାର୍ଯ୍ୟକ୍ରମ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ମାଣିକେରା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଫଗୁଣ ପାତ୍ରଙ୍କ
Read More...

ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମୁନିଦା ଗ୍ରାମପଂଚାୟତର ମୋହନପୁର ଗ୍ରାମର ଆରାଧ୍ୟ ଠାକୁରାଣୀ ମା' କ୍ଷେତ୍ରପାଳୀଙ୍କ ପୀଠସ୍ଥଳୀରେ ଅଷ୍ଟପ୍ରହରୀ ନମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । କଳସ ଯାତ୍ରା, ପଣ୍ଡିତ ପୁରୋହିତମାନଙ୍କ ଦ୍ଵାରା ମଙ୍ଗଳ ଆରତୀ, ସୂର୍ଯ୍ୟପୂଜା
Read More...

ମା’ ମଙ୍ଗଳାଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମପଂଚାୟତର ନୂଆଗଡ(ମୂଳାପଦା)ଗ୍ରାମର ଆରଧ୍ୟ ଦେବୀ ମା' ମଙ୍ଗଳାଙ୍କର ନବ ନିର୍ମାଣ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ ସମୟରେ ୨୬ଜଣ ବ୍ରତୀଧାରୀମାନେ ଲୁଣା ନଦୀରୁ କଳସ
Read More...

ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସିସିଏଫ୍‌ଏ ବଲାଙ୍ଗିରକୁ ହରାଇ ସମ୍ବଲପୁର ଫାଇନାଲରେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିସିଏଫ୍‌ଏ କଲେଜଛକ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ମିଶନ ହାଇସ୍କୁଲ ପଡିଆଠାରେ ଦ୍ୱିତୀୟ ସିସିଏଫ୍‌ଏ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ସିସିଏଫ୍‌ଏ ସଭାପତି ସୁରେନ୍ଦ୍ର ନାଗଙ୍କ ତତ୍ତ୍ୱାବଧାନରେ
Read More...

ସିନାପାଲି ଶିଶୁ ମନ୍ଦିରର ରଜତ ଜୟନ୍ତୀ

ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ରଜତ ଜୟନ୍ତୀ ଉତ୍ସବର ଦ୍ୱିତୀୟ ସାଂସ୍କୃତିକ ସଭାରେ ପାଳନ କମିଟି ସଭାପତି ନନ୍ଦ କୁମାର ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ସୁଜିତ କୁମାର ଓ ମୁଖ୍ୟବକ୍ତା
Read More...

ବିଶ୍ୱ ହିପ୍ପୋ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଫେବୃଆରୀ ୧୫ ବିଶ୍ୱ ହିପ୍ପୋ ଦିବସ । ବିଶ୍ୱର ବୃହତ୍ତମ ସ୍ତନ୍ୟପାୟୀ ପ୍ରାଣୀମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ଜଳ ହସ୍ତୀ । ଏହି ଜୀବର ସମ୍ମାନାର୍ଥେ, ଫେବୃଆରୀ ୧୫କୁ ପ୍ରତିବର୍ଷ "ବିଶ୍ୱ ହିପ୍ପୋ ଦିବସ" ଭାବରେ ମନୋନୀତ କରାଯାଇଛି । ୩୦ରୁ ଅଧିକ
Read More...

‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଯୋଗାଯୋଗ ହେଉଛି ବିକାଶର ଆଧାର, ଆମ ଅର୍ଥନୀତିର ମୁଖ୍ୟ ଶକ୍ତି, ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବା ପାଇଁ ବ୍ୟାପକ ସଚେତନତା ଆବଶ୍ୟକ : ମୁଖ୍ୟମନ୍ତ୍ରୀସହରର ପରିଚୟ ସୃଷ୍ଟି କରିବାରେ ବସ୍‌ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ, ବସ୍‌ ଷ୍ଟାଣ୍ଡ ଗୁଡିକ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ସାମୂହିକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁ ଯୋଗଦେଇ ଶିଶୁ ଶିକ୍ଷାରେ ମା'ମାନଙ୍କ ଭୂମିକା ବିଷୟରେ ଆଲୋକପାତ
Read More...