Monthly Archives

February 2024

ବଲାଙ୍ଗିର ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ

ପୃଷ୍ଠପୋଷକତା, ଆଶୀର୍ବାଦ, ଗ୍ରୀନ୍ ପେସେଜ, ସୁଦକ୍ଷା ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସଚେତନତା ଶିବିର ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ବ୍ଲକ ପ୍ରାଙ୍ଗଣଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ
Read More...

ଶୁକ୍ରବାରଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ଚାଲିବ ପରୀକ୍ଷା । ମୋଟ୍ ୧୯ଟି ସିଟିଂରେ ପରୀକ୍ଷା ହେବ ।
Read More...

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆର୍‌ଟିଓ । ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆର୍‌ଟିଓ ବସନ୍ତ
Read More...

ଭାରସାମ୍ୟ ହରାଇ ଓଲଟିଲା କାର୍

କଟକ : କଟକ ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାର୍ । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ସୂଚନାଯୋଗ୍ୟ ଯେ, କଟକ ତେଲେଙ୍ଗାପେଣ୍ଠ ନିକଟରେ ଓଲଟିପଡିଛି କାର୍ । ଦୁର୍ଘଟଣା ପରେ କାର୍‌ଟି ଜାତୀୟ ରାଜପଥ କଡ଼କୁ ଓଲଟି ପଡ଼ିଥିବା ସୂଚନା ମିଳିଛି । କାର୍
Read More...

ରାଜ ବୋରାସମ୍ବର ବ୍ଲକ ସ୍ତରୀୟ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବେଟି ବଚାଓ ବେଟି ପଢ଼ାଓ ଓ ବ୍ଲକ ସ୍ତରୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମାର୍ଦ୍ଧରେ ଚାରିଗୋଟି ଜୋନର ବାଳିକାମାନଙ୍କ ମଧ୍ୟରେ ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ଫୁଟବଲ ମ୍ୟାଚ୍‌ ଅନୁଷ୍ଠିତ
Read More...

ବକବାହାଲ ବିଦ୍ୟାଳୟରେ ଫାଇଲେରିଆ ନିରାକରଣ ସଚେତନତା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଞ୍ଚଳରେ ଫାଇଲେରିଆ ରୋଗକୁ ସମୂଳେ ନାଶ କରିବାକୁ ସରକାରଙ୍କ ତରଫରୁ ଚଳିତ ମାସ ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ଚାଲିଛି । ଏହି ପରିପ୍ରେକ୍ଷୀରେ ତୁରେକେଲା କ୍ଲଷ୍ଟର ଅନ୍ତର୍ଗତ ବକବାହାଲ
Read More...

ସର୍ଚ୍ଚ ଅପରେସନ ଜାରି ରହିଥିବା ସମୟରେ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ

ବଲାଙ୍ଗିର, (କେପିଏନ୍‌ଏସ୍‌) ସର୍ଚ୍ଚ ଅପରେସନ ଜାରି ରହିଥିବା ସମୟରେ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ । ଏଭଳି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲାରେ ଘଟିଥିବା ଖବର ମିଳିଛି । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ନାଲିକୁମ୍ପା ଜଙ୍ଗଲରେ ଏସ୍‌ଓଜି ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି
Read More...

ଦେଢଗାଁ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଦେଢ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ
Read More...

ପୋଲିସ-ମାଓବାଦୀ ମୁହାଁମୁହିଁ

ବୌଦ୍ଧ : ବୌଦ୍ଧ ନଳୀକୁମ୍ଫା ବଲମ୍‌ ତୁମା ଜଙ୍ଗଲରେ ଏନ୍‌କାଉଣ୍ଟର । ପୋଲିସ-ମାଓବାଦୀ ମୁହାଁମୁହିଁ । ପୋଲିସ-ମାଓବାଦୀଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଏହି ଗୁଳିବିନିମୟରେ ୨ଜଣ ଏସ୍‌ଓଜି ଯବାନ ଗୁରୁତର ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, ନଳୀକୁମ୍ପା ବଲମ୍ ତୁମା ଜଙ୍ଗଲରେ କିଛି
Read More...

ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ ବସ୍

କାମାକ୍ଷାନଗର : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ ବସ୍ । ୫ ଛାତ୍ରଛାତ୍ରୀ ଆହତ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ନିକଟ କନ୍ତୁର ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନାଅନୁଯାୟୀ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ନିକଟ କନ୍ତୁର ଗାଁରୁ ଛାତ୍ରଛାତ୍ରୀଙ୍କୁ ନେଇ ବାରିହାପୁର ଯିବାବେଳେ ଓଲଟିପଡ଼ିଲା
Read More...