Monthly Archives

February 2024

ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ମଦନପୁରର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିର ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ
Read More...

କର୍ଣ୍ଣେଲ ୟୁ-୨୩ ସି.କେ. ନାଇଡୁ ଟ୍ରଫି ଗାନ୍ଧି ଷ୍ଟାଡିୟମରେ

ଓଡିଶା ବନାମ ପଞ୍ଜାବ ମଧ୍ୟରେ ତା.୧୮ରୁସଂସଦର ବାର୍ଷିକ ସାଧାରଣ ପରିଷଦ ବୈଠକ ଆୟୋଜିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ୍‌ ଏବଂ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ତଥା କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ରଙ୍କ ଅଧ୍ୟକ୍ଷତା ଓ ସାଧାରଣ
Read More...

ସାଇଟ ନର୍ସିଂ କଲେଜର ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ସମାବର୍ତ୍ତନ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ସ୍ଥିତ ସାଇଟ ନର୍ସିଂ କଲେଜର ସମସ୍ତ ଏମ୍‌.ଏସ୍‌.ସି (ନର୍ସିଂ) ଉର୍ତ୍ତୀଣ୍ଣ ହୋଇଥିବା ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର
Read More...

ଗୋଇମୁଣ୍ଡରେ ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ତଥା ଗ୍ରାମାଞ୍ଚଳର ଭିତ୍ତିଭୂମିର ବିକାଶ "ଆମ ଓଡ଼ିଶା ନବୀନ ଓଡିଶା" କାର୍ଯ୍ୟକ୍ରମ ଗୋଇମୁଣ୍ଡ ଖେଳ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଗୋଇମୁଣ୍ଡ ସରପଞ୍ଚ କାଳିଆ
Read More...

ପ୍ରଧାନ ଶିକ୍ଷକଙ୍କ ମାସିକ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନ ଶିକ୍ଷକମାନଙ୍କ ପଞ୍ଚମ ମାସିକ ସମ୍ମିଳନୀ ଆଜି ସରକାରୀ ଉଚ୍ଚ ବିଦ୍ୟାଳୟ ଗୌରେନମୁଣ୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ଗାଇସିଲାଟ ବ୍ଲକ ଶିକ୍ଷା ଅଧିକାରୀ ରାମଲାଲ ବରିହା ଏହି କର୍ମଶାଳାଟିକୁ
Read More...

ଗ୍ୟାସ୍‌ ସିଲିଣ୍ଡର ଫାଟି ୬ ଜଣ ଗୁରୁତର, ସମସ୍ତଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ୍‌ କଲେଜ୍‌ ଓ ହସ୍‌ପିଟାଲ୍‌କୁ…

ବେଲପଡା, (ଅଶୋକ କୁମାର ବାଗ) : ବେଲପଡା ଥାନା ଅନ୍ତର୍ଗତ କାନୁଟ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ୬ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୫ଟା ସମୟରେ କାନୁଟ ଗ୍ରାମର ଉପରପଡାଠାରେ ମହେ ଅଦାଙ୍କ ଘରେ ସମସ୍ତେ ମିଶି ଟିଭି
Read More...

ଦ୍ୱିତୀୟ ଥର ପାଇଁ ବିଜେଡି ବ୍ଲକ୍ ସଭାପତି ହେଲେ ଗୋବିନ୍ଦ ପ୍ରସାଦ ଶତପଥୀ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ବିଭିନ୍ନ ବ୍ଲକ୍ ଓ ଏନ୍‌ଏସ୍‌ସି ପାଇଁ ସଭାପତି ଘୋଷଣା କରାଯାଇଛି । ଏଥିରେ ମ.ରାମପୁର ବ୍ଲକ୍‌ର ବିଜେଡି ସଭାପତି ଭାବରେ ଦ୍ୱିତୀୟ ଥର ପାଇଁ ଗୋବିନ୍ଦ ପ୍ରସାଦ ଶତପଥୀଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଛି । ପୂର୍ବରୁ ମଧ୍ୟ ଶ୍ରୀ ଶତପଥୀ ବ୍ଲକ୍
Read More...

ବରଗଡ଼ ବିକାଶ ଫାଷ୍ଟଷ୍ଟେପ୍‌ରେ ବାର୍ଷିକମେଳା ଏକ୍ସପ୍ଲୋରିକା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ବିକାଶ ଫାଷ୍ଟଷ୍ଟେପରେ ବାର୍ଷିକ ମେଳା ଏକ୍ସପ୍ଲୋରିକା ଅତି ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରଗଡ଼ ଡିଇଓ ମିତ୍ରଭାନୁ କଚ୍ଛପ, ବିକାଶ ଗ୍ରୁପ ଅଫ୍ ଇନ୍ସିଚ୍ୟୁଟ୍‌ର ଡାଇରେକ୍ଟର ଡି. ନାଗେଶ୍ୱର ରାଓ, ମେନେଜିଂ
Read More...

ପଞ୍ଚମ ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ନିଶାମଣି ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇଙ୍କ ସଭାପତିତ୍ୱରେ ପଞ୍ଚମ ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ରୋଜାଳିନ ମିଶ୍ର ଅତିଥି ପରିଚୟ ପ୍ରଦାନ
Read More...

ଜାତୀୟ କୃମିନାଶକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ପ୍ରମୋଦ ନାଥ, ଶ୍ରୀମତୀ ନନ୍ଦିନୀ ମିଶ୍ର ଓ ଲେଖ୍ରୃ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ଛାତ୍ରଛାତ୍ରୀଙ୍କୁ କୃମି ଔଷଧ
Read More...