ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀଙ୍କ କଳାବ୍ୟାଚ୍ ପିନ୍ଧି ପ୍ରତୀକ ଧାରଣା
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀମାନେ ୬୬୨ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କ ଫେବୃୟାରୀ ୫ ଓ ୬ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ!-->…
Read More...
Read More...