Monthly Archives

February 2024

ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କିଶୋର ନ୍ୟାୟ ଆଇନ୍ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କିଶୋର ନ୍ୟାୟ ଆଇନ୍ ଉପରେ ସଚେତନତା କାର୍ଯ୍ୟକ୍ରମ ରଶ୍ମି ସାହୁଙ୍କ ସଭାପତିତ୍ୱରେ ସେବା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣାର
Read More...

ବିଶ୍ଵ କର୍କଟ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ କମ୍ୟୁନିଟି ହେଲ୍‌ଥ୍‌ ଅଫିସର ଦୀପକ ସାହୁଙ୍କ ସଂଯୋଜନାରେ ଏକ କର୍କଟ ସଚେତନତା କାର୍ଯ୍ୟକ୍ରମ ତଥା ବିଶ୍ଵ କର୍କଟ ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶ୍ରୀ ସାହୁ କର୍କଟର କାରଣ ଓ
Read More...

କାର୍‌ ଧକ୍କାରେ ଯୁବକ ମୃତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର-କୁଟ୍ରୁ ଛକ ରାସ୍ତାର ବଡକୁଟ୍ରୁ ହୋମିଓପାଥି ଚିକିତ୍ସାଳୟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ କଲମପୁର ବ୍ଲକ ସାନକୁଟ୍ରୁ ଗ୍ରାମର ବଳିଷ୍ଠ କୁମାର (୪୫) ନାମକ
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଶିକ୍ଷକଙ୍କୁ ଗାଁରେ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଂଚାୟତ ମଲକାସଡା ଗ୍ରାମର ଜଣେ ଶିକ୍ଷକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଯୋଗୁଁ ଗାଁରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମଲକାସଡା ଗାଁର ଡିଲୁ ସାହୁ ନୂଆପଡା ଜିଲ୍ଲା କୋମନା ବ୍ଲକ
Read More...

ଗ୍ରାମସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ କର୍ମଶାଳା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସଭାଗୃହରେ ଗ୍ରାମ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ କର୍ମଶାଳା ଜିଲ୍ଲା ଜରୁରୀ କାଳୀନ ବିଭାଗ ସହାୟତାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ
Read More...

ଶିକେର୍‌ପାଟ୍‌ ମହୋତ୍ସବ ଉଦଯାପନୀ ଉତ୍ସବରେ ବରୁଆ ବେଶରେ ଶିକେର୍‌ପାଟ୍‌ ଦେବତାଙ୍କ ଆବିର୍ଭାବ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଖଡଙ୍ଗା ଅଞ୍ଚଳ (ଗମ୍ଭାରିଗୁଡା, ବିରାମୁଣ୍ଡା, ଜାମୁଟ, ଘୁନା ଗ୍ରାମପଞ୍ଚାୟତ)ର ଆନୁକୂଲ୍ୟରେ ଘୁନା ବିଜୁ ପଟ୍ଟନାୟକ ଖେଳ ପଡିଆଠାରେ ଆୟୋଜିତ ଶିକେର୍‌ପାଟ୍‌ ମହୋତ୍ସବ ଉଦ୍‌ଯାପନୀ ଉତ୍ସବ
Read More...

ପଦ୍ମପୁର ବିଜେପି ପକ୍ଷରୁ ଚାଏ ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସହରର କଚେରୀ ଛକଠାରେ ଭାରତୀୟ ଜନତା ପାର୍ଟି ତରଫରରୁ ଚାଏ ପେ ଚର୍ଚ୍ଚା କାର୍ଯ୍ୟକ୍ରମ କରାଯାଇଥିଲା । ଏହି ଅବସରରେ ପ୍ରିୟ ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ବରିଷ୍ଠ ନେତା ରାମକୃଷ୍ଣ ପୁରୋହିତ, ନଗର ସଭାପତି ସୁନିଲ ଅଗ୍ରୱାଲ
Read More...

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେଲେ ସଞ୍ଜୟ ଜାଜୁ

ନୂଆଦିଲ୍ଲୀ, (ପିଆଇବି) : ସଞ୍ଜୟ ଜାଜୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୧୯୯୨ ବ୍ୟାଚ୍ ତେଲଙ୍ଗାନା କ୍ୟାଡରର ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ । ଶ୍ରୀ ଜାଜୁ ଦାୟିତ୍ୱ ଗ୍ରହଣ କରିବା ସମୟରେ ମନ୍ତ୍ରଣାଳୟର ପୂର୍ବତନ ସଚିବ ଅପୂର୍ବ
Read More...

ଆଦିବାସୀ କଲ୍ୟାଣ ସଂଘର ମହାସମ୍ମିଳନୀ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସ୍ଥିତ ରାଜା ଏଟି ହାଇସ୍କୁଲ ଖେଳ ପଡ଼ିଆରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଆଦିବାସୀ ମହାସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମା' ସମଲେଶ୍ୱରୀ ମନ୍ଦିରରୁ ପୂଜାର୍ଚ୍ଚନା ପରେ ହଜାର ହଜାର ଆଦିବାସୀଙ୍କ ଦ୍ୱାରା ଏକ
Read More...

ଆଗଲପୁରରେ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ହାଇସ୍କୁଲ ପଡିଆରେ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଆଗଲପୁର ଫୁଟବଲ ଆସୋସିଏସନ୍‌ ଆନୁକୁଲ୍ୟରେ ଏହି ଟୁର୍ଣ୍ଣାମେଣ୍ଟଟି ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଦ୍ମପୁର, ସୁନ୍ଦରଗଡ, ଭିଲାଇ,
Read More...