Monthly Archives

February 2024

ନଅଗାଁ (ଖ)ରେ ଜୋନ୍‌ସ୍ତରୀୟ କର୍ମଶାଳା

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ ଜୋନ୍‌ -୨ ବିଜେପି ମଣ୍ଡଳ ସଭାପତି ପିତାମ୍ବର କଣ୍ଟାଙ୍କ ନେତୃତ୍ୱରେ ଜୋନ୍‌ସ୍ତରୀୟ କର୍ମଶାଳା ନଅଗାଁ (ଖ) ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେପିର ଆଗାମୀ କାର୍ଯ୍ୟପନ୍ଥା ତଥା ଗାଁଓ ଚଲୋ, ବୁଥ୍‌ ଚଲୋ ଅଭିଯାନ
Read More...

ଚାରପାଲି ଗ୍ରାମରେ ମହାଦେବ ସ୍ପୋଟିଂ ତରଫରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଚାରପାଲି ଗ୍ରାମରେ ୨ୟ ମହାଦେବ ସ୍ପୋଟିଂ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଫାଇନଲ୍‌ ଖେଳରେ ବୁଧପାଲି ଓ କେଲେଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ କେଲେଣ୍ଡା ଦଳ ବେଟିଂ କରି ୭ ଓଭର୍‌ରେ ୬୩
Read More...

ସନ୍‌ରାଇଜ୍‌ କପ୍ କ୍ରିକେଟ୍ ଉଦ୍‌ଯାପିତ : ଭେଉଁରିଆ ଚମ୍ପିୟାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ଜମଲାଠାରେ ଚାଲିଥିବା ୨୪ତମ ସନ୍‌ରାଇଜ୍ କପ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ରବିବାର ଅନୁଷ୍ଠିତ ଫାଇନାଲ୍‌ ମ୍ୟାଚ୍‌ରେ ମେଲଛାମୁଣ୍ଡା ଦଳକୁ ହରାଇ ଭେଉଁରିଆ ଦଳ ଚମ୍ପିୟାନ ହୋଇଛନ୍ତି । ମ୍ୟାଚ୍‌ ପରେ ଅନୁଷ୍ଠିତ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଛାତ୍ରଛାତ୍ରୀ ଦେଲେ ଗିନିଜ୍‌ ବୁକ୍‌ ରେକର୍ଡର ଫଳକ

ମୋ କଥା ମୋ କାହାଣୀ ଲେଖି ଛାତ୍ରଛାତ୍ରୀ ରଚିଥିଲେ ବିଶ୍ୱରେକର୍ଡବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବିଦ୍ୟାଳୟସ୍ତରରେ ଅନୁଷ୍ଠିତ ହେଉଥିଲା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଭୁବନେଶ୍ୱର : ଓଡ଼ିଶା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍‌ଯାପିତ ହୋଇଯାଇଛି । କଟାପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଧ୍ୟାପିକା ଡ଼. ଭଗବତୀ କର ପଶ୍ଚିମ ଓଡ଼ିଶା ପରିପ୍ରେକ୍ଷୀରେ କହିଲେ
Read More...

ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ଡକ୍ଟର ବାବାସାହେବ ଭୀମ ରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ

ଡକ୍ଟର ଆମ୍ବେଦକରଙ୍କ ଜୀବନ ଓ ଆଦର୍ଶକୁ ନେଇ କରାଯିବ ସ୍ଵତନ୍ତ୍ର ଗ୍ୟାଲେରୀ ଭୁବନେଶ୍ୱର : ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ସାରସ୍ୱତ ସାଧକ ସମ୍ମାନ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଆ ଭାଷା ଭାରତର ଏକ ପ୍ରାଚୀନ ଓ ସମୃଦ୍ଧ ଭାଷା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଓ ନିଷ୍ଠା ଯୋଗୁଁ ଓଡିଆ ଭାଷା ଭାରତର ଷଷ୍ଠ ଶାସ୍ତ୍ରୀୟ ଭାଷା ଭାବରେ ସ୍ୱିକୃତି ଲାଭ କରିଛି । ଓଡିଆ ଭାଷା ପ୍ରତିଷ୍ଠାନ ସ୍ଥାପନ କରାଯାଇଛି । ଓଡିଆ ଉତ୍କର୍ଷ
Read More...

ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳକୁ ନେଇ ବୈଠକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲିଗୁଡା ଏବଂ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କିଛି ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ନେଇ ଏକ ରାଜନୈତିକ ଦଳୀୟ ବୈଠକ ଅନୁଷ୍ଠିତ
Read More...

ସଇଁତଲାରେ ୯ କୁଣ୍ଡୀୟ ଗାୟତ୍ରୀ ଯଜ୍ଞ : ଦ୍ଵିତୀୟ ଦିନରେ ଗୋଟିଏ ଯୋଡି ବିବାହ, ୮ ଜଣ ମୁଣ୍ଡନ ଓ ୧୧ ଜଣ ଦୀକ୍ଷା ଗ୍ରହଣ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଅଖିଳ ବିଶ୍ୱ ଗାୟିତ୍ରୀ ପରିବାର ଆନୁକୂଲ୍ୟରେ ହାଟପଦାଠାରେ ନଅ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ ହୋଇଯାଇଛି । ଏଥିରେ ଗାୟିତ୍ରୀ ପରିବାର ପୂଜକ ସୁଶାନ୍ତ ମାଝୀଙ୍କ ତତ୍ତ୍ୱାବଧାନରେ ପୂଜାର୍ଚ୍ଚନା କାର୍ଯ୍ୟ ସମାପନ ହୋଇ ଥିବାବେଳେ
Read More...

ସଂକୀର୍ତ୍ତନ୍ୟ କଳା ସଂସ୍କୃତି ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଗଲପୁର କଲ୍ୟାଣ ମଣ୍ଡପଠାରେ ସଂକୀର୍ତ୍ତନ୍ୟ କଳା ସଂସ୍କୃତି ସଂଘର ସଭାପତି ଜିତେନ୍ଦ୍ର କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଗଲପୁର ବ୍ଲକର ସଂକୀର୍ତ୍ତନ୍ୟ କଳାକାରମାନଙ୍କୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲା ପରିଷଦ
Read More...