Monthly Archives

February 2024

କଳାହାଣ୍ଡି ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆୟୋଜିତ

କଳାହାଣ୍ଡି, (ପି.କେ. ସାହୁ) : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ସମଗ୍ର ଶିକ୍ଷା, କଳାହାଣ୍ଡି ପକ୍ଷରୁ ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସ୍ଥାନୀୟ ବ୍ରଜମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ଉଦ୍‌ଘାଟନୀ ସମାରୋହରେ ଜିଲ୍ଲା
Read More...

ଜିଲ୍ଲା ଅଭିଭାବକ ସଂଘ ବଲାଙ୍ଗିର ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଅଭିଭାବକ ସଂଘ ବଲାଙ୍ଗିର ତରଫରୁ ବଲାଙ୍ଗିରର ନୂତନ ଜିଲ୍ଲାପାଳଙ୍କଠାରେ ଏକ ସୌଜନ୍ୟମୂଳକ ତଥା ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା । ଉକ୍ତ ବିଷୟବସ୍ତୁକୁ ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କଠାରେ ବିସ୍ତୃତ ଆଲୋଚନା ପାଇଁ ସଂଘକୁ
Read More...

ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୪ : ବଲାଙ୍ଗିର ଗ୍ରୀନ୍‌ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମଠାରେ ଓଡିଶା କ୍ରିକେଟ ଏସୋସିଏସନ୍‌ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆଜିର ଏହି ଉଦ୍‌ଘାଟନୀ ମ୍ୟାଚ୍‌ ବଲାଙ୍ଗିର ଗ୍ରୀନ୍‌ ଦଳ ଟସ୍‌ ଜିଣି ପ୍ରଥମେ ବଲାଙ୍ଗିର ବ୍ଲୁ
Read More...

ମହିମୁଣ୍ଡାରେ କିଶୋର ନ୍ୟାୟ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ମହିମୁଣ୍ଡାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କିଶୋର ନ୍ୟାୟ ଆଇନ ଉପରେ ଅଧ୍ୟକ୍ଷ ଦୁର୍ଯ୍ୟୋଧନ ପଧାନଙ୍କ ସଭାପତିତ୍ୱରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଅରୁଣ ଖୁଆସ
Read More...

ବଲାଙ୍ଗିର ଫ୍ରେଣ୍ଡ୍‌ସ୍ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ସିଭିଲ୍‌ କୋର୍ଟ ନିକଟସ୍ଥ ଫ୍ରେଣ୍ଡ୍‌ସ୍‌ କ୍ଲବ ସଂଘ ପକ୍ଷରୁ ଚଳିତ ୬ ତାରିଖଠାରୁ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥିୀରାଜ ହାଇସ୍କୁଲ ପଡିଆଠାରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାର
Read More...

ଧାରଣାରେ ବସିଲେ ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ନେଇ ଆଜି ଏଲ୍‌ପିଜି ବୋଟଲିଂଗ ପ୍ଲାଣ୍ଟ ସମ୍ମୁଖରେ ଦାବୀ ପୁରଣ ପାଇଁ ଧାରଣାରେ ବସିଛନ୍ତି ଓଡିଶା ରାଜ୍ୟ ଉଜ୍ୱଳା କର୍ମଚାରୀ ସଂଘ । ସଂଘ ପକ୍ଷରୁ କୁହାଯାଇଛି ଯେ, କର୍ମଚାରୀଙ୍କ ବିଭିନ୍ନ ସମସ୍ୟାକୁ
Read More...

ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ ଓଡ଼ିଆ ଭାଷା
Read More...

ୟୁଜିଆଇଇର ଟେକ୍ନୋଫିନିଟି ୨୦୨୪ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରିଂ (ୟୁଜିଆଇଇ)ର ପ୍ରାକ୍ତନ ଛାତ୍ର ସଂଘଙ୍କ ବାର୍ଷିକୋତ୍ସବ ଟେକ୍ନୋଫିନିଟି ୨୦୨୪ ୟୁଜିଆଇଇ ପରିସରରେ ଅନୁଷ୍ଠିତ ହୋଇଯାଇଛି । ୟୁଜିଆଇଇ ପ୍ରାକ୍ତନ ଛାତ୍ର ସଂଘର ସଭାପତି ଆଦିତ୍ୟ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ
Read More...

ମଦନପୁର ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମଦନପୁର ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ କେତକୀ ଦାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ଜାତୀୟ କବାଡି ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଆକାଂକ୍ଷା ଭୋଇ କବାଡି ଖେଳରେ ଜାତୀୟ ସ୍ତରରେ ପ୍ରତିନିଧିତ୍ଵ କରି ଆଜି ପଦ୍ମପୁର ପହଞ୍ଚିବା ପରେ ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇ ଭେଉଁରିଆ ଛକଠାରେ ଫୁଲତୋଡା ଦେଇ ସ୍ଵାଗତ କରିବା ପରେ ତାଙ୍କୁ ସ୍କୁଲ
Read More...