Monthly Archives

February 2024

ଯୁବ ସମାଜସେବୀଙ୍କୁ ସହିଦ୍ ରଜନୀକାନ୍ତ ସେବା ସମ୍ମାନ -୨୦୨୪

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କର ତିରୋଧାନ ଦିବସ ଅବସରରେ ଗ୍ରାମୀଣ ସେବକ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର କସର୍ଦା ନିଆଳିଠାରେ ଗ୍ରାମୀଣ ମହୋତ୍ସବ ଏବଂ ତ୍ରିଦିବସୀୟ ଗାନ୍ଧୀ ସେବା ଶିବିର କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ପାଟଣାଗଡ଼, (ପୁସ୍ତମ ଯୁଆଡ଼ି) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ଝିଅମାନଙ୍କ ପାଇଁ ହେଉଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି କ୍ରମରେ ଅନୁଷ୍ଠିତ ସଭାରେ କଲେଜ
Read More...

ଦ୍ୱାରଶୁଣି ଘାଟିରେ ସିରିଜ୍‌ ଦୁର୍ଘଟଣା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ସିରିଜ୍‌ ଦୁର୍ଘଟଣା । ଖବର ଅନୁଯାୟୀ କେନ୍ଦୁଝରରୁ ଲୁହାପଥର ବୋଝେଇ ଟ୍ରକଟି ଖଡ଼ଗପୁର ଅଭିମୁଖେ ଯାଉଥିଲା । ଏହି ସମୟରେ ଘାଟି ବାଙ୍କ ରାସ୍ତାରେ ଅନ୍ୟ ଏକ ଲୁହାପଥର ବୋଝେଇ ଟ୍ରକକୁ ଓଭରଟେକ୍‌ କରୁଥିଲା । ହେଲେ ଗାଡିଟି
Read More...

ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିିଁ : ୧ ମାଓବାଦୀ ନିହତ

ବାଲିଗୁଡ଼ା : କନ୍ଧମାଳ ଏସ୍‌ପି କମ୍ବେରିକିଆ ଜଙ୍ଗଲରେ କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ଏକ କ୍ୟାମ୍ପ ଚାଲିଥିଲା । ଯାହାର ଗୁଇନ୍ଦା ସୂଚନା ଆଧାରରେ ଉକ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କୁମ୍ବିଂ । ଏହି କୁମ୍ବିଂ ସମୟରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ
Read More...

ଚାଷ ଜମିରେ ପଡିଛି ମୃତଦେହ

କାଲିମେଳା : ପୂର୍ବଶତ୍ରୁତାକୁ କେନ୍ଦ୍ର କରି ହତ୍ୟା । ମାଲକାନଗିରି ପାଲାଗୁଡ଼ା ଗାଁର ଏକ ଚାଷ ଜମିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖିଥିଲେ କିଛି ଲୋକେ । ଏହାପରେ ତୁରନ୍ତ ପୋଲିସ ଓ ମୃତକଙ୍କ ପରିବାରକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ପଡିଆ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି
Read More...

ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରୁଚିପୂର୍ଣ୍ଣ କଳାକୃତି ପାଇଁ ପୂର୍ତ୍ତ ବିଭାଗକୁ ଧନ୍ୟବାଦ ଜଣାଇଲେ ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି । ବିଶ୍ୱ ଓଡିଆ ଭାଷା ସମ୍ମିଳନୀର
Read More...

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ପାଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପ-ବାଚସ୍ପତି ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ
Read More...

ଆରୁହାବୃତ୍ତି ନଂ-୧ ଗ୍ରାମପଞ୍ଚାୟତରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଳିତ

ଭୋଗରାଇ, (ଶିବନାରାୟଣ ପାତ୍ର) : ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଓ ସ୍ୱତନ୍ତ୍ର ଓଡ଼ିଆ ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ମାତୃଭାଷା ଓଡ଼ିଆ ଭାଷା ବିକାଶ ନିମନ୍ତେ ଏକ ଅନନ୍ୟ ଅଙ୍ଗୀକାର ବଦ୍ଧତା ବୋଲି ଆଜି ଆରୁହାବୃତ୍ତି-୧ ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ସାରସ୍ୱତ
Read More...

ମୁରିବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ମୁରିବାହାଲ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବ ଶନିବାର ରାତ୍ରିରେ ତୃତୀୟ ଦିବସର ବିଭିନ୍ନ କାର୍ଯ୍ୟକ୍ରମ ସହ ଉଦ୍‌ଯାପିତ ହୋଇଯାଇଛି । ମହୋତ୍ସବ କମିଟି
Read More...

ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀ ଅବସରରେ ଆଶୁକବି ହେମନ୍ତ ଦାଶଙ୍କୁ ଗୁଡଖାପଲା ଗ୍ରାମପଞ୍ଚାୟତ ତରଫରୁ ସମ୍ବର୍ଦ୍ଧନା…

ଦେଓଗାଁ, (କେପିଏନ୍‌ଏସ୍‌) : ଗୁଡଖାପଲା ଗ୍ରାମପଞ୍ଚାୟତ ଆନୁକୂଲ୍ୟରେ ପଞ୍ଚାୟତ ପରିସରରେ ପ୍ରଥମ ବିଶ୍ଵ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ଶ୍ରୀମତୀ ଜୀବନୀ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ସମିତି ସଭ୍ୟା ବୈଜୟନ୍ତୀ ମାଝୀ ଓ ଆଶୁକବି ହେମନ୍ତ ଦାଶ ଯୋଗ
Read More...