ଡେଲାଙ୍ଗ ବ୍ଲକସ୍ତରୀୟ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ କୁମାର ନାୟକଙ୍କ ତତ୍ୱାବଧାନରେ ଆୟୋଜିତ ଉତ୍ସବରେ!-->…
Read More...
Read More...