Monthly Archives

February 2024

ମ.ରାମପୁର ପଞ୍ଚାୟତ ସମିତିରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ଆଜି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେଉ ଥିବାବେଳେ ମ.ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ସମ୍ମିଳନୀକୁ ବିଡ଼ିଓ ସବ୍ୟସାଚୀ ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଜିପିଓ କୁଳମଣି ସିଂ ରାୟ ମଞ୍ଚ
Read More...

ନୂତନ ଭାବେ ସଇଁତଲା ସାମ୍ବାଦିକ ସଂଘ ଗଠିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ବରିଷ୍ଠ ସାମ୍ବାଦିକ ପ୍ରମୋଦ କୁମାର ସେଲମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏକ ବ୍ଲକସ୍ତରୀୟ ସାମ୍ବାଦିକ ସଂଘ ଗଠିତ ହୋଇଯାଇଛି । ଉକ୍ତ ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ତରୁଣ
Read More...

ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

ସମ୍ବଲପୁର, (କେପିଏନ୍‌ଏସ୍‌) : ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି
Read More...

‘ନୂଆ ଓ’ ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ ଓ’ ଯୋଜନା ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଓ ପ୍ରତିଯୋଗିତା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ବଳଭଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ
Read More...

କୋଇଲା ବୋଝେଇ ଟ୍ରେନରେ ନିଆଁ

ସୋର : ଭଦ୍ରକରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ସୂଚନା ମିଳିଛି । ସୋର ଷ୍ଟେସନ ନିକଟରେ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବାର ସ୍ଥାନୀୟ ଲୋକେ ଦେଖି ୧୧୨ ମାଧ୍ୟମରେ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ସୋର ଅଗ୍ନିଶମ ବିଭାଗର
Read More...

କାନ୍ଥରେ ପିଟି ହେଲା କାର୍ : ୪ ମୃତ

ତିଗିରିଆ: କଟକ ଜିଲ୍ଲା ତିଗିରିଆ ଥାନା ଗଦାଧରପୁର ବିନ୍ଧାଣୀମା ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବିବାହ ଭୋଜି ଖାଇ ଫେରୁଥିବା ବେଳେ କାରଟି ଏକ ଘରର କାନ୍ଥରେ ପିଟି ହୋଇଥିଲା । ଦୁର୍ଘଟଣାଟି ଏତେ ଭୟଙ୍କର ହୋଇଥିଲା ଯେ, ଘରର କାନ୍ଥ ସମ୍ପୂର୍ଣ୍ଣ
Read More...

ସଡ଼କ ଦୁର୍ଘଟଣା : ୭ ଗୁରୁତର

ସୋର : ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାରଦୀପା ଗ୍ରାମର ୯ ଜଣ ବରଯାତ୍ରୀଙ୍କୁ ନେଇ କଟକରୁ ପାରଦୀପା ଗ୍ରାମକୁ ଫେରୁଥିବା ବେଳେ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡା ମଡ଼ର୍ଣ୍ଣ ହୋଟେଲ ନିକଟରେ ଏକ ବାଲି ବୋଝେଇ ଡମ୍ପର ରାସ୍ତା ଉପରେ ଛିଡା ହୋଇଥିବା ବେଳେ ବୋଲେରୋଟି ଡମ୍ପରକୁ ପଛରୁ
Read More...

ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି : ବସ୍ ଧକ୍କାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ । ଦୁର୍ଘଟଣାଟି ଘଟିଛି ନିଶ୍ଚିନ୍ତକୋଇଲି ଜନିଆ ଛକରେ । ରାତି ପ୍ରାୟ ୧ଟା ବେଳେ ଏକ ବରଯାତ୍ରୀ ବସ୍(ନନ୍ଦଲାଲା) କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ନିଶ୍ଚିନ୍ତକୋଇଲି ଜନିଆ ଛକରେ ଏକ ବାଇକକୁ ଧକ୍କା
Read More...

ତଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

କୋଇଲା ମନ୍ତ୍ରଣାଳୟ ଅଧୀନ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡର ୨୭୦୦୦ କୋଟି ଟଙ୍କାର ପ୍ରକଳ୍ପରେ ୟୁନିଟ୍ ପିଛା ୩.୬୫ ଟଙ୍କା ବ୍ୟୟରେ ବିଦ୍ୟୁତ୍ ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯାଉଛିଓଡ଼ିଶା, ତାମିଲନାଡୁ, କେରଳ ଓ ପୁଡୁଚେରୀ ଦ୍ୱାରା ବିଦ୍ୟୁତ୍ କ୍ରୟ ଚୁକ୍ତି ସ୍ୱାକ୍ଷରିତ ନୂଆଦିଲ୍ଲୀ,
Read More...

କୋଇଲା ମନ୍ତ୍ରଣାଳୟ ଅଧୀନରେ ମହାନଦୀ କୋଲଫିଲ୍ଡ ଲିମିଟେଡର୍‌ ବିଭିନ୍ନ ପ୍ରକଳ୍ପକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

୨୧୪୫ କୋଟି ଟଙ୍କା ବ୍ୟୟରେ ୪ଟି ଭିନ୍ନ ଭିନ୍ନ ପ୍ରକଳ୍ପ ପରିବେଶ ଅନୁକୂଳ ଏବଂ ଦ୍ରୁତ କୋଇଲା ପରିବହନରେ ସହାୟକ ହେବ ନୂଆଦିଲ୍ଲୀ, (ପିଆଇବି) : ବହୁମୁଖୀ ଯୋଗାଯୋଗ ସୁବିଧା ପ୍ରଦାନ ଏବଂ ଦକ୍ଷତା ବୃଦ୍ଧି କରି ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବା ପାଇଁ ପିଏମ୍ ଗତିଶକ୍ତି ଜାତୀୟ ମାଷ୍ଟର
Read More...