Daily Archives

ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଭବନ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇଥିଲେ ।ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପରଠାରୁ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତବର୍ଷରେ ଶିକ୍ଷା
Read More...

ନିର୍ବାଚନରେ ଯୁବ ବର୍ଗଙ୍କ ସାର୍ବଜନୀନ ଭାଗିଦାରୀକୁ ସୁନିଶ୍ଚିତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଦେଶର ଉଚ୍ଚ…

ନୂଆଦିଲ୍ଲୀ, (ପିଆଇବି) : ନିର୍ବାଚନରେ ଯୁବ ବର୍ଗଙ୍କ ସାର୍ବଜନୀନ ଭାଗିଦାରୀକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଶିକ୍ଷା ମନ୍ତ୍ରଣାଳୟ ଫେବୃଆରୀ ୨୮ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ‘ମେରା ପେହଲା ଭୋଟ୍ ଦେଶ କେ ଲିଏ' ଅଭିଯାନର ଆୟୋଜନ କରୁଛି । କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ
Read More...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ରଙ୍କୁ ସମ୍ମାନସୂଚକ ଡି.ଲିଟ୍ ଉପାଧି

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍ ଉପାଧିରେ ସମ୍ମାନିତ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି
Read More...

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର : ମାଗଣା ବିଜୁଳି ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

୧ କୋଟି ଘରେ ଛାତ ଉପରେ ରୁଫଟପ୍ ସୋଲାର ଲଗାଇବା ପାଇଁ ମାଗଣା ବିଜୁଳି ଯୋଜନା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘର : ମାଗଣା ବିଜୁଳି ଯୋଜନାକୁ ଅନୁମୋଦନ ମିଳିଛି, ଯେଉଁଥିରେ
Read More...

ଖରିଫ ଋତୁ ୨୦୨୪ ପାଇଁ ଫସଫେଟିକ୍ ଏବଂ ପୋଟାସିକ ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି ଦର ଏବଂ ଏନବିଏସ ଯୋଜନା…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଖରିଫ ଋତୁ, ୨୦୨୪ (୦୧.୦୪.୨୦୨୪ରୁ ୩୦.୦୯.୨୦୨୪) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପି ଆଣ୍ଡ କେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ
Read More...

ଇଣ୍ଟରନ୍ୟାସନାଲ ବିଗ୍ କ୍ୟାଟ୍ ଆଲାଏନ୍ସ (ଆଇବିସିଏ) ପ୍ରତିଷ୍ଠାକୁ କ୍ୟାବିନେଟ୍ ଅନୁମୋଦନ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୨୦୨୩-୨୪ରୁ ୨୦୨୭-୨୮ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ୧୫୦ କୋଟି ଟଙ୍କାର ଏକକାଳୀନ ବଜେଟ୍ ସହାୟତା ରେ ଭାରତରେ ମୁଖ୍ୟାଳୟ ସହିତ ଅନ୍ତର୍ଜାତୀୟ ବିଗ୍ କ୍ୟାଟ୍ ଆଲାଏନ୍ସ
Read More...

ଟ୍ରକ ସହ ୧୧୫ ବସ୍ତା ଗୁଟଖା ଜବତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବୁଧବାର ରାତିରେ ଟିଟିଲାଗଡ଼ ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୋଟିଏ ଟ୍ରକ (ସିଜି ୦୪ପିଶି ୪୭୮୯)ରେ ଗୁଟଖା ଯୋଗାଣ ହେଉଥିବା ଖବର ପାଇ ଏସ୍‌ଡିପିଓ ଶ୍ରୀମତୀ ଅଙ୍କିତା କୁମ୍ଭାରଙ୍କ ନିର୍ଦ୍ଦେଶ କ୍ରମେ ଗାଡ଼ିକୁ ପିଛା କରିଥିଲେ । ଟ୍ରେନ ଯୋଗେ ବାହାର
Read More...

ବ୍ରହ୍ମାକୁମାରୀ ଜୟନ୍ତୀ ଦିଦିଙ୍କ ଆଧ୍ୟାତ୍ମିକ ପ୍ରବଚନ ଆସନ୍ତା ୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଧ୍ୟାତ୍ମିକ ସଙ୍ଗଠନ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପ୍ରବଚିକା ବ୍ରହ୍ମକୁମାରୀ ଜୟନ୍ତୀ ଦିଦିଙ୍କ ଦ୍ୱାରା ଏକ ପ୍ରବଚନ କାର୍ଯ୍ୟକ୍ରମ ଆସନ୍ତା ମାସ ୨ ତାରିଖରେ ସେକ୍ଟର-୧୩ ମେଳନ ପଡ଼ିଆରେ ହେବାକୁ
Read More...

ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲାର ୩ ନମ୍ବର ଛାତ୍ରୀ ନିବାସର ତୃତୀୟ ବାର୍ଷିକ ଉତ୍ସବ

ପ୍ରକୃତ ଶିକ୍ଷା ମନୁଷ୍ୟକୁ ଜୀବନର ବିକାଶ ଦିଗରେ ସହାୟକ ହୋଇଥାଏ : ଡ. ସନାତନ ପ୍ରଧାନ ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାର ୩ ନମ୍ବର ଛାତ୍ରୀନିବାସର ତୃତୀୟ ବାର୍ଷିକ ଉତ୍ସବ ଛାତ୍ରୀନିବାସ ପରିସରରେ ପାଳିତ ହୋଇଯାଇଛି । ଛାତ୍ରୀନିବାସର
Read More...

ଛତ୍ରପୁର ସହରର ପାନୀୟ ଜଳ ପ୍ରକଳ୍ପର ଲୋକାର୍ପଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଛତ୍ରପୁର ସହରର ଜନସାଧାରଣଙ୍କ ହିତ ଦୃଷ୍ଟିରୁ ୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ବସୁଧା ଯୋଜନାରେ ଛତ୍ରପୁର ସହରର ପାନୀୟ ଜଳ ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯାଇଛି । ଯାହାକି ପାନୀୟ ଜଳ ଯୋଗାଣ ଉନ୍ନତି
Read More...