Daily Archives

କପିଲାଭଟାରେ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କଂଗ୍ରେସ କର୍ମୀ ସମ୍ମିଳନୀରେ ବଙ୍ଗୋମୁଣ୍ଡା ବ୍ଲକ କଂଗ୍ରେସ କମିଟିର
Read More...

ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷକ ପୁରସ୍କାର ପାଇଲେ ରାମ ନାରାୟଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛାତ୍ରଛାତ୍ରୀ ମଧ୍ୟରେ ସୁସ୍ଥ ପ୍ରତିଯୋଗିତା ମନୋଭାବ ବିକାଶ କରିବା ସହିତ ଶିକ୍ଷା ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଶିକ୍ଷକ, ଶିକ୍ଷାବିଭାଗ ଅଧିକାରୀ, ପୁରାତନ ଛାତ୍ର କମିଟି, ବିଦ୍ୟାଳୟ ପରିଚାଳନା କମିଟି, ଗ୍ରାମ ପଂଚାୟତ, ବ୍ଲକ, ଜିଲ୍ଲାକୁ
Read More...

ଖୁବ୍ ଆକର୍ଷଣୀୟ ହେବ ବଲାଙ୍ଗିର ଟାଉନ ହଲ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ଖୁବ୍ ଆକର୍ଷଣୀୟ ଲାଗିବ ବଲାଙ୍ଗିର ଟାଉନ ହଲ୍‌ । ଆଜି ପୂର୍ବାହ୍ନରେ ବଲାଙ୍ଗିର ପୌରପରିଷଦ ତରଫରୁ ପୌରାଧ୍ୟକ୍ଷା ଲିକା ସାହୁଙ୍କ ଉଦ୍ୟମରେ ଟାଉନ ହଲ୍‌ ରୂପାନ୍ତରୀକରଣର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପୂର୍ବତନ ସାଂସଦ ତଥା ବର୍ତ୍ତମାନର ରାଜ୍ୟ
Read More...

ସିରୁଲ ନିକଟ ଲକ୍ଷ୍ମୀପଦର ପୋଲିଆ ପାଖରେ ଗାଡ଼ି ଦୁର୍ଘଟଣା ଗ୍ରସ୍ତ : ରାସ୍ତା ଜାମ୍‌

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରବିବାର ଦିନ ଅପରାହ୍ନ ସମୟ ପାଖାପାଖି ଚାରିଟା ସମୟରେ ଓଡ଼ି ୨୨ଜେ ୪୫୬୮ ନମ୍ବର ବିଶିଷ୍ଟ ଗାଡ଼ିଟି ଟିଟିଲାଗଡ଼ ବଙ୍ଗୋମୁଣ୍ଡା ସିରୁଲଠାରୁ ଆଗକୁ ଥିବା ଲକ୍ଷ୍ମୀ ପଦର ପୋଲିଆ ନିକଟରେ ଗାଡି ଓଲଟି ରାସ୍ତା ଉପରେ ପଡି ରହିଥିବା ସୂଚନା ମିଳିଛି । ତେବେ ଗାଡି
Read More...

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ବିଭାଗର ନୂତନ ଶିକ୍ଷାବର୍ଷ ପାଇଁ ଘର ହିଁ ବିଦ୍ୟାଳୟ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ଓଡିଶା ବିଦ୍ୱତ ପରିଷଦ ସଭାପତି ଡ. ବାଞ୍ଛାନିଧି ପଣ୍ଡା
Read More...

କୋଶଲୀ ଫିଲ୍ମ ‘ବଏନା’ର ଶୁଭ ମହୁରତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ହେଉଛି ଦାଦନ ପ୍ରବଣ ଅଞ୍ଚଳ ସେଥିପାଇଁ ଏହି ଅଞ୍ଚଳରୁ ପ୍ରତିବର୍ଷ ହଜାର ହଜାର ପରିବାର ପଡୋଶୀ ରାଜ୍ୟକୁ ପେଟ ଚାଖଣ୍ଡକ ପାଇଁ ଦାଦନ ଖଟିବାକୁ ଯାଇଥାନ୍ତି । ସେହି ଦୃଶ୍ୟକୁ ଅତି ପାଖରୁ ଦେଖୁଥିବା ବଲାଙ୍ଗିର ଜିଲ୍ଲାର ଜଣାଶୁଣା ଲେଖକ ଏବଂ
Read More...

ଅବକାରୀ ବିଭାଗର ଚଢ଼ାଉ, ନକଲି ମଦ ସହ ଜଣେ ଗିରଫ

ଖଡିଆଳ, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଡୁଆଝର ସାଲେପଡା ଗାଁରେ ନକଲି ବିଦେଶୀ ମଦ କାରଖାନା ଉପରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ । ଏହି ଚଢ଼ାଉରେ ଜଣେ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ହେଲେ ଡୁଆଝର ସାଲେପଡା ଗାଁର ସୁନୀଲ ମେହେର । ଅବକାରୀ
Read More...

ଟିଟିଲାଗଡ଼ଠାରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ଼ ସ୍ଥିତ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲାସ୍ତରୀୟ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଯୋଗଦାନ ଦେଇ ନୂଆ ଓଡିଶା ଗଠନରେ
Read More...

ଖଣ୍ଡାୟତ କ୍ଷତ୍ରୀୟ ସମାଜର ରାଜ୍ୟ ସମ୍ମିଳନୀ ଅନୁଷ୍ଠିତ ଇତିହାସକୁ ବହୁକ୍ଷେତ୍ରରେ ବିକୃତ କରାଯାଇଛି

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରୀୟ ମହାସଭା ରାଉରକେଲା ଆନୁକୂଲ୍ୟରେ ଖଣ୍ଡାୟତ କ୍ଷତ୍ରୀୟ ମହାସଭାର ରାଜ୍ୟ ସମ୍ମିଳନୀ ସେକ୍ଟର ୫ସ୍ଥିତ ଭଞ୍ଜଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ଉପସଭାପତି ଉପେନ୍ଦ୍ର କୁମାର ନାୟକ ଓ ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ
Read More...

ଶାସ୍ତ୍ରୀନଗର ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ପୋଲିଓ ଟୀକାକରଣ ଅଭିଯାନର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତୀୟ ପୋଲିଓ ଦିବସ ଉପଲକ୍ଷେ ବଲାଙ୍ଗିର ସହରର ଶାସ୍ତ୍ରୀନଗର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ପୋଲିଓ ଟୀକାକରଣ ଅଭିଯାନର ଶୁଭାରମ୍ଭ ହୋଇଯାଇଛି । ଉକ୍ତ ଅଭିଯାନର ଶୁଭାରମ୍ଭ ଅବସରରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସା
Read More...