Daily Archives

ବିଶିଷ୍ଟ ଶିଳ୍ପପତି ତଥା ସମାଜସେବୀ ତ୍ରିଲୋଚନ ଆଗ୍ରୱାଲଙ୍କ ବିୟୋଗରେ ଶୋକସଭା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ଜଣେ ବିଶିଷ୍ଟ ଶିଳ୍ପପତି ତଥା ସମାଜସେବୀ ତ୍ରିଲୋଚନ ଅଗ୍ରୱାଲଙ୍କ ଅକାଳ ବିୟୋଗରେ ଲଡୁଗାଁ ସ୍ଥିତ ଶ୍ରୀରାମ ମାମୋ ଦେବୀ ଧର୍ମଶାଳାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏହି ଶୋକସଭାରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ହ୍ୱିଲ ଚେୟାର ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରଠାରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ହ୍ୱିଲ ଚେୟାର ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିନ୍ନକ୍ଷମମାନଙ୍କ
Read More...

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର…

ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିବା ସହିତ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଲେମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ଗଠନ ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଲେ ୫-ଟି ଅଧ୍ୟକ୍ଷ ଭୁବନେଶ୍ୱର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ
Read More...

ମୁରିବାହାଲ ରେଳଷ୍ଟେସନରେ ପୁରୀ-ଦୁର୍ଗ ଏକ୍ସପ୍ରେସ ଟ୍ରେନର ପୁନଃ ରହଣୀ ଆରମ୍ଭ : ଜନସାଧାରଣଙ୍କ ବିପୁଳ ସ୍ୱାଗତ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳଷ୍ଟେସନରେ ଶନିବାରଠାରୁ ପୁରୀ-ଦୁର୍ଗ ଏକ୍ସପ୍ରେସର ରହଣୀ ଆରମ୍ଭ ହୋଇଛି । ମହାମାରୀ କୋଭିଡ ପରେ ସଂପୂର୍ଣ୍ଣ ରୂପେ ବନ୍ଦ ହୋଇଯାଇଥିବା ଦୁଇ ଏକ୍ସପ୍ରେସ ଟ୍ରେନ ପୁରୀ-ଦୁର୍ଗ (ନଂ ୧୮୪୨୫-୧୮୪୨୬ )ଓ
Read More...