Daily Archives

ଲେବଡା ଗ୍ରାମର ମୃତ ଦାଦନ ଶ୍ରମିକଙ୍କ ପତ୍ନୀଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ଗାଁର ନିରୀହ ଦଶମତି ସାହୁଙ୍କ ସ୍ୱାମୀ ସନ୍ତୋଷ ସାହୁ ଦଶ ମାସ ଆଗରୁ ହରିୟାଣାକୁ ଦାଦନ ଖଟିବା ପାଇଁ ଯାଇ ଛାତ ଉପରୁ ଖସିପଡ଼ି ମୃତ୍ୟୁ ବରଣ କରିଥିଲେ । ସ୍ଵାମୀଙ୍କ ମୃତ୍ୟୁ ପରେ ନିରୀହ ଦଶମତୀ ଏକା ହୋଇଯିବା
Read More...

ବିଶ୍ୱଶାନ୍ତି ପାଇଁ ପଞ୍ଚ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ନିମନ୍ତେ କଳସ ଶୋଭାଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଞ୍ଚ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ପାଇଁ ସ୍ଥାନୀୟ ଲାଲଟିକ୍ରା ସ୍ଥିତ ରଘୁନାଥନଗରରେ ମହିଳାମାନଙ୍କ ବିଶାଳ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶତାଧିକ ମହିଳା ଯୋଗଦେଇ ରଘୁନାଥନଗରରୁ କଳସ ଶୋଭାଯାତ୍ରାରେ ବାହାରି କାରଗିଲନଗରର ପଛପଟେ ଥିବା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ : ମାତ୍ର ୪୭ଟି ଅଭିଯୋଗ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ
Read More...

ଭୂମିହୀନଙ୍କୁ ଜମି ପଟ୍ଟା ଦାବିରେ ଗର୍ଜିଲେ ସମରେନ୍ଦ୍ର

ଭୂମିହୀନ ଗରିବଙ୍କୁ ଜମିପଟ୍ଟା ପାଇବା ତାଙ୍କ ଅଧିକାର : ସମରେନ୍ଦ୍ରଜଳଚର କିସମ ଶୀଘ୍ର ପରିବର୍ତ୍ତନ କରି ପଟ୍ଟା ଦେବାର ପଦକ୍ଷେପ ନିଅ, ନହେଲେ ହେବ ଆଇନ ଅମାନ୍ୟ ଆନ୍ଦୋଳନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ହଜାର ହଜାର ମହିଳା ଓ ପୁରୁଷ
Read More...

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦
Read More...

ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଦୁର୍ଗାମଣ୍ଡପ ନିକଟରେ ସ୍ଥାନୀୟ ଶାରଳା ଶକ୍ତିପୀଠର ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ସକାଶେ ଶୁଭସ୍ତମ୍ଭ ସ୍ଥାପନ ହୋଇଯାଇଛି । ଏହି ଅବସରରେ ଶାରଳା ଶକ୍ତିପୀଠର ମୁଖ୍ୟ ପୃଷ୍ଠପୋଷକ ତଥା ଅଧ୍ୟକ୍ଷ ଦେବୀପୁତ୍ର ମୁରଲୀ ଭୋଇ, ଆୟୋଜକ କମିଟି ସଭାପତି
Read More...

ଭୂମିହୀନ, ବାସହୀନ ଗରିବଙ୍କୁ ଗୃହ ଓ ଜମିପଟ୍ଟା ପ୍ରଦାନ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଧାୟକ ନରସିଂହ ମିଶ୍ର ଭୂମିହୀନ, ବାସହୀନ ଗରିବଙ୍କୁ ଗୃହ ଓ ଜମିପଟ୍ଟା ପ୍ରଦାନ ଦାବୀରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି । ବଲାଙ୍ଗିର ନଗର କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଉତ୍ତରପ୍ରଦେଶର ୧୦ମ ଶ୍ରେଣୀ ଛାତ୍ର ସୁମେଶ ପୋଲିସ ଗୁଳିରେ ନିହତ ଘଟଣାର ପ୍ରତିବାଦରେ ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଉତ୍ତର ପ୍ରଦେଶର ଜଣେ ଦଳିତବର୍ଗର ନାବାଳକ ଅବା ୧୦ମ ଶ୍ରେଣୀ ଛାତ୍ର ସୁମେଶଙ୍କୁ ପୋଲିସ ଗୁଳି କରି ହତ୍ୟା କରିଥିବା ଅତ୍ୟନ୍ତ ଦୁଃଖ ଓ ପରିତାପ ଭଳି ଏକ ଅଭାବନୀୟ ଘଟଣା ଘଟିଛି । ଯାହାକି ଶୁଣିଲେ ଅନେକ ଦୁଃଖରେ ଭାଙ୍ଗି ପଡ଼ନ୍ତି । ଏହା ଯେ'
Read More...

ସିହିନି ପଞ୍ଚାୟତ ଅନ୍ତର୍ଗତ କୁମୁଡା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକୋତ୍ସବ ପାଳନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ନିକଟସ୍ଥ ସିହିନି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମୁଡ଼ା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ରଥ, ସିହିନି ସରପଞ୍ଚ ବୀରବର
Read More...

ଖରିଦା ଗ୍ରାମର ଲକ୍ଷ୍ମୀନାରାୟଣ ମନ୍ଦିରରୁ ଚୋରି

ସୋରୋ : ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଲୁଟିନେଲେ ସୁନା ରୂପା ଗହଣା । ସୋରୋ ପୌରପାଳିକା ଅନ୍ତର୍ଗତ ଖରିଦା ଗ୍ରାମରେ ଥିବା ଲକ୍ଷ୍ମୀନାରାୟଣ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି । ଏହି ଗ୍ରାମରେ ଥିବା ଲକ୍ଷ୍ମୀନାରାୟଣ
Read More...